Search for:
  • Home/
  • Month: October 2023

ସାମାଜିକ ଅନୁଷ୍ଠାନ ଦିଶା ଓଡ଼ିଶାର ଦ୍ୱାଦଶ ପ୍ରତିଷ୍ଠା ଦିବସ ଓ ଜାତୀୟ ଯୁବ ପ୍ରତିଭା ସମ୍ମାନ ପ୍ରଦାନ

ସାମାଜିକ ଅନୁଷ୍ଠାନ ଦିଶା ଓଡ଼ିଶାର ଦ୍ୱାଦଶ ପ୍ରତିଷ୍ଠା ଦିବସ ଓ ଜାତୀୟ ଯୁବ ପ୍ରତିଭା ସମ୍ମାନ ପ୍ରଦାନ ଭୁବନେଶ୍ୱର,  : ନିରବଚ୍ଛିନ୍ନ ସାଧନା, ଦୃଢ ନିଷ୍ଠା, ଏକାଗ୍ରତା ତଥା ଅଦମ୍ୟ ଉଦ୍ଦୀପନା ସହ ଯେଉଁମାନେ ସଫଳତାର ସୋପାନରେ ପହଞ୍ôଚ ପାରିଛନ୍ତି, ଓଡିଶାରେ ନିଜର ଦକ୍ଷତାକୁ ସଫଳ ଭାବେ ରୂପ ଦେଇ ଯେଉଁ ପ୍ରତିଭାମାନେ ରାଜ୍ୟ ବାହାରେ ଉକ୍ରଳ ଭୂମିକୁ ଗୌରବାନ୍ୱିତ କରିଛନ୍ତି ସେହି ପ୍ରତିଭାମାନଙ୍କୁ ଜାତୀୟ ଯୁବ ପ୍ରତିଭା ସମ୍ମାନ [...]

ଭୁବନେଶ୍ୱର ଜିଲ୍ଲା କଂଗ୍ରେସର ଉତର ନିର୍ବାଚନ ମଣ୍ଡଳୀରେ “ଘର ଘର କଂଗ୍ରେସ ଘର ଘର ହାତ” କାର୍ଯ୍ୟକ୍ରମ ଆରମ୍ଭ

ଭୁବନେଶ୍ୱର ଜିଲ୍ଲା କଂଗ୍ରେସର ଉତର ନିର୍ବାଚନ ମଣ୍ଡଳୀରେ “ଘର ଘର କଂଗ୍ରେସ ଘର ଘର ହାତ” କାର୍ଯ୍ୟକ୍ରମ ଆରମ୍ଭ ଭୁବନେଶ୍ୱର : ଆଜି ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ସଭାପତି ଶ୍ରୀ ବିଶ୍ୱଜିତ ଦାଶଙ୍କ ନେତୃତ୍ୱରେ ଉତର ନିର୍ବାଚନ ମଣ୍ଡଳୀର ୪ଟି ୱାର୍ଡରେ ବ୍ଲକ ସଭାପତି ଅଶୋକ କୁମାର ଦାସଙ୍କ ତତ୍ୱାବଧାନରେ “ଘର ଘର କଂଗ୍ରେସ ଘର ଘର ହାତ” କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି । ଏହି ପଦଯାତ୍ରା ୨୭ ନଂ [...]

ପରିବର୍ତନ ସମାବେଶ” ପାଇଁ ଖୋର୍ଦ୍ଧା ଜିଲ୍ଲା କଂଗ୍ରେସ ପକ୍ଷରୁ ପ୍ରସ୍ତୁତି ବୈଠକ

“ପରିବର୍ତନ ସମାବେଶ” ପାଇଁ ଖୋର୍ଦ୍ଧା ଜିଲ୍ଲା କଂଗ୍ରେସ ପକ୍ଷରୁ ପ୍ରସ୍ତୁତି ବୈଠକ ଭୁବନେଶ୍ୱର ଆଜି ଜଟଣୀ ବିଧାୟକ ତଥା ଖୋର୍ଦ୍ଧା ଜିଲ୍ଲା କଂଗ୍ରେସ ସଭାପତି ଶ୍ରୀ ସୁରେଶ କୁମାର ରାଉତରାୟଙ୍କ ଅଧ୍ୟକ୍ଷତାରେ ଚଳିତ ଅକ୍ଟୋବର ମାସ ୨୭ ତାରିଖ ଖୋର୍ଦ୍ଧା ଜିଲ୍ଲାର ଗୀତା ଭବନ ପଡ଼ିଆ ଠାରେ ଜିଲ୍ଲା କଂଗ୍ରେସ ପକ୍ଷରୁ ହେବାକୁ ଥିବା ପରିବର୍ତନ ସମାବେଶ ପାଇଁ ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ଏକ ପ୍ରସ୍ତୁତି ବୈଠକ ହୋଇଥିଲା । [...]

କଂଗ୍ରେସର ନୀତି ଆଦର୍ଶକୁ ଭଲ ପାଇ କଂଗ୍ରେସରେ ଯୋଗ ଦେଲେ ବହୁ ଯୁବକ ଯୁବତୀ

କଂଗ୍ରେସର ନୀତି ଆଦର୍ଶକୁ ଭଲ ପାଇ କଂଗ୍ରେସରେ ଯୋଗ ଦେଲେ ବହୁ ଯୁବକ ଯୁବତୀ ଭୁବନେଶ୍ୱର : କଂଗ୍ରେସର ନୀତି ଓ ଆଦର୍ଶରେ ଅନୁପ୍ରାଣିତ ହୋଇ ତଥା ପ୍ରଦେଶ କଂଗ୍ରେସ ସଭାପତି ଶ୍ରୀ ଶରତ ପଟ୍ଟନାୟକଙ୍କ ପ୍ରତି ଦୃଢ଼ ଆସ୍ଥା ପ୍ରକଟ କରି ଭୁବନେଶ୍ୱର ମଧ୍ୟ ନିର୍ବାଚନ ମଣ୍ଡଳୀର ବହୁ ଶିକ୍ଷିତ ଯୁବକ ଯୁବତୀ ପ୍ରଦେଶ କଂଗ୍ରେସ ମୁଖପାତ୍ର ଶ୍ରୀ ରଜନୀ ମହାନ୍ତିଙ୍କ ନେତୃତ୍ୱରେ ଆଜି କଂଗ୍ରେସ ଦଳରେ ସାମିଲ [...]

ବିଜେଡି ସଭାପତି ନବୀନ ପଟ୍ଟନାୟକ ‘ଜନ ସମ୍ପର୍କ ପଦଯାତ୍ରା’ ଶୁଭାରମ୍ଭ

ଜନ ସମ୍ପର୍କ ପଦଯାତ୍ରାରୁ ‘ଜନ ବିରୋଧୀ’ଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଟାର୍ଗେଟ, କହିଲେ- ଓଡ଼ିଶାର ବିକାଶ ଯାତ୍ରାରେ ବିରୋଧୀ ଖୁସି ନାହାନ୍ତି ଭୁବନେଶ୍ବର : ଆଜି ଗାନ୍ଧୀ ଜୟନ୍ତୀରୁ ବିଜୁ ଜନତା ଦଳ ପକ୍ଷରୁ ଆରମ୍ଭ ହୋଇଛି ‘ଜନ ସମ୍ପର୍କ ପଦଯାତ୍ରା’। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ମହାନଗର ନିଗମ ଅନ୍ତର୍ଗତ ୱାର୍ଡ ନଂ-୫୭ ସ୍ଥିତ ବରଗଡ଼ ବ୍ରିଟ୍‌‌ କଲୋନୀ ନେତାଜୀ ପଡ଼ିଆରୁ ପଦଯାତ୍ରାର ଶୁଭାରମ୍ଭ କରିଛନ୍ତି। ଅକ୍ଟୋବର [...]

ସାଧବ ଓଡ଼ିଶାରୁ ଦାଦନ ଓଡ଼ିଶା ଆଲୋଚନା ଚକ୍ର

ସାଧବ ଓଡ଼ିଶାରୁ ଦାଦନ ଓଡ଼ିଶା ଆଲୋଚନା ଚକ୍ର ଓଡ଼ିଶା ଶାସନ ନ ବଦଳିଲେ ରାଜ୍ୟର ବିକାଶ ଅସମ୍ଭବ : ମୋ ଦଳ ଭୁବନେଶ୍ୱର, ୧.୧୦ : ମୋ ଦଳ ତରଫରୁ ରବିବାର ଦିନ ହୋଟେଲ ପ୍ରେସିଡେନ୍ସିରେ ସାଧବ ଓଡ଼ିଶାରୁ ଦାଦନ ଓଡ଼ିଶା ଆଲୋଚନ ଚକ୍ର ଅନୁଷ୍ଠିତ ହୋଇଯାଇଛି । ମୋ ଦଳର କାର୍ଯ୍ୟକାରୀ ସଭାପତି ଅକ୍ଷୟ କୁମାରଙ୍କ ନେତୃତ୍ୱରେ ଆୟୋଜିତ ଆଲୋଚନାରେ ଆଲୋଚକ ଭାବେ ଯୋଗଦେେଇ ପୂର୍ବତନ କୁଳପତି ବିନାୟକ [...]

ଦେବଦତ୍ତ ପଟ୍ଟନାୟକଙ୍କ ‘ଟେଲ୍‌ସ ଫ୍ରମ୍‌ ଦ ଲାଣ୍ଡ୍‌ ଅଫ୍‌ ଜଗନ୍ନାଥ’ ଉନ୍ମୋଚିତ

ଦେବଦତ୍ତ ପଟ୍ଟନାୟକଙ୍କ ‘ଟେଲ୍‌ସ ଫ୍ରମ୍‌ ଦ ଲାଣ୍ଡ୍‌ ଅଫ୍‌ ଜଗନ୍ନାଥ’ ଉନ୍ମୋଚିତ ଓଡ଼ିଶା ଏକମାତ୍ର ରାଜ୍ୟ ଯାହାର ପରିଚୟ ଏହାର ଠାକୁର: ବାଲାକ୍ରୀଷ୍ଣନ୍ ରାମାୟଣର ଶବରୀ ଉପାଖ୍ୟାନ ବିଶ୍ବକୁ ଓଡ଼ିଶାର ଅବଦାନ: ଦେବଦତ୍ତ ଭୁବନେଶ୍ବର୧/୧୦: ଭାରତର ସବୁ ରାଜ୍ୟରେ ପ୍ରସିଦ୍ଧ ଠାକୁରଙ୍କ ମନ୍ଦିର ରହିଛି। ହେଲେ ଓଡ଼ିଶା ହେଉଛି ଏକମାତ୍ର ରାଜ୍ୟ ଯାହା ନିଜର ଆରାଧ୍ୟ ଦେବତାଙ୍କ ଦ୍ବାରା ପରିଚିତି ପାଇଛି। ଜଗନ୍ନାଥ ହେଉଛନ୍ତି ଓଡ଼ିଶାର ରାଷ୍ଟ୍ରଦେବତା। ଜଗନ୍ନାଥ ଦେଶ [...]

ଜାତୀୟ ସ୍ବେଚ୍ଛାକୃତ ରକ୍ତଦାନ ଦିବସ ପାଳିତ।

ଜାତୀୟ ସ୍ବେଚ୍ଛାକୃତ ରକ୍ତଦାନ ଦିବସ ପାଳିତ। ଭୁବନେଶ୍ୱର:ରାଜଧାନୀ ଡାକ୍ତରଖାନା ରକ୍ତ କେନ୍ଦ୍ର ତରଫରୁ ରାଜଧାନୀ ଡାକ୍ତରଖାନା ରକ୍ତ କେନ୍ଦ୍ର ପରିସରରେ ଜାତୀୟ ସ୍ବେଚ୍ଛାକୃତ ରକ୍ତଦାନ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଏକ ସ୍ଵେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜନ କରାଯାଇଥିଲା। ଏହି ଶିବିରକୁ ରକ୍ତ ଭଣ୍ଡାର ନିର୍ଦ୍ଦେଶକ ଡ ଦେବାଶିଷ ମିଶ୍ର ଉଦ୍ଘାଟନ କରିଥିଲେ।ସ୍ଵେଚ୍ଛାକୃତ ରକ୍ତଦାନ ସମ୍ପର୍କରେ ଡ ଦିଲୀପ ଦାସ ଶର୍ମା ଅଭିଭାଷଣ ପ୍ରଦାନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ [...]

ବାଣ୍ଟିବ ସଚେତନତାର ମନ୍ତ୍ର ସତର୍କ ରୁହନ୍ତୁ, ସୁରକ୍ଷିତ ରୁହନ୍ତୁ – ମୁଖ୍ୟମନ୍ତ୍ରୀ

  ସାଇବର ସୁରକ୍ଷା ଅଭିଯାନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ସେପ୍ଟେମ୍ବର ୩୦ ରୁ ଅକ୍ଟୋବର ୧୫ ପର୍ଯ୍ୟନ୍ତ ରାଜ୍ୟ ସାରା ବୁଲିବ ୩୪ଟି ସାଇବର ସୁରକ୍ଷା ରଥ ବାଣ୍ଟିବ ସଚେତନତାର ମନ୍ତ୍ର ସତର୍କ ରୁହନ୍ତୁ, ସୁରକ୍ଷିତ ରୁହନ୍ତୁ – ମୁଖ୍ୟମନ୍ତ୍ରୀ ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଆଜି ସ୍ଥାନୀୟ କଳିଙ୍ଗ ଷ୍ଟାଡିଅମରେ ସାଇବର ସୁରକ୍ଷା ଅଭିଯାନର ଶୁଭାରମ୍ଭ କରିଛନ୍ତି। ୩୪ଟି ସାଇବର ସୁରକ୍ଷା ରଥ ଆଜିଠାରୁ ସାରା ରାଜ୍ୟର [...]

ସାନ୍ତାଳୀ-ଓଡିଆ-ଇଂରାଜୀ ଶଦ୍ଦକୋଷର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

  ସାନ୍ତାଳୀ ଭାଷା ହେବ ଆହୁରି ସମୃଦ୍ଧ ସାନ୍ତାଳୀ-ଓଡିଆ-ଇଂରାଜୀ ଶଦ୍ଦକୋଷର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଜନଜାତି ଭାଷାରେ ପ୍ରାଥମିକ ଶିକ୍ଷାର ୨୧ଟି ଅତିରିକ୍ତ ପାଠ୍ୟପୁସ୍ତକ ମଧ୍ୟ ଲୋକାର୍ପିତ ପ୍ରତି ଜିଲ୍ଲାରେ କରାଯିବ Language Lab – ମୁଖ୍ୟମନ୍ତ୍ରୀ ଭୁବନେଶ୍ବର ;ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଆଜି ନବୀନ ନିବାସ ଠାରେ ଜନଜାତି ଭାଷା ସଂସ୍କୃତି ପ୍ରତିଷ୍ଠାନ ପକ୍ଷରୁ ପ୍ରକାଶିତ ସାନ୍ତାଳୀ-ଓଡିଆ-ଇଂରାଜୀ ଶଦ୍ଦକୋଷକୁ ଲୋକାର୍ପଣ କରିଛନ୍ତି । ଏଥିସହିତ ସୌରା, [...]