Search for:
  • Home/
  • Month: October 2023

କିସ୍ ହ୍ୟୁମାନିଟାରିଆନ୍ ସମ୍ମାନ ମାନବବାଦର ଶ୍ରେଷ୍ଠ ସ୍ୱୀକୃତି: ରାଜ୍ୟପାଳ

ରାଚେଲ୍‍ ରୁଟୋଙ୍କୁ ଦ୍ୱାଦଶ ‘କିସ୍ ହ୍ୟୁମାନିଟାରିଆନ୍ ସମ୍ମାନ’ କିସ୍ ହ୍ୟୁମାନିଟାରିଆନ୍ ସମ୍ମାନ ମାନବବାଦର ଶ୍ରେଷ୍ଠ ସ୍ୱୀକୃତି: ରାଜ୍ୟପାଳ ଭୁବନେଶ୍ୱର, ୦୧ ।୯: କେନିୟାର ବିଶିଷ୍ଟ ସମାଜସେବୀ ତଥା ଫାର୍ଷ୍ଟ ଲେଡି ରାଚେଲ୍‍ ରୁଟୋଙ୍କୁ ଦ୍ୱାଦଶ କିସ୍‍ ହ୍ୟୁମାନିଟାରିଆନ୍‍ ସମ୍ମାନ-୨୦୨୨ ପ୍ରଦାନ କରାଯାଇଛି। ଶନିବାର ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଚେଲ୍‌ଙ୍କୁ ଏହି ସମ୍ମାନ ପ୍ରଦାନ କରିଥିଲେ। ସମାଜସେବା ବିଶେଷ କରି ଗ୍ରାମାଞ୍ଚଳ ମହିଳାଙ୍କୁ [...]

ଭୁବନେଶ୍ୱର ଠାରେ 29 ତମ ଆନ୍ତଃ ରେଳବାଇ ସୁରକ୍ଷାବଳ ହକି ଟୁର୍ଣ୍ଣାମେଣ୍ଟ ଉଦଯାପିତ  

ଭୁବନେଶ୍ୱର ଠାରେ 29 ତମ ଆନ୍ତଃ ରେଳବାଇ ସୁରକ୍ଷାବଳ ହକି ଟୁର୍ଣ୍ଣାମେଣ୍ଟ ଉଦଯାପିତ  : ପୂର୍ବତଟ ରେଳପଥ ଖୋର୍ଦ୍ଧା ରୋଡ଼ ରେଳମଣ୍ଡଳ ରେଳବାଇ ସୁରକ୍ଷା ବଳ ଆନୁକୂଲ୍ୟରେ 27 ରୁ 30 ସେପ୍ଟେମ୍ବର 2023 ମଧ୍ୟରେ ଆୟୋଜିତ ଚାରି ଦିନିଆ 29 ତମ ଆନ୍ତଃ ରେଳବାଇ ସୁରକ୍ଷାବଳ ହକି ଟୁର୍ଣ୍ଣାମେଣ୍ଟ କିଟ ଷ୍ଟାଡିୟମ ଠାରେ ଉଦଯାପିତ ହୋଇଯାଇଅଛି |   ଉତ୍ତର ରେଳପଥ ଆରପିଏଫ୍ ହକି ଟିମ୍ ଦକ୍ଷିଣ ପୂର୍ବ [...]