Search for:
  • Home/
  • Month: December 2023

ହୁଲୁ ହୁଲୁ ଝୁଟି ସଁକ୍ରୀ ତଂନ କମ୍ପିଲା ପୁରୁଣା ଭୁବନେଶ୍ୱର ।

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ: ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ ପତ୍ର ଦେଲେ ସେବାୟତ। ଭୁବନେଶ୍ବର: ଆସନ୍ତା ଜାନୁଆରୀ ୧୭ ତାରିଖରେ ଓଡ଼ିଶା ସହ ଶ୍ରୀକ୍ଷେତ୍ର ଓ ଶ୍ରୀମନ୍ଦିର ଇତିହାସରେ ଯୋଡ଼ିହେବ ସ୍ୱର୍ଣ୍ଣିମ ଫର୍ଦ୍ଦ। ବହୁପ୍ରତୀକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ହେବ ଲୋକାର୍ପଣ। ଏଥିପାଇଁ ଭବ୍ୟ ଆୟୋଜନ ଆରମ୍ଭ କରିଛି ଶ୍ରୀମନ୍ଦିର ପ୍ରଶାସନ। ଏହି ଧାର୍ମିକ କାର୍ଯ୍ୟରେ ସାରା ଦେଶକୁ ସାମିଲ କରିବା ନିମନ୍ତେ ଖସଡ଼ା ପ୍ରସ୍ତୁତ ହୋଇଛି। ଦେଶର ପ୍ରମୁଖ [...]

ଆନ୍ତର୍ଜାତୀୟ ଓଡ଼ିଶୀ ନୃତ୍ୟ ଉତ୍ସବ ୨୦୨୩ ଏକ ବର୍ଣ୍ଣାଢ୍ୟ ଓ ମନୋଜ୍ଞ ପରିବେଶରେ ରବିନ୍ଦ୍ର ମଣ୍ଡପରେ ଉଦ୍‌ଘାଟିତ

ଆନ୍ତର୍ଜାତୀୟ ଓଡ଼ିଶୀ ନୃତ୍ୟ ଉତ୍ସବ ୨୦୨୩ ଏକ ବର୍ଣ୍ଣାଢ୍ୟ ଓ ମନୋଜ୍ଞ ପରିବେଶରେ ରବିନ୍ଦ୍ର ମଣ୍ଡପରେ ଉଦ୍‌ଘାଟିତ ଭୁବନେଶ୍ୱର ତା ୨୬.୧୨.୨୦୨୩ – ରାଜ୍ୟ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୁଲ୍ୟରେ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ଦ୍ୱାରା ଆୟୋଜିତ ଆନ୍ତର୍ଜାତୀୟ ଓଡ଼ିଶୀ ନୃତ୍ୟ ଉତ୍ସବ ଓଡ଼ିଶା ପାଇଁ ନିଶ୍ଚିତ ଭାବେ ଏକ ଗର୍ବ ଓ ଗୌରବର କଥା । ଏହି ଉତ୍ସବ ଆୟୋଜନର [...]

୩୨ଟି ପୁରୁଷ ଡବଲ ଓ ୧୬ଟି ମିକ୍ସ ଡବଲ ଟିମ୍ ଅଂଶଗ୍ରହଣ

ଭୁବନେଶ୍ୱର:୩ ଦିନ ବ୍ୟାପୀ ଆୟୋଜିତ ହୋଇଯାଇଛି ଏ ଜି ମିଡଲ୍ୟାଣ୍ଡ କପ ଯେଉଁଥିରେ ମୋଟ ୩୨ଟି ପୁରୁଷ ଡବଲ ଓ ୧୬ଟି ମିକ୍ସ ଡବଲ ଟିମ୍ ଅଂଶଗ୍ରହଣ କରି ଚମତ୍କାର ପ୍ରଦର୍ଶନ କରିଥିଲେ।ଖେଳାଳୀ ମାନେ କଟକ ପୁରୀ କେଉଁଝର ଆଦି ଭଳି ଅନେକ ସ୍ଥାନରୁ ଆସିଥିଲେ। ଏହାର ଅତିଥି ଭାବେ ଶ୍ରୀ ଅରୂପ ପଟ୍ଟନାୟକ(ଆବାହକ, ଓଡିଶା ମୋ ପରିବାର), ଶ୍ରୀ ରୁଦ୍ର ନାରାୟଣ ସାମନ୍ତରାୟ (ରାଜ୍ୟ ଯୁଗ୍ମ ସମ୍ପାଦକ, ବିଜୁ [...]

ରାଉରକେଲାରୁ କୋଲକତାକୁ ଆରମ୍ଭ ହେବ ବିମାନ ସେବା

  ରାଉରକେଲାରୁ କୋଲକତାକୁ ଆରମ୍ଭ ହେବ ବିମାନ ସେବା ରାଜ୍ୟ ସରକାରଙ୍କ ସହଯୋଗରେ ଆରମ୍ଭ ମାତ୍ର ଦେଢ ଘଣ୍ଟାରେ ଯାତ୍ରା ସମ୍ଭବ ହେବ ଆଲାଏନ୍ସ ଏୟାର ସହଯୋଗରେ ସପ୍ତାହରେ ୩ ଦିନ ଉଡିବ ବିମାନ ଶିଳ୍ପ ଓ ପର୍ଯ୍ୟଟନର ଅଭିବୃଦ୍ଧି ହେବ ଭୁବନେଶ୍ବର,ତା.2୬.୧୨.୨୦୨୩ ପ୍ରଥମଥର ପାଇଁ ରାଉରକେଲାରୁ କୋଲକତା ବିମାନ ସେବା ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ ରାଜ୍ୟ ସରକାର Viability Gap Funding ଜରିଆରେ ଯୋଗାଇ ଦେଇଛନ୍ତି। ରାଜ୍ୟ [...]

ସୁଆଣ୍ଡୋରୁ କଟକ ସ୍ଥିତ ସମାଜ କାର୍ଯ୍ୟାଳୟ ପର୍ଯ୍ୟନ୍ତ ପଦଯାତ୍ରା

ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କୁ ମରଣତ୍ତୋର ଭାରତରତ୍ନ ପ୍ରଦାନ ଦାବି କରି ସୁଆଣ୍ଡୋରୁ କଟକ ସ୍ଥିତ ସମାଜ କାର୍ଯ୍ୟାଳୟ ପର୍ଯ୍ୟନ୍ତ ପଦଯାତ୍ରା ଭୁବନେଶ୍ୱର : ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଥିଲେ ସେବା ଓ ତ୍ୟାଗର ପ୍ରତୀକ | ତାଙ୍କର ଏହି ମହାନ ବ୍ୟକ୍ତିତ୍ବକୁ ଭାବେ ଭାରତର ସର୍ବୋଚ୍ଚ ସମ୍ମାନ ଭାରତରତ୍ନ ପ୍ରଦାନ କରିବାକୁ ଏକ ପଦଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଅଛି | ଗୋପବନ୍ଧୁଙ୍କ ଜନ୍ମସ୍ଥାନ ପୁରୀ ଜିଲ୍ଲାର ସୁଆଣ୍ଡୋ ଗ୍ରାମରୁ [...]

ସମସ୍ତ ଗରିବ ଙ୍କୁ ଘର ମିଳିବ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର ଅକ୍ଷୁର୍ଣ୍ଣ ଲୋକପ୍ରିୟତା।

ଭୁବନେଶ୍ୱର: ୨୬ ଡିସେମ୍ବର ୧୯୯୭ ଦିନ ପ୍ରତିଷ୍ଠିତ ବିଜୁ ଜନତା ଦଳ ୨୬ ଡିସେମ୍ବର ୨୦୨୩ରେ ଏହାର ୨୭ତମ ସ୍ଥାପନା ଦିବସ ପାଳନ କରୁଛି। ୨୬ବର୍ଷର କାଳଖଣ୍ଡ ମଧ୍ୟରେ ଦଳ କେବଳ ରାଜ୍ୟରେ ସୁଶାସନ ପ୍ରଦାନ କରି ପ୍ରତ୍ୟେକ ନିର୍ବାଚନରେ ଶାସନକୁ ଆସୁନି, ବରଂ ସଂସଦରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଲ୍‌କୁ ସମର୍ଥନ କରି ଏହାର ରାଷ୍ଟ୍ରବାଦୀ ଭୂମିକାକୁ ନିର୍ବାହ କରିଛି। ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର ଅନେକ [...]

ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ ପତ୍ର ଦେଲେ ସେବାୟତ

ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ ପତ୍ର ଦେଲେ ସେବାୟତ ଭୁବନେଶ୍ବର: ଆସନ୍ତା ଜାନୁଆରୀ ୧୭ ତାରିଖରେ ଓଡ଼ିଶା ସହ ଶ୍ରୀକ୍ଷେତ୍ର ଓ ଶ୍ରୀମନ୍ଦିର ଇତିହାସରେ ଯୋଡ଼ିହେବ ସ୍ୱର୍ଣ୍ଣିମ ଫର୍ଦ୍ଦ। ବହୁପ୍ରତୀକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ହେବ ଲୋକାର୍ପଣ। ଏଥିପାଇଁ ଭବ୍ୟ ଆୟୋଜନ ଆରମ୍ଭ କରିଛି ଶ୍ରୀମନ୍ଦିର ପ୍ରଶାସନ। ଏହି ଧାର୍ମିକ କାର୍ଯ୍ୟରେ ସାରା ଦେଶକୁ ସାମିଲ କରିବା ନିମନ୍ତେ ଖସଡ଼ା ପ୍ରସ୍ତୁତ ହୋଇଛି। ଦେଶର ପ୍ରମୁଖ ଦେବଦେବୀ ପୀଠ, ଚାରିଧାମର ପୀଠାଧୀଶ୍ୱର, ବିଶିଷ୍ଟ [...]

ଓଡ଼ିଶା ଲଲିତ କଳା ଏକାଡ଼େମୀ ଦ୍ୱାରା ଖୋର୍ଦ୍ଧା ଜିଲ୍ଲାରେ ଭ୍ରାମ୍ୟମାଣ ଚିତ୍ରକଳା ପ୍ରଦର୍ଶନୀ ଉଦ୍ଘାଟିତ

ଓଡ଼ିଶା ଲଲିତ କଳା ଏକାଡ଼େମୀ ଦ୍ୱାରା ଖୋର୍ଦ୍ଧା ଜିଲ୍ଲାରେ ଭ୍ରାମ୍ୟମାଣ ଚିତ୍ରକଳା ପ୍ରଦର୍ଶନୀ ଉଦ୍ଘାଟିତ ଖୋର୍ଦ୍ଧା,ତା25.12.2023 ରିଖ ଓଡ଼ିଶା ଲଳିତ କଳା ଏକାଡେମୀ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୁଲ୍ୟରେ ଓ ଜିଲ୍ଲା ପ୍ରଶାସନ, ଖୋର୍ଦ୍ଧା ସହଯୋଗରେ ରାଜ୍ୟରେ ଚିତ୍ରକଳାର ବହୁଳ ପ୍ରଚାର ଓ ପ୍ରସାର ନିମନ୍ତେ ଏକାଡେମୀ ଦ୍ଵାରା ସଂଗୃହିତ ଚିତ୍ରକଳାଗୁଡିକୁ ନେଇ ଏକ ଭ୍ରାମ୍ୟମାଣ ପ୍ରଦର୍ଶନୀର ଉଦଘାଟନୀ ଉତ୍ସବ ଆଜି ତା 25.12.2023 ରିଖରେ [...]

ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ

ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ ଭୁବନେଶ୍ଵର-ତା୨୫.୧୨.୨୦୨୩- ବିଶିଷ୍ଟ କବି,ପ୍ରବୀଣ ରାଜନେତା,ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ୯୯ତମ ଜୟନ୍ତୀ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୁଲ୍ୟରେ ସ୍ୱତନ୍ତ୍ର କର୍ତ୍ତବ୍ଯରତ ଅଧିକାରୀ ଲକ୍ଷ୍ମୀଧର ବେହେରାଙ୍କ ସଂଯୋଜନାରେ ଆଜି ପ୍ରତ୍ୟୁଷରେ ଭୁବନେଶ୍ଵରସ୍ଥିତ ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ପ୍ରତିଷ୍ଠାନ ପରିସରସ୍ଥ ତାଙ୍କ ପ୍ରତିମୁର୍ତ୍ତିସ୍ଥଳିରେ ଅନୁଷ୍ଠିତ ହୋଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି । ଏହି କାର୍ଯ୍ୟକ୍ରମରେ ଅଧ୍ୟାପକ [...]