Search for:
  • Home/
  • Month: January 2024

ଦେବଗଡ, ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

  ଦେବଗଡ, ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ 5T ଉପକ୍ରମରେ ଚାଲିଛି ଲକ୍ଷ୍ମୀ ବସ୍‌, ଫେବୃଆରୀ ସୁଦ୍ଧା ରାଜ୍ୟର ସବୁ ଜିଲ୍ଲାରେ ଚାଲିବ ୩ଟି ଜିଲ୍ଲାର ୪୪୦ଟି ପଞ୍ଚାୟତରେ ୧୦୧ଟି ବସ୍‌, ୨୭ ଲକ୍ଷରୁ ଅଧିକ ଲୋକ ଉପକାର ପାଇଲେ ଦେବଗଡର ୬୯ଟି ପଞ୍ଚାୟତରେ ୧୭ଟି ବସ୍‌, ୩ ଲକ୍ଷ ଲୋକ ଉପକୃତ ଅନୁଗୋଳର ୧୭୬ଟି ପଞ୍ଚାୟତରେ ୨୯ଟି ବସ୍‌, ୧୧ [...]

ଶିକ୍ଷାର ଉତ୍ସବ- “ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର” ପୁରସ୍କାର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

  ଶିକ୍ଷାର ଉତ୍ସବ- “ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର” ପୁରସ୍କାର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ 5T ବିଦ୍ୟାଳୟ ରୂପାନ୍ତର କାର୍ଯ୍ୟକ୍ରମରେ ଅଭିନବ ପ୍ରୟାସ, ଶିକ୍ଷାକୁ ସାମାଜିକ ଆନ୍ଦୋଳନରେ ପରିଣତ କରିବାର ପ୍ରୟାସ ଶିକ୍ଷା ପରିବ୍ୟବସ୍ଥାରେ ସାମିଲ ସମସ୍ତଙ୍କୁ ମିଳିଲା ପୁରସ୍କାର ୧୩୮ କୋଟି ଟଙ୍କାର ପୁରସ୍କାର ୧୬ଟି ବିଭାଗରେ ପୁରସ୍କାର, ସମୁଦାୟ ୭୫୧୯ଟି ପୁରସ୍କାର ମାଟ୍ରିକ ପରୀକ୍ଷାରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ୨୦୨୭ ଜଣ ଛାତ୍ରଛାତ୍ରୀଙ୍କୁ ପୁରସ୍କାର ଶ୍ରେଷ୍ଠ ଜିଲ୍ଲା ଭାବେ [...]

ବିଶ୍ଵସ୍ତରୀୟ ସମ୍ମିଳନୀକୁ ସାଫଲ୍ୟ ମଣ୍ଡିତ କରିବାକୁ ଅନୁରୋଧ କଲେ ବିଭାଗୀୟ ମନ୍ତ୍ରୀ

ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ -୨୦୨୪ ବିଶ୍ଵସ୍ତରୀୟ ସମ୍ମିଳନୀକୁ ସାଫଲ୍ୟ ମଣ୍ଡିତ କରିବାକୁ ଅନୁରୋଧ କଲେ ବିଭାଗୀୟ ମନ୍ତ୍ରୀ କାର୍ଯ୍ୟକ୍ରମ ସମ୍ପର୍କରେ ବିସ୍ତୃତ ସୂଚନା ଦେଲେ ବିଭାଗୀୟ ଶାସନ ସଚିବ ଭୁବନେଶ୍ୱର-ତା. ୩୧.୦୧.୨୦୨୪- ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମିଳନୀ ଫେବୃଆରୀ ୩ ରୁ ୫ ତାରିଖ ପର୍ଯ୍ୟନ୍ତ ତିନି ଦିନ ଧରି ସ୍ଥାନୀୟ ଜନତା ମଇଦାନ ଠାରେ ଆୟୋଜିତ ହେଉଥିବା ପରିପ୍ରେକ୍ଷୀରେ ଆଜି ଲୋକସେବା ଭବନ କନଭେନସନ [...]

ଭୁବନେଶ୍ୱର ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟର ବରିଷ୍ଠ କ୍ଷିପ୍ର ଲେଖକ ଗୌର ଚନ୍ଦ୍ର ମହାପାତ୍ରଙ୍କ ଅବସର ଗ୍ରହଣ

ଭୁବନେଶ୍ୱର ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟର ବରିଷ୍ଠ କ୍ଷିପ୍ର ଲେଖକ ଗୌର ଚନ୍ଦ୍ର ମହାପାତ୍ରଙ୍କ ଅବସର ଗ୍ରହଣ ଭୁବନେଶ୍ୱର-ତା.୩୧.୦୧.୨୦୨୪- ଶ୍ରୀ ଗୌରଚନ୍ଦ୍ର ମହାପାତ୍ର ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟରେ କ୍ଷିପ୍ର ଲେଖକ ଭାବେ ଦୀର୍ଘ ୩୭ ବର୍ଷ କାର୍ଯ୍ୟ କରି ଆଜି ଅବସର ଗ୍ରହଣ କରିଛନ୍ତି । ଶ୍ରୀ ମହାପାତ୍ର ୧୯୮୬ ରୁ ୧୯୯୦ ପର୍ଯ୍ୟନ୍ତ ଗଜପତି ସୂଚନା ଓ ଲୋକ ସମ୍ପର୍କ ଜିଲ୍ଲାରେ [...]

ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମାନ ରେ ସମ୍ମାନିତ ହେବେ ବିଶିଷ୍ଟ ଭାଷାବିତ୍ ତକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକ.

  ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମାନ ରେ ସମ୍ମାନିତ ହେବେ ବିଶିଷ୍ଟ ଭାଷାବିତ୍ ତକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକ. ମାନପତ୍ର ସହ କୋଡ଼ିଏ ଲକ୍ଷ ଟଙ୍କା ପୁରସ୍କାର ରାଶିରେ ସମ୍ମାନିତ କରିବେ ମୁଖ୍ୟମନ୍ତ୍ରୀ . ଭୁବନେଶ୍ଵର ତା 31/1/24ରିଖ ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମିଳନୀ ଅବସରରେ ବିଶିଷ୍ଟ ଭାଷାବିତ୍ ତକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକ ଙ୍କୁ ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମାନ ରେ ସମ୍ମାନିତ କରାଯିବ । ପ୍ରଥମ [...]

ଭାଷାବିତ ଓ ସାହିତ୍ୟିକ ମାନଙ୍କ ସହ ଆଲୋଚନା, ଓଡ଼ିଆ ଭାଷାର ଉନ୍ନତି ପାଇଁ ସମସ୍ତଙ୍କ ସହଯୋଗ ଲୋଡ଼ା

ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଭାଷାବିତ ଓ ସାହିତ୍ୟିକ ମାନଙ୍କ ସହ ଆଲୋଚନା, ଓଡ଼ିଆ ଭାଷାର ଉନ୍ନତି ପାଇଁ ସମସ୍ତଙ୍କ ସହଯୋଗ ଲୋଡ଼ା ଏଭଳି ସମ୍ମିଳନୀ ଆୟୋଜନ ପାଇଁ ସରକାରଙ୍କୁ ଦେଲେ ଧନ୍ୟବାଦ ଭୁବନେଶ୍ୱର,୩୦/୦୧/୨୦୨୪ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଉପଲକ୍ଷେ ଭାଷାବିତ ଓ ସାହିତ୍ୟିକ ମାନଙ୍କ ସହ ଲୋକସେବା ଭବନ କନଭେନଶନ ସେଣ୍ଟର ସମ୍ମିଳନୀ କକ୍ଷରେ ଆଲୋଚନା ହୋଇଛି । ଏଥିରେ ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ଶ୍ରୀ [...]

ମୀନାକ୍ଷୀ ବାହିନୀପତି ରାଜ୍ୟ ମହିଳା କଂଗ୍ରେସ ସଭାପତି ନିଯୁକ୍ତ

ମୀନାକ୍ଷୀ ବାହିନୀପତି ରାଜ୍ୟ ମହିଳା କଂଗ୍ରେସ ସଭାପତି ନିଯୁକ୍ତ ଭୁବନେଶ୍ୱର-ତା ୩୦/୧/୨୪ ରିଖ:-ଆଜି ଏଆଇସିସି ଅଧ୍ୟକ୍ଷ ଶ୍ରୀ ମଲ୍ଲିକାର୍ଜୁନ ଖଡଗେ ଓଡିଶା ପିସିସି ସଭାପତି ଶ୍ରୀ ଶରତ ପଟ୍ଟନାୟକ ଙ୍କ ସୁପାରିଶ କ୍ରମେ ଶ୍ରୀ ମତି ମିନାକ୍ଷୀ ଵାହୀନିପତିଙ୍କୁ ରାଜ୍ୟ ମହିଳା କଂଗ୍ରେସ ସଭାପତି ଭାବେ ନିଯୁକ୍ତି ପ୍ରଦାନ କରିଛନ୍ତି ବୋଲି ଏଆଇସିସି ସାଧାରଣ ସମ୍ପାଦକ(ସଙ୍ଗଠନ) ଶ୍ରୀ ବେଣୁ ଗୋପାଳ ଏକ ପ୍ରେସ ବିଜ୍ଞପ୍ତି ରେ ଜଣାଇଛନ୍ତି।ଶ୍ରୀମତୀ ମିନାକ୍ଷୀ ବାହିନୀପତି [...]

ଚାଷରେ ବୈଷୟିକ ଜ୍ଞାନକୌଶଳର ପ୍ରୟୋଗ କରନ୍ତୁ – ଚାଷୀମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

  ପାଣି ପଞ୍ଚାୟତ ପକ୍ଷ ୨୦୨୪ ଉଦ୍‌ଯାପିତ ରାଜ୍ୟରେ ୪୦ ହଜାର ପାଣି ପଞ୍ଚାୟତ ଶ୍ରେଷ୍ଠ ପାଣି ପଞ୍ଚାୟତ, ଶ୍ରେଷ୍ଠ କୃଷକ, ଛାତ୍ରଛାତ୍ରୀଙ୍କୁ ପୁରସ୍କାର ଚାଷୀଭାଇମାନେ ହେଉଛନ୍ତି ଆମର ଶକ୍ତି, ସେମାନଙ୍କ ଶକ୍ତି ବଢ଼ିଲେ ଓଡ଼ିଶାର ଶକ୍ତି ବଢିବ ଜଳ ଅମୂଲ୍ୟ, ଜଳର ଉଚିତ୍ ବ୍ୟବହାର କରନ୍ତୁ, ଜଳର ସଂରକ୍ଷଣ ଓ ପୁର୍ନବ୍ୟବହାର ପାଇଁ ଚେଷ୍ଟା କରନ୍ତୁ, ଫସଲର ବିବିଧକରଣ କରନ୍ତୁ, ଚାଷରେ ବୈଷୟିକ ଜ୍ଞାନକୌଶଳର ପ୍ରୟୋଗ କରନ୍ତୁ – [...]

ପଳାଶ ପଲ୍ଲୀ ଠାରେ ଲିଙ୍ଗରାଜ କୁଷ୍ଠ କଲୋନୀ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ 94 ହିତାଧିକାରୀ ହେଲେ ଉପକୃତ

  ପଳାଶ ପଲ୍ଲୀ ଠାରେ ଲିଙ୍ଗରାଜ କୁଷ୍ଠ କଲୋନୀ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ 94 ହିତାଧିକାରୀ ହେଲେ ଉପକୃତ ଭୁବନେଶ୍ଵର ୩୦ ଜାନୁଆରୀ ୨୦୨୪ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସ୍ଥାନୀୟ ପଳାଶ ପଲ୍ଲୀ ଠାରେ ନବ ନିର୍ମିତ ଲିଙ୍ଗରାଜ କୁଷ୍ଠ କଲୋନୀ ଲୋକାର୍ପିତ କରିଛନ୍ତି। ଏଥିରେ ୩୧ ଟି ଘର ରହିଛି। ଏହାଦ୍ବାରା ୯୪ ଜଣ ହିତାଧିକାରୀ ଉପକୃତ ହୋଇଛନ୍ତି। ଏମାନେ ସମସ୍ତେ ମଧୁବାବୁ ପେନସନ ଯୋଜନାରେ [...]