Search for:
  • Home/
  • Month: January 2024

ଯାଜପୁର ରୁ କିନର ସୋମନାଥ ଗିରଫ

ଭୀମପଡା ରଶ୍ମିରଞ୍ଜନ ହତ୍ୟାକାଣ୍ଡ ଘଟଣା: ସମଲିଙ୍ଗୀ ସମ୍ପର୍କ ପାଇଁ ହତ୍ୟା କଲା କିନ୍ନର ବନ୍ଧୁ ଯାଜପୁର ରୁ କିନର ସୋମନାଥ ଗିରଫ ଖୋର୍ଦ୍ଧା : ଜୀବନ ନେଲା କିନ୍ନର ବନ୍ଧୁ ସହ ସମ୍ପର୍କ। ଜଂକିଆ ଥାନା ଅନ୍ତର୍ଗତ ଶଗଡ଼ଭଙ୍ଗା ଗ୍ରାମ ପଞ୍ଚାୟତ ଭିମପଡ଼ା ଗାଁରେ ଯୁବକ ହତ୍ୟା ଘଟଣାର ପର୍ଦାଫାସ କଲା ଖୋର୍ଦ୍ଧା ପୋଲିସ । ଗତ ଦୁଇ ତାରିଖ ଦିନ ଭୀମପଡାର ରଶ୍ମି ରଞ୍ଜନ ବଳିଆରସିଂଙ୍କୁ ତାଙ୍କ ବନ୍ଧୁ [...]

ଆଜୀବନ ସଜା କାଟୁଥିବା କଏଦୀ ଜେଲରୁ ଫେରାର

ଆଜୀବନ ସଜା କାଟୁଥିବା କଏଦୀ ଜେଲରୁ ଫେରାର ଭୁବନେଶ୍ୱର:ବାରିପଦା,ଜଣେ ଆଜୀବନ ସଜା କାଟୁଥିବା କଏଦୀ ଜେଲରୁ ଫେରାର ହୋଇ ଯାଇଥିବା ଖବର ସାମ୍ନାକୁ ଆସିଛି। ଜେଲ କର୍ତ୍ତୃପକ୍ଷ ଓ କର୍ମଚାରୀଙ୍କୁ ଚକମା ଦେଇ ଆଜୀବନ ସଜା କାଟୁଥିବା ଆସାମୀ ଜଣକ ଫେରାର ହେବାରେ ସକ୍ଷମ ହୋଇଛନ୍ତି। ତେବେ ଏଭଳି ଏକ ଅଭାବନୀୟ ଘଟଣା ଘଟି ଯାଇଥିବା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁର ଉପକାରାଗାରରେ। କଡ଼ା ସୁରକ୍ଷା ବ୍ୟବସ୍ଥା ସତ୍ତ୍ୱେ [...]

ଶଙ୍କରାଚାର୍ଯ୍ଯଙ୍କୁ ନିମନ୍ତ୍ରଣ ଦେଲେ ଗଜପତି ମହାରାଜ |

ଭୁବନେଶ୍ୱର:ପୁରୀ ଶ୍ରୀମନ୍ଦିର ପ୍ରକଳ୍ପର ଲୋକାର୍ପଣ ପାଇଁ ଶଙ୍କରାଚାର୍ଯ୍ଯଙ୍କୁ ନିମନ୍ତ୍ରଣ ଦେଲେ ଗଜପତି ମହାରାଜ | ଏହି ଲୋକାର୍ପଣ ଉତ୍ସବରେ ଯୋଗ ଦେବା ପାଇଁ ଗଜପତି ନିମନ୍ତ୍ରଣ ଦେଇଛନ୍ତି | ଶଙ୍କରାଚାର୍ଯ୍ଯ ରାୟପୁରସ୍ଥିତ ସୁଦର୍ଶନ ସଂସ୍ଥାନମ୍ ଆଶ୍ରମରେ ଅନୁଷ୍ଠିତ ବିଶାଲ ହିନ୍ଦୁରାଷ୍ଟ୍ର ଧର୍ମସଭାରେ ଯୋଗ ଦେବାକୁ ରାୟପୁର ଗସ୍ତରେ ଅଛନ୍ତି | ଫଳରେ ତାଙ୍କୁ ଏହି ନିମନ୍ତ୍ରଣ ପତ୍ର ପ୍ରଦାନ କରାଯାଇଛି | ତେବେ ଗଜପତିଙ୍କ ସହ ଶ୍ରୀମନ୍ଦିର ମୁଖ୍ଯ ପ୍ରଶାସନ [...]

ମୃଦୁଳା ଗର୍ଗଙ୍କୁ ‘ନୀଳିମାରାଣୀ ସାହିତ୍ୟ ସମ୍ମାନ-୨୦୨୪’

କାଦମ୍ବିନୀ ସାହିତ୍ୟ ମହୋତ୍ସବ ଓ ପତ୍ରିକା ହାଟ ମୃଦୁଳା ଗର୍ଗଙ୍କୁ ‘ନୀଳିମାରାଣୀ ସାହିତ୍ୟ ସମ୍ମାନ-୨୦୨୪’ ଭୁବନେଶ୍ୱର ୮ ।୧: ମାସିକ ପାରିବାରିକ ପତ୍ରିକା ‘କାଦମ୍ବିନୀ’ ପକ୍ଷରୁ ‘କାଦମ୍ବିନୀ ସାହିତ୍ୟ ମହୋତ୍ସବ’, ‘କାଦମ୍ବିନୀ ପତ୍ରିକା ହାଟ’, କବି-କବିତା କାର୍ଯ୍ୟକ୍ରମ, କୁନାକୁନି ମେଳା ଓ ଶିଶୁ ସାହିତ୍ୟ ମହୋତ୍ସବ ରବିବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବିଶିଷ୍ଟ ଭାରତୀୟ ସାହିତ୍ୟିକା ମୃଦୁଳା ଗର୍ଗଙ୍କୁ ଚଳିତବର୍ଷର ନୀଳିମାରାଣୀ ସାହିତ୍ୟ ସମ୍ମାନ-୨୦୨୪ ଏବଂ ବିଶିଷ୍ଟ କଥାକାର, [...]

ରାଜ୍ଯ ଗ୍ରନ୍ଥାଗାରରେ ଏକାଦଶତମ ପ୍ରେରଣାଦାୟକ ବକ୍ତୃତାମାଳା ଆୟୋଜିତ

ରାଜ୍ଯ ଗ୍ରନ୍ଥାଗାରରେ ଏକାଦଶତମ ପ୍ରେରଣାଦାୟକ ବକ୍ତୃତାମାଳା ଆୟୋଜିତ ଭୁବନେଶ୍ୱର-ତା.୦୭.୦୧.୨୦୨୪- ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୁଲ୍ୟରେ ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାରରେ ଏକାଦଶତମ ପ୍ରେରଣାଦାୟକ ବକ୍ତୃତାମାଳା ଆୟୋଜିତ ହୋଇଯାଇଛି l ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ଦିଲୀପ ରାଉତରାଏଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବକ୍ତୃତାମାଳାରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଯୁଗ୍ମ ଶାସନ ସଚିବ ଶ୍ରୀ ମନୋଜ କୁମାର ସ୍ୱାଇଁ ମୁଖ୍ୟବକ୍ତା ଭାବେ ଯୋଗଦେଇଥିଲେ। ଶ୍ରୀ ରାଉତରାଏ ପାଠକ ପାଠିକା ନିମନ୍ତେ [...]

ଜିଲ୍ଲା, ବ୍ଲକ ଓ ନଗର କଂଗ୍ରେସ ସଭାପତିମାନଙ୍କ ବୈଠକ ନେଲେ ଡ. ଅଜୟ କୁମାର

ଜିଲ୍ଲା, ବ୍ଲକ ଓ ନଗର କଂଗ୍ରେସ ସଭାପତିମାନଙ୍କ ବୈଠକ ନେଲେ ଡ. ଅଜୟ କୁମାର ଭୁବନେଶ୍ୱର ତା. ୭.୧- ଆଜି ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ଜିଲ୍ଲା, ବ୍ଲକ ଓ ନଗର କଂଗ୍ରେସ ସଭାପତିମାନଙ୍କ ବୈଠକରେ ଓଡ଼ିଶା ପ୍ରଭାରୀ ଡ. ଅଜୟ କୁମାର ଉପସ୍ଥିତ ଥିବା ଜିଲ୍ଲା, ବ୍ଲକ ଓ ନଗର କଂଗ୍ରେସ କମିଟି ସଭାପତି ମାନଙ୍କୁ ସେମାନଙ୍କର ଆଗାମୀ କାର୍ଯ୍ୟକ୍ରମ ସମ୍ପର୍କରେ ପଚାରିବା ସହ ସେମାନେ ଜିଲ୍ଲା ଠାରୁ ବୁଥସ୍ତରରେ [...]

ଓଡ଼ିଆଙ୍କ ଉପରେ ଭାରି ପଡ଼ୁଛନ୍ତି ଅଣଓଡ଼ିଆ ।

ନୀବନଙ୍କ ଶାସନରେ ଓଡ଼ିଆଙ୍କ ଉପରେ ବଢ଼ୁଛି ଅଣଓଡ଼ିଆଙ୍କ ବୋଝ : ଡ. ଅଜୟ କୁମାର ଭୁବନେଶ୍ୱର, ତା.୦୭.୦୧ : ପ୍ରଦେଶ କଂଗ୍ରେସ କମିଟି ତରଫରୁ କଂଗ୍ରେସ ଭବନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଉଦ୍‌ବୋଧନ ଦେଇ ଓଡ଼ିଶା ପ୍ରଭାରୀ ଡ. ଅଜୟ କୁମାର କଟାକ୍ଷ କରିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶାସନରେ ଓଡ଼ିଆଙ୍କ ଉପରେ ଭାରି ପଡ଼ୁଛନ୍ତି ଅଣଓଡ଼ିଆ । ସେ କହିଥିଲେ ଯେ ଓଡ଼ିଆଙ୍କ ପାଇଁ ଓଡ଼ିଶା, ଓଡ଼ିଆଙ୍କ [...]

ଶିଶୁଟି ଆହତ।

ଭୁବନେଶ୍ୱର:ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକରେ ଶନିବାର ନବୀନ ଓଡ଼ିଶା କାର୍ଯ୍ୟକ୍ରମର ଶେଷ ଦିବସ ଥିଲା। ଏଥିରେ ଯୋଗଦେଇ ଅପରାହ୍ନ ୫ଟାରେ ଅନୁସୂଚିତ ଜନଜାତି ଓ ଜାତି ତଥା ଆଇନ ମନ୍ତ୍ରୀ ଜଗନ୍ନାଥ ସାରକା ଫେରୁଥିଲେ। ଏହି ସମୟରେ ବେଲକଣା ଛକ ନିକଟରେ ଜଣେ ୪ବର୍ଷର ଶିଶୁ ରାସ୍ତା ପାର ହେବା ସମୟରେ ମନ୍ତ୍ରୀଙ୍କ ଗାଡ଼ି ସହ ଧକ୍କା ହୋଇଥିଲା। ଫଳରେ ଶିଶୁଟି ଆହତ ହୋଇଥିଲା। ଶିଶୁ ଜଣକ ବିଷମକଟକ ବ୍ଲକର [...]

ମା’ଙ୍କ କାମରେ ସମସ୍ତଙ୍କ ସହଯୋଗ କାମନା କଲେ ମୁଖ୍ୟମନ୍ତ୍ରୀ

  ଜାନୁଆରୀ ୨୭ରେ ସମଲେଇ ପ୍ରକଳ୍ପର ଲୋକାର୍ପଣ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ଟ୍ରଷ୍ଟ ବୋର୍ଡ ଓ ସେବାୟତଗଣ ମା’ଙ୍କ ପାଇଁ ପ୍ରତି ଘରୁ ଆସିବ ସିନ୍ଦୁର ମା’ଙ୍କ କାମରେ ସମସ୍ତଙ୍କ ସହଯୋଗ କାମନା କଲେ ମୁଖ୍ୟମନ୍ତ୍ରୀ ମା’ଙ୍କ ଆଶୀର୍ବାଦରୁ ସବୁ କାମ ଭଲରେ ହେବ – 5T ଅଧ୍ୟକ୍ଷ ଭୁବନେଶ୍ୱର:06.01.2024 ପଶ୍ଚିମ ଓଡିଶାର ଅଧିଷ୍ଠାତ୍ରୀ ଦେବୀ ମା ସମଲେଶ୍ବରୀ ପୀଠର ଚାଲିଛି ରୂପାନ୍ତରଣ। ଆଗାମୀ ୨୭ ତାରିଖରେ ହେବ ପ୍ରକଳ୍ପର [...]

ନବନିଯୁକ୍ତ ଓଡ଼ିଶା ପ୍ରଭାରୀଙ୍କୁ ପିସିସି ପକ୍ଷରୁ ଭବ୍ୟ ସମ୍ଭର୍ଦ୍ଧନା

ଓଡ଼ିଶାରେ କଂଗ୍ରେସର ସମ୍ଭାବନା ଉଜ୍ଜଳ – ଡ. ଅଜୟ କୁମାର ନବନିଯୁକ୍ତ ଓଡ଼ିଶା ପ୍ରଭାରୀଙ୍କୁ ପିସିସି ପକ୍ଷରୁ ଭବ୍ୟ ସମ୍ଭର୍ଦ୍ଧନା ଭୁବନେଶ୍ୱର ତା. ୬-୧- ଆଜି ଓଡ଼ିଶା ପ୍ରଦେଶ କଂଗ୍ରେସର ନବନିଯୁକ୍ତ ପ୍ରଭାରୀ, ପୂର୍ବତନ ସାଂସଦ ତଥା ଝାଡଖଣ୍ଡର ପୂର୍ବତନ ପିସିସି ସଭାପତି ଡ. ଅଜୟ କୁମାରଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ ପକ୍ଷରୁ ବିମାନବନ୍ଦର ଠାରେ ପିସିସି ସଭାପତି ଶ୍ରୀ ଶରତ ପଟ୍ଟନାୟକଙ୍କ ନେତୃତ୍ୱରେ ସ୍ୱାଗତ କରାଯାଇଥିଲା । ଏହି [...]