Search for:
  • Home/
  • Month: January 2024

ଭୁବନେଶ୍ବର ଉନ୍ନୟନ କର୍ତ୍ତୃପକ୍ଷର Enforcement ବ୍ୟବସ୍ଥା ହେବ ଅଧିକ ଦକ୍ଷ ଓ କ୍ରିୟାଶୀଳ

ଭୁବନେଶ୍ବର ଉନ୍ନୟନ କର୍ତ୍ତୃପକ୍ଷର Enforcement ବ୍ୟବସ୍ଥା ହେବ ଅଧିକ ଦକ୍ଷ ଓ କ୍ରିୟାଶୀଳ Enforcement ପାଇଁ ୬୭ଟି ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ରାଜ୍ୟ ପୋଲିସ ପ୍ରଶାସନ ପକ୍ଷରୁ ଏହି ପଦବୀ ସୃଷ୍ଟି ହେବ ବିଭିନ୍ନ ଉନ୍ନୟନ କାର୍ଯ୍ୟ ଏବଂ ଜବରଦଖଲ ଉଚ୍ଛେଦ କାର୍ଯ୍ୟ ତ୍ୱରାନ୍ୱିତ ହେବ ୧ଟି Assistant Commissioner, 6ଟି A.S.I. ଏବଂ ୬୦ଟି Constable ପଦବୀକୁ ମିଳିଲା ଅନୁମୋଦନ ଭୁବନେଶ୍ୱର ତା.04.01.2024 ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ [...]

ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀ ହତ୍ୟାର ତଦନ୍ତ ରିପୋର୍ଟ ସାର୍ବଜନୀନ କରାଯାଉ: ଜୟନାରାୟଣ ମିଶ୍ର

ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀ ହତ୍ୟାର ତଦନ୍ତ ରିପୋର୍ଟ ସାର୍ବଜନୀନ କରାଯାଉ: ଜୟନାରାୟଣ ମିଶ୍ର  ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ହତ୍ୟାର ତଦନ୍ତ ସିବିଆଇକୁ ଦେବା ନେଇ ମାନ୍ୟବର ହାଇକୋର୍ଟ ରାଜ୍ୟ ସରକାରଙ୍କୁ ନୋଟିସ୍ କରିଛନ୍ତି  ସ୍ୱାମୀଜୀଙ୍କ ହତ୍ୟାର ମୁଖ୍ୟ ଷଡଯନ୍ତ୍ରକାରୀମାନେ ଆଜିବି ଖୁଲମଖୋଲା ଧର୍ମାନ୍ତରୀକରଣ କରୁଛନ୍ତି  କାହିଁକି ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କୁ ହତ୍ୟା କରାଯାଇଥିଲା ତାହାର ଉତର ଜାଣିବା ପାଇଁ ଆଜିବି ଓଡ଼ିଶାର କୋଟି କୋଟି ହିନ୍ଦୁ [...]

ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ ଓଡିଶାର ନବମ ସର୍ବବୃହତ ବନ୍ଧ

  ବଲାଙ୍ଗୀରର ବିକାଶରେ ନୂଆ ଇତିହାସ ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ ଓଡିଶାର ନବମ ସର୍ବବୃହତ ବନ୍ଧ ୨୦୧୯ରୁ 5T ଉପକ୍ରମରେ ପ୍ରକଳ୍ପ ତ୍ବରାନ୍ବିତ କରାଯାଇ କାମ ସଂପୂର୍ଣ୍ଣ କରାଯାଇଛି ବଲାଙ୍ଗୀର, ସୋନପୁରର ୨୦୩ଟି ଗାଁର ଏକ ଲକ୍ଷ ଏକର ଚାଷ ଜମି ଜଳସେଚିତ ହେବ, ୮୦ ହଜାର ଚାଷୀ ଉପକୃତ ହେବେ, ପାନୀୟ ଜଳର ସୁବିଧା ମଧ୍ୟ ମିଳିବ ଭୂତଳ ପାଇପ ଲାଇନ ଜରିଆରେ [...]

ଶହୀଦଙ୍କ ଫଟୋଚିତ୍ରରେ ରେ ମାଲ୍ୟାର୍ପଣ

ରାଜ୍ୟ ସ୍ତରୀୟ ବୀରତା ଦିବସ ପାଳନ ଉପଲକ୍ଷେ ଶହୀଦଙ୍କ ଫଟୋଚିତ୍ରରେ ରେ ମାଲ୍ୟାର୍ପଣ ଭୁବନେଶ୍ୱର-ତା. ୨.୧.୨୦୨୪- ଶହୀଦ ମାଧୋ ସିଂହଙ୍କ ସ୍ମୃତିରେ ରାଜ୍ୟସ୍ତରୀୟ ବୀରତା ଦିବସ ପାଳନ ଅବସରରେ ଶହୀଦଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ ପୂର୍ବକ ସ୍ଥାନୀୟ ଜୟଦେବ ଭବନରେ ତାଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରାଯାଇଛି । ଆଜିର ଏହି ମାଲ୍ୟାର୍ପଣ କାର୍ଯ୍ୟକ୍ରମରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ ଶ୍ରୀ ସରୋଜ କୁମାର ସାମଲ, ଅତିରିକ୍ତ ନିର୍ଦ୍ଦେଶକ [...]

ଆଧୁନିକ ଭିତ୍ତିଭୂମି କ୍ଷେତ୍ରରେ ନୂଆ ଯୁଗ ଆରମ୍ଭ

  ଆଧୁନିକ ଭିତ୍ତିଭୂମି କ୍ଷେତ୍ରରେ ନୂଆ ଯୁଗ ଆରମ୍ଭ 5T ଉପକ୍ରମରେ ଏହା ଏକ ଫ୍ଲାଗସିପ୍ ପ୍ରକଳ୍ପ, ନୂଆ ପର୍ଯ୍ୟାୟକୁ ଯିବ ଓଡିଶାର ରୂପାନ୍ତର କଥା ଦେଇଥିଲି ପାଳନ କଲି- ମୁଖ୍ୟମନ୍ତ୍ରୀ 2023 ଉତ୍କଳ ଦିବସ ଅବସରରେ ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ମେଟ୍ରୋ ରେଲ୍ ପ୍ରଥମ ପର୍ଯ୍ୟାୟ ପାଇଁ ଭିତ୍ତି ରଖିଲେ ମୁଖ୍ୟମନ୍ତ୍ରୀ, ଏୟାରପୋର୍ଟ ଛକରୁ ବାରଙ୍ଗ ରତାଗଡ ପର୍ଯ୍ୟନ୍ତ ରୋଡ୍ ସୋ, ବିଭିନ୍ନ ଛକରେ ବିପୁଳ ସମ୍ବର୍ଦ୍ଧନା [...]

ରାଜ୍ୟ ସ୍ତରୀୟ ସଡ଼କ ସୁରକ୍ଷା ସପ୍ତାହ ପାଳନ ଅବସରରେ ୱାକଥନ ଅନୁଷ୍ଠିତ

ରାଜ୍ୟ ସ୍ତରୀୟ ସଡ଼କ ସୁରକ୍ଷା ସପ୍ତାହ ପାଳନ ଅବସରରେ ୱାକଥନ ଅନୁଷ୍ଠିତ ଭୁବନେଶ୍ୱର-ତା.୦୨.୦୧.୨୦୨୪- ରାଜ୍ୟସ୍ତରୀୟ ସଡ଼କ ସୁରକ୍ଷା ସପ୍ତାହ ପାଳିତ ହୋଇଛି । ଏହି ଅବସରରେ ଭୁବନେଶ୍ୱରସ୍ଥିତ କିଟ ପରିସରରୁ ଏକ ୱାକଥନ ବାହାରି ଚନ୍ଦ୍ରଶେଖରପୁରସ୍ଥିତ ଡ୍ରାଇଭିଂ ଟେଷ୍ଟ ଟ୍ରାକ ପର୍ଯ୍ୟନ୍ତ ଯାଇଥିଲା । ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ ଏହାକୁ ପତାକା ଦେଖାଇ ଶୁଭାରମ୍ଭ କରିବା ସହ ସର୍ବଦା ଟ୍ରାଫିକ ନୀୟମ ପାଳନ ଉପରେ [...]

ମୁଖ୍ୟମନ୍ତ୍ରୀଙ୍କ ଶୋକ।

  ନିଶ୍ଚିନ୍ତୋଇଲି ସଡ଼କ ଦୁର୍ଘଟଣାରେ ୩ ଜଣ ବ୍ୟକ୍ତିଙ୍କ ମୃତ୍ୟୁ, ୨୦ ଜଣ ଆହତ ଘଟଣା ମୁଖ୍ୟମନ୍ତ୍ରୀଙ୍କ ଶୋକ ମୃତକ ଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ତିନି ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ   ଭୁବନେଶ୍ବର ୦୨ ଜାନୁଆରୀ ୨୦୨୪ ଆଜି କଟକ ଚାନ୍ଦବାଲି ରାସ୍ତା ର ନିଶ୍ଚିନ୍ତକୋଇଲି ଠାରେ ଏକ ସଡ଼କ ଦୁର୍ଘଟଣାରେ ୩ଜଣ ବ୍ୟକ୍ତି ଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ [...]

କଟକ-ଚାନ୍ଦବାଲି ରାସ୍ତାରେ ଯାତ୍ରୀବାହୀ ବସ-ଟ୍ରକ ମୁହାଁମୁହିଁ ଧକ୍କା ।

ମର୍ମନ୍ତୁଦ ସଡକ ଦୁର୍ଘଟଣା । କଟକ-ଚାନ୍ଦବାଲି ରାସ୍ତାରେ ଯାତ୍ରୀବାହୀ ବସ-ଟ୍ରକ ମୁହାଁମୁହିଁ ଧକ୍କା । ନିଶ୍ଚିନ୍ତକୋଇଲି ନିକଟ କଟରପଡା କଳା ପୋଲ ଠାରେ ଏହି ଦୁର୍ଘଟଣା ଘଟିଛି । ଏଥିରେ କିଛି ଯାତ୍ରୀ ଆହତ ହୋଇଛନ୍ତି । ବସ୍ ଡ୍ରାଇଭରଙ୍କ ପାଖରେ ବସିଥବା ଯାତ୍ରୀଙ୍କ ଅବସ୍ଥା ଗୁରୁତର ରହିଛି । ସେମାନଙ୍କୁ ଆମ୍ବୁଲାନ୍ସ ଯୋଗେ ଡାକ୍ତରଖାନାକୁ ପଠାଯାଇଛି । ଅଗ୍ନିଶମ ବାହିନୀ ଓ ସ୍ଥାନୀୟ ପୁଲିସ ଦ୍ୱାରା ଉଦ୍ଧାର କାର୍ଯ୍ୟ [...]