ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଓ ମହାନ ବିପ୍ଲବୀ ବୀର ସୁରେନ୍ଦ୍ର ସାଏଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ
ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଓ ମହାନ ବିପ୍ଲବୀ ବୀର ସୁରେନ୍ଦ୍ର ସାଏଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ଭୁବନେଶ୍ୱର-ତା.୨୩.୦୧.୨୦୨୪-ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଓ ମହାନ ବିପ୍ଲବୀ ବୀର ସୁରେନ୍ଦ୍ର ସାଏଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଭୁବନେଶ୍ୱରସ୍ଥିତ ରସୁଲଗଡ଼ ଛକରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷ [...]