Search for:
  • Home/
  • Month: February 2024

ଜିଲ୍ଲାର ୧୭୯୮ ଜଣଙ୍କୁ ପୁରସ୍କାର ପ୍ରଦାନ

ଖୋରଧା ଜିଲ୍ଲାସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଉତ୍ସବ ଅନୁଷ୍ଠିତ ଜିଲ୍ଲାର ୧୭୯୮ ଜଣଙ୍କୁ ପୁରସ୍କାର ପ୍ରଦାନ ଭୁବନେଶ୍ୱର-ତା.୨୨.୦୨.୨୦୨୪- ଖୋରଧା ଜିଲ୍ଲାସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ ଉତ୍ସବ କ୍ୟାପିଟାଲ ହାଇସ୍କୁଲରେ ଅନୁଷ୍ଠିତ ହୋଇଛି । ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଓଡ଼ିଶା ସରକାରଙ୍କ ଏକ ଅଭିନବ କାର୍ଯ୍ୟକ୍ରମ । ଶିକ୍ଷା କ୍ଷେତ୍ରରେ ଉତ୍କର୍ଷତା ହାସଲ କରିଥିବା ଶିକ୍ଷାର୍ଥୀ, ଶିକ୍ଷକ, ଗ୍ରାମ ପଞ୍ଚାୟତ, ବିଦ୍ୟାଳୟ, ବ୍ଲକ, ଆଲୁମିନ୍, ଏସ୍ଏମ୍‌ସି, ବିଇଓ, ଜିଲ୍ଲାକୁ ପୁରସ୍କୃତ [...]

ସ୍ଥାଣୁତାର ସ୍ଥାନ ନାହିଁ, ଓଡିଶାର ବିକାଶ ପାଇଁ ମୋଦି ଗ୍ୟାରେଂଟି ଏକମାତ୍ର

ସ୍ଥାଣୁତାର ସ୍ଥାନ ନାହିଁ, ଓଡିଶାର ବିକାଶ ପାଇଁ ମୋଦି ଗ୍ୟାରେଂଟି ଏକମାତ୍ର ବିକଳ୍ପ: ମନମୋହନ ସାମଲ  ମୋଦିଜୀଙ୍କୁ ତୃତୀୟଥର ପ୍ରଧାନମନ୍ତ୍ରୀ ଆସନରେ ଅଭିଷିକ୍ତ କରିବାକୁ ଅଧିବେଶନରେ ସମସ୍ତ କାର୍ଯ୍ୟକର୍ତା ସଂକଳ୍ପ ନେଇଛନ୍ତି  ଅନୁଭବ, ଅଭିଜ୍ଞତା ଓ ଅନୁଭୂତିରେ ତୃଣମୂଳସ୍ତରରେ ସାଧାରଣ ନିର୍ବାଚନ ଲଢ଼ିବ ବିଜେପି  ଭାରତକୁ ଚରମ ଶିଖରରେ ପହଂଚାଇବା ପାଇଁ ମୋଦିଜୀ ନିଷ୍ଠାର ସହ ପ୍ରୟାସରତ ଅଛନ୍ତି  ଆସନ୍ତା କାଲି ୨୨ ତାରିଖ [...]

ନିଯୁକ୍ତି ପର୍ବ ୩୬୮ ହିନ୍ଦି, ୨୦୮ ସଂସ୍କୃତ ଶିକ୍ଷକ ନିଯୁକ୍ତ

  ନିଯୁକ୍ତି ପର୍ବ ୩୬୮ ହିନ୍ଦି, ୨୦୮ ସଂସ୍କୃତ ଶିକ୍ଷକ ନିଯୁକ୍ତ ଶିକ୍ଷା ହିଁ ଗୋଟିଏ ଜାତିର ଚେତନାରେ ପରିବର୍ତ୍ତନ ଆଣିଥାଏ 5T ସ୍କୁଲ ରୂପାନ୍ତର ଯୋଗୁ ଶିକ୍ଷାର ଗୁଣାତ୍ମକ ମାନରେ ଉନ୍ନତି ଆସିଛି ନିଜର ଜ୍ଞାନ ଓ ମୂଲ୍ୟବୋଧ ଦ୍ବାରା ପିଲାଙ୍କ ପାଇଁ ଆଦର୍ଶ ସୃଷ୍ଟି କରନ୍ତୁ – ଶିକ୍ଷକ ମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ ଭୁବନେଶ୍ବର,୨୨.୦୨.୨୪ଆଜି ରାଜ୍ୟର ବିଭିନ୍ନ ସରକାରୀ ହାଇସ୍କୁଲରେ ୫୭୬ ଜଣ ହିନ୍ଦି ଓ ସଂସ୍କୃତ [...]

ବିଜେପିରେ ଯୋଗ ଦେଲେ ବିଜେଡି ବିଧାୟକ ପ୍ରଦୀପ ପାଣିଗ୍ରାହୀ

  ବିଜେପିରେ ଯୋଗ ଦେଲେ ବିଜେଡି ବିଧାୟକ ପ୍ରଦୀପ ପାଣିଗ୍ରାହୀ  ଓଡିଶାରେ ଛାୟା ସରକାରର ଶାସନ ଚାଲିଛି ଏବଂ ଏହା ବିତାଡିତ ହେବା ଜରୁରୀ : ପ୍ରଦୀପ ପାଣିଗ୍ରାହୀ  ମୋଦି ସରକାର ଏବଂ ମୋଦି ଗ୍ୟାରେଂଟି ଉପରେ ଓଡିଶାବାସୀଙ୍କ ଆସ୍ଥା ବୃଦ୍ଧି ପାଇଚାଲିଛି  ଓଡ଼ିଶାରେ ଅନ୍ଧ, ମୂକ, ବଧିର, ଗର୍ବୀ, ଅହଙ୍କାରୀ ସରକାରକୁ ହଟାଇବା ଜରୁରୀ  ରାଜ୍ୟ ସଭାପତି, ବରିଷ୍ଠ ନେତା ଏବଂ ଗଂଜାମ [...]

ବାଲେଶ୍ୱର, ଜଗତସିଂହପୁର, ଗଞ୍ଜାମ, ନୂଆପଡା ଓ ବୌଦ୍ଧ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

  ବାଲେଶ୍ୱର, ଜଗତସିଂହପୁର, ଗଞ୍ଜାମ, ନୂଆପଡା ଓ ବୌଦ୍ଧ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ 5T ଉପକ୍ରମରେ ଚାଲିଛି ଲକ୍ଷ୍ମୀ ବସ୍‌, ରାଜ୍ୟର ସବୁ ଜିଲ୍ଲାରେ ପହଞ୍ଚିଲା ଲକ୍ଷ୍ମୀ ବସ୍‌, ୩୦ ଟି ଜିଲ୍ଲାର ୯୫ % ପଞ୍ଚାୟତକୁ ବ୍ଲକ ସହିତ ଯୋଡିଲା ଲକ୍ଷ୍ମୀ ବସ୍‌,୧୩୫୪ ବସ୍‌, ୬୦୩୧ ପଞ୍ଚାୟତ, ୩.୬୪ କୋଟି ଲୋକ ଉପକୃତସମୁଦାୟ ୧୭୪୫ଟି ବସ୍‌ ଚାଲିବ, ମା’ମାନଙ୍କ ପାଇଁ ଛାତ୍ରଛାତ୍ରୀଙ୍କ ପାଇଁ [...]

ପ୍ରତ୍ୟାହୃତ ହେବ ଜଙ୍ଗଲ ଓ ଅବକାରୀ ସଂପର୍କିତ ୪୮୦୧୮ ମାମଲା

  ଜନଜାତି ଭାଇ ଭଉଣୀଙ୍କ ଉପରେ ଥିବା ଛୋଟ ଛୋଟ ମକଦ୍ଦମା ପ୍ରତ୍ୟାହାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପ୍ରତ୍ୟାହୃତ ହେବ ଜଙ୍ଗଲ ଓ ଅବକାରୀ ସଂପର୍କିତ ୪୮୦୧୮ ମାମଲା ଭୁବନେଶ୍ବର 21.02.2024ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଜନଜାତି ଭାଇ ଭଉଣୀ ମାନଙ୍କ ଉପରେ ଥିବା ଛୋଟ ଛୋଟ ମକଦ୍ଦମା ଗୁଡିକ ପ୍ରତ୍ୟାହାର କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ସୂଚନାଯୋଗ୍ୟ ଯେମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଗୃହ ବିଭାଗ, ଅବକାରୀ ବିଭାଗ ଓ [...]

୧୨ତମ ବାର୍ଷିକ ସୁଫିୟାନା ଓ ଆଧ୍ୟାତ୍ମିକ ସଙ୍ଗୀତ କାର୍ଯ୍ୟକ୍ରମ

୧୨ତମ ବାର୍ଷିକ ସୁଫିୟାନା ଓ ଆଧ୍ୟାତ୍ମିକ ସଙ୍ଗୀତ କାର୍ଯ୍ୟକ୍ରମ “ସମର୍ପଣ’ର ଦ୍ୱିତୀୟ ସଂଧ୍ୟାରେ ପାରମ୍ପାରିକ ବଙ୍ଗଳା ସଙ୍ଗୀତ ବାଉଲ ଓ ସୁଫି ସଙ୍ଗୀତ ପରିବେଷଣ ଭୁବନେଶ୍ୱର : ୨୦.୦୨.୨୦୨୪ – ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସହାୟତାରେ ଭୁବନେଶ୍ୱର ମ୍ୟୁଜିକ ସର୍କଲ ଦ୍ୱାରା ତିନିଦିନ ଧରି ଅନୁଷ୍ଠିତ ହେଉଥିବା ୧୨ତମ ବାର୍ଷିକ ସୁଫିୟାନା ଓ ଆଧ୍ୟାତ୍ମିକ ସଙ୍ଗୀତ କାର୍ଯ୍ୟକ୍ରମ “ସମର୍ପଣ’ର ଦ୍ୱିତୀୟ ସଂଧ୍ୟାରେ ଦେଖିବାକୁ ମିଳିଥିଲା ପାରମ୍ପାରିକ [...]

ସଫାଇ କର୍ମଚାରୀ ଙ୍କ ରେଗୁଲାର ଦାବୀରେ ୨୬ ଫେବୃଆରୀ ବି ଏମ ସି ଅଫିସ ଘେରାଉ

ସଫାଇ କର୍ମଚାରୀ ଙ୍କ ରେଗୁଲାର ଦାବୀରେ ୨୬ ଫେବୃଆରୀ ବି ଏମ ସି ଅଫିସ ଘେରାଉ ଭୁନେଶ୍ବର ତା ୧୯/୨/୨୦୨୩ – ଭୁନେଶ୍ବର ମହାନଗର ନିଗମ ରେ ସଫାଇ କର୍ମଚାରୀ ଏବଂ ଡି ଏଲ ଆର/ କାଜୁଆଲ ଶ୍ରମିକ ଭାବରେ ଦୀର୍ଘ ଦସ ରୁ ୨୫ ବର୍ଷ ଧରି କାର୍ଯ୍ୟ କରୁଥିବା ସମସ୍ତ କର୍ମଚାରୀଙ୍କୁ ସ୍ଥାୟୀ ରେଗୁଲାର ନିଯୁକ୍ତି ଦେବା, ବକେଆ ଇ ପି ଏଫ୍ ଟଙ୍କା ତୁରନ୍ତ ଡୀପୋଜିଟ [...]

ଉଦଯାପନ ହେଲା ଖଣ୍ଡଗିରି ଉଦୟଗିରି ମହୋତ୍ସବ

ଉଦଯାପନ ହେଲା ଖଣ୍ଡଗିରି ଉଦୟଗିରି ମହୋତ୍ସବ ଭୁବନେଶ୍ୱର:ଆଜି ଖଣ୍ଡଗିରି ପାନ୍ଥିକା ଠାରେ ଭୁବନେଶ୍ୱର ସାଂସ୍କୃତିକ ପରିଷଦ ଏବଂ ସ୍ବେଛାସେବୀ ଅନୁଷ୍ଠାନ କଲ୍ୟାଣ ପକ୍ଷରୁ ଖଣ୍ଡଗିରି ଉଦୟଗିରି ମହୋତ୍ସବ ର ଉଦଯାପନ ସନ୍ଧ୍ୟାକୁ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତ,ମେୟର ସୁଲୋଚନା ଦାସ ପ୍ରଦୀପ ପ୍ରଜ୍ବଳନ କରି ଶୁଭାରମ୍ଭ କରିଥିଲେ। ଉତ୍ସବରେ ପ୍ରାରମ୍ଭରୁ ସାଇ କଳା ସଂସଦ ଓଡ଼ିଶୀ ନୃତ୍ୟାଙ୍ଗନା ଗୁରୁ ପୁଷ୍ପାଞ୍ଜଳୀ ନାୟକ [...]