ଆମ ଅଧିକାର ଆମକୁ ମିଳୁ!
ଆମ ଅଧିକାର ଆମକୁ ମିଳୁ: ଯାଦବ ମହାସଂଘ ଭୁବନେଶ୍ୱର: ରାଜ୍ୟର ମୋଟ ଜନସଂଖ୍ୟାର ଏକ ପଞ୍ଚମାଂଶ ଅର୍ଥାତ ପ୍ରାୟ ୯୦ ଲକ୍ଷ ମତଦାତା ଥିବା ଯାଦବମାନଙ୍କୁ ଅନ୍ୟାନ୍ୟ ଜାତିମାନଙ୍କ ଭଳି ସେମାନଙ୍କର ଅଧିକାର ଦିଆଯାଉ। ରାଜ୍ୟରେ ପଛୁଆ ବର୍ଗର ବିଭିନ୍ନ ଜାତି ସମାଜର ସର୍ବାଙ୍ଗୀନ ଉନ୍ନତି ପାଇଁ ସରକାର ଯେପରି ସହାୟତା ଯୋଗାଇ ହେଉଛନ୍ତି ସେହିପରି ସହାୟତା ରାଜ୍ୟର ଯାଦବମାନଙ୍କୁ ଯୋଗାଇ ଦେବା ପାଇଁ ଯାଦବ ମହାସଂଘ, ଓଡ଼ିଶା ପକ୍ଷରୁ [...]