Search for:
  • Home/
  • Month: June 2024

ବୃକ୍ଷପୂଜା ଗାନ୍ଧୀ ମଣିଷ ଦୋଳଗୋବିନ୍ଦଙ୍କ ୯୯ତମ ଜନ୍ମ ଉତ୍ସବ ପାଳିତ

ତିବନରେ ବୃକ୍ଷପୂଜା ଗାନ୍ଧୀ ମଣିଷ ଦୋଳଗୋବିନ୍ଦଙ୍କ ୯୯ତମ ଜନ୍ମ ଉତ୍ସବ ପାଳିତ ଭୁବନେଶ୍ୱର,  : ମହାତ୍ମା ଗାନ୍ଧୀ ଅହିଂସା ଐତିହ୍ୟ ପ୍ରତିଷ୍ଠାନ ପକ୍ଷରୁ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ପୂର୍ବତନ ମନ୍ତ୍ରୀ, ଗାନ୍ଧୀ ମଣିଷ ଦୋଳଗୋବିନ୍ଦ ପ୍ରଧାନଙ୍କ ୯୯ତମ ଜୟନ୍ତୀ ଉତ୍ସବ ଶୁକ୍ରବାର ବିଭିନ୍ନ କାର୍ଯ୍ୟକ୍ରମ ଜରିଆରେ ମହାସମାରୋହରେ ପାଳିତ ହୋଇଯାଇଛି । ପୂର୍ବାହ୍ନରେ ଓଡ଼ିଶା ସରକାରଙ୍କ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ପାତ୍ରପଡ଼ାଠାରେ ଥିବା ସ୍ମୃତିବନରେ ବୃକ୍ଷ ପୂଜା [...]

୭୫ ତମ ସଂସ୍କୃତି ଚର୍ଚ୍ଚା ସମାରୋହ

୭୫ ତମ ସଂସ୍କୃତି ଚର୍ଚ୍ଚା ସମାରୋହ ଭୁବନେଶ୍ୱର- ତା୨୮.୦୬.୨୦୨୪ରିଖ । ଓଡ଼ିଶା ରାଜ୍ୟ ଅଭିଲେଖାଗାରରେ ୭୫ତମ ସଂସ୍କୃତି ଚର୍ଚ୍ଚା ସମ୍ପାନ ସମାରୋହ ଅନୁଷ୍ଠିତ ହୋଇ ଯାଇଅଛି । ଉକ୍ତ ଉତ୍ସବରେ ମୁଖ୍ୟ ବକ୍ତା ଭାବରେ ଯୋଗଦାନ କରିଥିଲେ ଡାକ୍ତର ଆଶୁତୋଷ ପ୍ରସାଦ ମିଶ୍ର , ବିଶିଷ୍ଟ ଜଗନ୍ନାଥ ସଂସ୍କୃତି ପ୍ରଚାରକ । ମୁଖ୍ୟ ଅତିଥି ଭାବରେ ଯୋଗଦାନ କରିଥିଲେ ବିଭାଗୀୟ ନିର୍ଦ୍ଦେଶକ ଶ୍ରୀଯୁକ୍ତ ଦିଲୀପ ରାଉତରାଏ । ସମ୍ମାନନୀୟ ଅତିଥି [...]

ମୋ ବସ୍‌ରେ ଲାଗିଲା ନିଆଁ

ମୋ ବସ୍‌ରେ ଲାଗିଲା ନିଆଁ, ବସରେ କେହି ଯାତ୍ରୀ ନଥିବା ସୂଚନା କଟକ: କଟକ ସିଡିଏ ସେକ୍ଟର ୯ ରେ ମୋ ବସରେ ଲାଗିଲା ନିଆଁ । ବସରେ କେହି ଯାତ୍ରୀ ନ ଥିବା ଜଣାପଡ଼ିଛି । ଗାଡି ଇଞ୍ଜିନ୍ ରୁ ନିଆଁ ଲାଗିଥିବା ଜଣାପଡ଼ିଛି । ବସର କିଛି ଅଂଶ ପୋଡି ସମୂର୍ଣ୍ଣ ନଷ୍ଟ ହୋଇଯାଇଛି । ତେବେ କେଉଁଥି ପାଇଁ ବସରେ ନିଆଁ ଲାଗିଲା ତାହାର କାରଣ [...]

: ମନୋଜ ଆହୁଜା ହେଲେ ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ।

ଭୁବନେଶ୍ବର : ମନୋଜ ଆହୁଜା ହେଲେ ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ। ୧୯୯୦ ବ୍ୟାଚ୍‌ର ବରିଷ୍ଠ ଆଇଏଏସ୍‌ ମନୋଜ ଆହୁଜାଙ୍କ ନିଯୁକ୍ତି ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବରିଷ୍ଠ ଆଇଏଏସ୍‌ ମନୋଜ ଆହୁଜା ନିକଟରେ କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିଲେ। ଶ୍ରୀ ଆହୁଜା କେନ୍ଦ୍ର ସରକାରଙ୍କ କୃଷି ଓ କୃଷକ କଲ୍ୟାଣ ବିଭାଗର ସଚିବ ରହିଥିଲେ। ରାଜ୍ୟ ସରକାରଙ୍କ ଅନୁରୋଧ କ୍ରମେ କେନ୍ଦ୍ର କ୍ୟାବିନେଟ ଓଡ଼ିଶା [...]

ଲଗାଣ ବର୍ଷାରେ ଭୁଶୁଡ଼ିଲା ଦିଲ୍ଲୀ ବିମାନବନ୍ଦର

ଲଗାଣ ବର୍ଷାରେ ଭୁଶୁଡ଼ିଲା ଦିଲ୍ଲୀ ବିମାନବନ୍ଦରର ଟର୍ମିନାଲ-୧ର ଛାତ; ଜଣେ ମୃତ, ୬ଜଣ ଆହତ ନୂଆଦିଲ୍ଲୀ: ଦିଲ୍ଲୀ ଏୟାରପୋର୍ଟରେ ଅଘଟଣ। ଲଗାଣ ବର୍ଷାରେ ଭୁଶୁଡ଼ିଲା ଦିଲ୍ଲୀ ଇନ୍ଦିରା ଗାନ୍ଧି ଅନ୍ତର୍ଜାତୀୟ ବିମାନବନ୍ଦରର ଟର୍ମିନାଲ-୧ର ଛାତ । ଏଥିରେ ଜଣେ ମୃତ୍ୟୁବରଣ କରିଥିବାବେଳେ ୬ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ଗାଡ଼ି ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି [...]

ହାଇକୋର୍ଟରେ ସ୍ୱାକ୍ଷର ସଂଗ୍ରହ ଅଭିଯାନ, ମଧୁ ବାବୁଙ୍କୁ ମିଳୁ ଯଥୋଚିତ ସମ୍ମାନ,

ହାଇକୋର୍ଟରେ ସ୍ୱାକ୍ଷର ସଂଗ୍ରହ ଅଭିଯାନ, ମଧୁ ବାବୁଙ୍କୁ ମିଳୁ ଯଥୋଚିତ ସମ୍ମାନ, ସରିଲା ବିଭିନ୍ନ ଜିଲ୍ଲା ଓ ୨୦ରାଜ୍ୟରେ ଅଭିଯାନ ସଂସଦରେ ପ୍ରତିମୂତି, ନାମରେ ଚାଲୁ ଟ୍ରେନ୍‌, ଜୟନ୍ତୀ ଛୁଟି ଘୋଷଣା ଦାବି କଟକ/ଭୁବନେଶ୍ୱର,: ଭାରତର ପ୍ରଥମ ଭାଷାଭିତିକ ରାଜ୍ୟ ଗଠନରେ ପ୍ରମୁଖ ଭୂମିକା ଗ୍ରହଣ କରି ଗୌରବାନୀତ କରିଥିଲେ ଭାରତ ଗୌରବ ମଧୁସୂଦନ ଦାସ । ସେଥିପାଇଁ ତାଙ୍କୁ ନୂତନ ଓଡ଼ିଶାର ନିର୍ମାତା ଓ ଜନକ କୁହାଯାଏ । [...]

ଟିଟିଲାଗଡ଼-ସମ୍ବଲପୁର ଏବଂ ସମ୍ବଲପୁର-ଝାରସୁଗୁଡା ରୋଡ-ସମ୍ବଲପୁର ସିଟି-ଜରପଡା ରେଳ ସେକ୍ସନ ନିରୀକ୍ଷଣ

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ଥେରୁବାଲି-ଟିଟିଲାଗଡ଼-ସମ୍ବଲପୁର ଏବଂ ସମ୍ବଲପୁର-ଝାରସୁଗୁଡା ରୋଡ-ସମ୍ବଲପୁର ସିଟି-ଜରପଡା ରେଳ ସେକ୍ସନ ନିରୀକ୍ଷଣ : • ଅମୃତ ଷ୍ଟେସନର ଅଗ୍ରଗତି ସହିତ ନିରାପତ୍ତା, ସୁରକ୍ଷା, ପରିଚାଳନା, ଗତିଶୀଳତା, ଭିତ୍ତିଭୂମି ବିକାଶ ଏବଂ ଯାତ୍ରୀ ସୁବିଧାକୁ ପ୍ରାଥମିକତା | ଭୁବନେଶ୍ୱର, :ପୂର୍ବତଟ ରେଳପଥ ମହାପ୍ରବନ୍ଧକ ଶ୍ରୀ ପରମେଶ୍ୱର ଫୁଙ୍କୱାଲ ଦୁଇଦିନିଆ ସମ୍ବଲପୁର ରେଳ ମଣ୍ଡଳ ଗସ୍ତରେ ଯାଇ ଥେରୁବାଲି-ଟିଟିଲାଗଡ଼-ସମ୍ବଲପୁର ଏବଂ ସମ୍ବଲପୁର-ଝାରସୁଗୁଡା ରୋଡ-ସମ୍ବଲପୁର ସିଟି-ଜରପଡା ରେଳ ସେକ୍ସନ ନିରୀକ୍ଷଣ [...]

ରାଜ୍ୟରେ ବ୍ୟାପକଭାବେ ଚାଷୀ ସମାବେଶ କରାଯିବ : ମହେଶ୍ୱର ସାହୁ

ରାଜ୍ୟରେ ବ୍ୟାପକଭାବେ ଚାଷୀ ସମାବେଶ କରାଯିବ : ମହେଶ୍ୱର ସାହୁ ଓଡ଼ିଶାର ସମସ୍ତ ଜିଲ୍ଲା, ବ୍ଲକ ଓ ପଂଚାୟତମାନଙ୍କରେ ପ୍ରଧାନମନ୍ତ୍ରୀ ମୋଦି, ମୁଖ୍ୟମନ୍ତ୍ରୀ ମୋହନ ମାଝୀ “ଧନ୍ୟବାଦ କାର୍ଯ୍ୟକ୍ରମ” ହେବ ଓଡ଼ିଶାର ଚାଷୀମାନଙ୍କୁ ଲାଭାନ୍ୱିତ କରିବା ପାଇଁ ବିଜେପି ସଂକଳ୍ପବଦ୍ଧ ଭୁବନେଶ୍ୱର,୨୭/୦୬ : ଓଡ଼ିଶାର ପ୍ରମୁଖ ଫସଲ ଧାନ । ଓଡ଼ିଶାର ଚାଷୀମାନଙ୍କୁ ଲାଭାନ୍ୱିତ କରିବା ପାଇଁ ବିଜେପି ସଂକଳ୍ପବଦ୍ଧ । ଓଡ଼ିଶାରେ “ଡବଲ ଇଞ୍ଜିନ ସରକାର” ଆସିବା ପରେ [...]

ଦୁର୍ନୀତି, ଭ୍ରଷ୍ଟାଚାରକୁ ଲୁଚାଇବା ପାଇଁ ବିଜେଡିର ପ୍ରଳାପ : ସଜ୍ଜନ ଶର୍ମା

ଦୁର୍ନୀତି, ଭ୍ରଷ୍ଟାଚାରକୁ ଲୁଚାଇବା ପାଇଁ ବିଜେଡିର ପ୍ରଳାପ : ସଜ୍ଜନ ଶର୍ମା ଜଳସେଚନ, ଜଳସଂରକ୍ଷଣ ପାଇଁ ଆସିଥିବା ଲକ୍ଷାଧିକ କୋଟି ଟଙ୍କା ବାଟମାରଣା କରିଛନ୍ତି ସବୁଜ ମହାନଦୀ ବାବଦରେ ବନୀକରଣ ପାଇଁ ଆସିଥିବା ଶହ ଶହ କୋଟି ଟଙ୍କାକୁ ଚଳୁ କରିଥିଲା ବିଜେଡି ୨୫ବର୍ଷ ଶାସନରେ ବିଜେଡି ସରକାର ମହାନଦୀ ନୁହେଁ, ରାଜ୍ୟର କୈାଣସି ଗୋଟିଏ ନଦୀରେ ବନ୍ଧ ନିର୍ମାଣ କରିପାରି ନାହାନ୍ତି ନବୀନ ବାବୁ ନିଜେ ଆଲୋଚନାରୁ ଦୂରେଇ [...]

ଟ୍ରିପଲ ଇଞ୍ଜିନ୍ ସରକାରରେ ବାହାନା ଖୋଜିବା ବଦଳରେ ମହାନଦୀ ସମସ୍ୟାର ସମାଧାନ କରୁ ବିଜେପି ସରକାର

ମହାନଦୀ ପ୍ରସଙ୍ଗରେ ରାଜସ୍ୱ ମନ୍ତ୍ରୀଙ୍କ ବକ୍ତବ୍ୟ ଦୁର୍ଭାଗ୍ୟଜନକ ଓ ବିଭ୍ରାନ୍ତିକର: ବିଜେଡି ଟ୍ରିପଲ ଇଞ୍ଜିନ୍ ସରକାରରେ ବାହାନା ଖୋଜିବା ବଦଳରେ ମହାନଦୀ ସମସ୍ୟାର ସମାଧାନ କରୁ ବିଜେପି ସରକାର ତତ୍କାଳୀନ ବିଜେଡି ସରକାର ଓ ଶ୍ରୀ ନବୀନ ପଟ୍ଟନାୟକଙ୍କ ଉଦ୍ୟମ ଯୋଗୁଁ ହିଁ ମହାନଦୀ ଟ୍ରିବ୍ୟୁନାଲ ଗଠନ ହୋଇପାରିଥିଲା ଭୁୁବନେଶ୍ୱର, ୨୭/୦୬/୨୦୨୪: ମହାନଦୀ ଜଳ ବିବାଦ ପ୍ରସଙ୍ଗରେ ମାନ୍ୟବର ରାଜସ୍ୱ ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ ଦେଇଥିବା ବକ୍ତବ୍ୟକୁ ବିଭ୍ରାନ୍ତିକର [...]