ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ଆଜି ନୂଆଦିଲ୍ଲୀରେ ବନ୍ୟା ପରିଚାଳନା ପ୍ରସ୍ତୁତି ସମୀକ୍ଷା ପାଇଁ ଉଚ୍ଚସ୍ତରୀୟ ବୈଠକ
କେନ୍ଦ୍ର ସ୍ବରାଷ୍ଟ୍ର ତଥା ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ଆଜି ନୂଆଦିଲ୍ଲୀରେ ବନ୍ୟା ପରିଚାଳନା ପ୍ରସ୍ତୁତି ସମୀକ୍ଷା ପାଇଁ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଭାରତର ବିପର୍ୟ୍ୟୟ ପରିଚାଳନା \’ଜିରୋ କାଜୁଆଲିଟି ଆଭିମୁଖ୍ୟ\’ ସହିତ ଆଗେଇ ଚାଲିଛି କେନ୍ଦ୍ରୀୟ ଜଳ ଆୟୋଗର ବନ୍ୟା ନିରୀକ୍ଷଣ କେନ୍ଦ୍ର ଗୁଡ଼ିକ ଆମ ର ଆବଶ୍ୟକତା ଏବଂ ଅନ୍ତର୍ଜାତୀୟ ମାନର ହେବା ଉଚିତ – ସ୍ବରାଷ୍ଟ୍ର [...]