Search for:
  • Home/
  • Month: August 2024

ପ୍ୟାରିସ୍ ଅଲିମ୍ପିକ୍ସରେ ଭାରତର ପ୍ରତିନିଧିତ୍ୱ କରିଥିବା ଦଳ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

ପ୍ୟାରିସ୍ ଅଲିମ୍ପିକ୍ସକୁ ଯାଇଥିବା ପ୍ରତ୍ୟେକ ଖେଳାଳି ଚାମ୍ପିୟନ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ୟାରିସ୍ ଅଲିମ୍ପିକ୍ସରେ ଭାରତର ପ୍ରତିନିଧିତ୍ୱ କରିଥିବା ଦଳ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱର:ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପ୍ୟାରିସ ଅଲିମ୍ପିକ୍ସରେ ଆମ ଦେଶର ପ୍ରତିନିଧିତ୍ୱ କରିଥିବା ଭାରତୀୟ ଦଳ ସହ ଆଲୋଚନା କରିଛନ୍ତି । ନୂଆଦିଲ୍ଲୀରେ ସେମାନଙ୍କୁ ଭେଟିବା ସମୟରେ ଶ୍ରୀ ମୋଦୀ ଅଲିମ୍ପିକ୍ସ କ୍ରୀଡ଼ା ବିଷୟରେ ସେମାନଙ୍କ ଅନୁଭୂତି ଶୁଣିବା ସହ [...]

ରାଜ୍ୟ ଗ୍ରନ୍ଥାଗାରରେ ପାଳନ ହେଲା ୭୮ତମ ସ୍ୱାଧୀନତା ଦିବସ ସମାରୋହ

ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାରରେ ପାଳନ ହେଲା ୭୮ତମ ସ୍ୱାଧୀନତା ଦିବସ ସମାରୋହ ଭୁବନେଶ୍ୱର, (୧୬/୦୮) : ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାରରେ ଆଜି ୭୮ତମ ସ୍ୱାଧୀନତା ଦିବସ ସମାରୋହ ପାଳିତ ହୋଇଯାଇଛି। ଗ୍ରନ୍ଥାଗାରର ସ୍ୱତନ୍ତ୍ର କାର୍ଯ୍ୟରତ ଅଧିକାରୀ ଶ୍ରୀମତୀ ଅନୁଜା ତାରିଣୀ ମିଶ୍ର ଆଜିର କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଯୋଗଦେଇଥିଲେ । ସର୍ବପ୍ରଥମେ ଶ୍ରୀମତୀ ମିଶ୍ରଙ୍କ ଦ୍ୱାରା ହରେକୃଷ୍ଣ ମହତାବଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା। ଏହାପରେ ସେ ଜାତୀୟ [...]

୭୮ତମ ସ୍ୱାଧୀନତା ଦିବସ ଅଭିଭାଷଣରେ ଭାରତର ଭବିଷ୍ୟତ ପାଇଁ ମହତ୍ୱାକାଂକ୍ଷୀ ଦୃଷ୍ଟିକୋଣ ଉପସ୍ଥାପନ

୭୮ତମ ସ୍ୱାଧୀନତା ଦିବସ ଅଭିଭାଷଣରେ ଭାରତର ଭବିଷ୍ୟତ ପାଇଁ ମହତ୍ୱାକାଂକ୍ଷୀ ଦୃଷ୍ଟିକୋଣ ଉପସ୍ଥାପନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ୱର:ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାଙ୍କ ୭୮ତମ ସ୍ୱାଧୀନତା ଦିବସ ଅଭିଭାଷଣରେ ଭାରତର ଅଭିବୃଦ୍ଧିକୁ ଆକାର ଦେବା, ଉଦ୍ଭାବନକୁ ପ୍ରୋତ୍ସାହିତ କରିବା ଏବଂ ବିଭିନ୍ନ କ୍ଷେତ୍ରରେ ଏକ ବିଶ୍ୱସ୍ତରୀୟ ନେତା ଭାବରେ ଦେଶକୁ ଅବସ୍ଥାପିତ କରିବା ଉଦ୍ଦେଶ୍ୟରେ ଅନେକ ଭବିଷ୍ୟତ ଉନ୍ମୁଖି ଲକ୍ଷ୍ୟ ବିଷୟରେ ଉଲ୍ଲେଖ କରିଛନ୍ତି । [...]

ସାମାଜିକ ଯୁବ ସଂଗଠନ ପକ୍ଷରୁ ସ୍ବାଧୀନତା ଦିବସ ପାଳିତ ।

ସାମାଜିକ ଯୁବ ସଂଗଠନ ପକ୍ଷରୁ ସ୍ବାଧୀନତା ଦିବସ ପାଳିତ । ଭୁବନେଶ୍ୱର – ଖଣ୍ଡଗିରି ଭୁବନେଶ୍ୱର ସ୍ଥିତ ସାମାଜିକ ସଂଗଠନ ସାମାଜିକ ଯୁବ ସଂଗଠନ ପକ୍ଷରୁ ୭୮ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନ ର ଅଧ୍ୟକ୍ଷ ବରିଷ୍ଠ ସାମ୍ବାଦିକ ପ୍ରଦ୍ୟୁମ୍ନ ଶତପଥୀ ମୁଖ୍ୟ ଅତିଥିଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ରାଜ୍ୟପାଇଁ ଆହ୍ୱାନ ଦେଇ କହଥିଲେ ଯେ [...]

ଚେତନା ପବ୍ଲିକ ସ୍କୁଲ ପକ୍ଷରୁ ୭୮ତମ ସ୍ୱାଧୀନତା ଦିବସ

ଭୁବନେଶ୍ୱର:ଚେତନା ପବ୍ଲିକ ସ୍କୁଲ ପକ୍ଷରୁ 78ତମ ସ୍ୱାଧୀନତା ଦିବସ ପାଳିତ। ଭୁବନେଶ୍ୱର ଶୈଳଶ୍ରୀ ବିହାରସ୍ଥିତ “ଚେତନା ପବ୍ଲିକ ସ୍କୁଲ” ରେ ଅତ୍ୟନ୍ତ ଉତ୍ସାହ ଓ ଉଦ୍ଦୀପନା ର ସହିତ ଦେଶର 78ତମ ସ୍ୱାଧୀନତା ଦିବସ ପାଳିତ ହୋଇ ଯାଇଛି। ଏହି ଅବସରରେ ବିଦ୍ୟାଳୟ ପରିସରରେ ଜାତୀୟ ପତାକା ଉତ୍ତୋଳନ କରି ବିଶିଷ୍ଠା କବୟିତ୍ରୀ ତଥା ବିଦ୍ୟାଳୟ ର ଅଧ୍ୟକ୍ଷା ସନ୍ଧ୍ୟାରାଣୀ ପରିଜା ଛାତ୍ରୀ ଓ ଛାତ୍ର ମାନଙ୍କୁ ଉଦବୋଧନ ଦେଇଥିଲେ।ଏହି [...]

ପୂର୍ବତଟ ରେଳପଥ ପକ୍ଷରୁ ୭୮ ତମ ସ୍ୱାଧୀନତା ଦିବସ ପାଳନ :

ପୂର୍ବତଟ ରେଳପଥ ପକ୍ଷରୁ 78 ତମ ସ୍ୱାଧୀନତା ଦିବସ ପାଳନ : ଭୁବନେଶ୍ୱର:ପୂର୍ବ ତଟ ରେଳପଥ ପକ୍ଷରୁ ଭୁବନେଶ୍ୱରର ରେଳବାଇ ଷ୍ଟାଡିୟମ ଠାରେ 78 ତମ ସ୍ୱାଧୀନତା ଦିବସ ପାଳନ କରାଯାଇଥିଲା ​​ଯେଉଁଥିରେ ରେଳପଥର ମହାପ୍ରବନ୍ଧକ ଶ୍ରୀ ପରମେଶ୍ୱର ଫୁଙ୍କୱାଲ ଜାତୀୟ ପତାକା ଉତ୍ତୋଳନ କରି ରେଳ ସୁରକ୍ଷା ବଳ (ଆରପିଏଫ), ଭାରତ ସ୍କାଉଟ୍ସ ଆଣ୍ଡ ଗାଇଡ୍, ସିଭିଲ ଡିଫେନ୍ସ ଏବଂ ସ୍କୁଲ ପିଲାମାନଙ୍କ ଦ୍ୱାରା ଆୟୋଜିତ ପ୍ୟାରେଡରେ ଅଭିବାଦନ [...]

କଂଗ୍ରେସ ପକ୍ଷରୁ ପବିତ୍ର ସ୍ୱାଧୀନତା ଦିବସ ପାଳିତ

କଂଗ୍ରେସ ପକ୍ଷରୁ ପବିତ୍ର ସ୍ୱାଧୀନତା ଦିବସ ପାଳିତ ଭୁବନେଶ୍ୱର ତା. ୧୫.୮- ଆଜି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ପବିତ୍ର ସ୍ୱାଧୀନତା ଦିବସ କଂଗ୍ରେସ ଭବନ ଭୁବନେଶ୍ୱର ଠାରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ପ୍ରଦେଶ କଂଗ୍ରେସ ସେବାଦଳ ପକ୍ଷରୁ ଡ. ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ପତାକା ଉତୋଳନ କାର୍ଯ୍ୟକ୍ରମରେ କଂଗ୍ରେସ ବିଧାୟକ ଦଳ ନେତା ଶ୍ରୀ ରାମଚନ୍ଦ୍ର କାଡାମ ଜାତୀୟ ପତାକା ଉତୋଳନ [...]

ପତାକା ଉତ୍ତୋଳନ କଲେ ନବୀନ ପଟ୍ଟନାୟକ ସଂଗ୍ରାମୀ ଙ୍କ ଦାୟାଦ ଙ୍କୁ ମଧ୍ୟ ସମ୍ମାନିତ କଲେ.

ବିଜୁ ଜନତା ଦଳ ରାଜ୍ୟ କାର୍ଯ୍ୟାଳୟ ରେ ସ୍ୱାଧୀନତା ଦିବସ ପାଳିତ ପତାକା ଉତ୍ତୋଳନ କଲେ ନବୀନ ପଟ୍ଟନାୟକ ସଂଗ୍ରାମୀ ଙ୍କ ଦାୟାଦ ଙ୍କୁ ମଧ୍ୟ ସମ୍ମାନିତ କଲେ. ଭୁବନେଶ୍ୱର 15/8/24 ଅଠସ୍ତରୀ ତମ ସ୍ୱାଧୀନତା ଦିବସ ଆଜି ବିଜୁ ଜନତା ଦଳ କାର୍ଯ୍ୟାଳୟ ରେ ସମାରୋହ ସହକାରେ ପାଳିତ ହୋଇଯାଇଛି. ଦଳ ସଭାପତି ତଥା ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟାଳୟ ପରିସର ରେ ଜାତୀୟ [...]

ସୁଦୃଢ ଶିକ୍ଷାନୀତିର ପ୍ରଣୟନ ଆଣିବ ଉଚ୍ଚଶିକ୍ଷା କ୍ଷେତ୍ରରେ ବିପ୍ଳବ : ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

ଉଚ୍ଚଶିକ୍ଷା କ୍ଷେତ୍ରରେ ଜାତୀୟ ଶିକ୍ଷାନୀତିର ପ୍ରଣୟନ ନିମନ୍ତେ ଆଲୋଚନା ଚକ୍ର ସୁଦୃଢ ଶିକ୍ଷାନୀତିର ପ୍ରଣୟନ ଆଣିବ ଉଚ୍ଚଶିକ୍ଷା କ୍ଷେତ୍ରରେ ବିପ୍ଳବ : ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଭୁବନେଶ୍ୱର, ୧୪/୦୮ : ଆଜି ଲୋକସେବା ଭବନରେ ଓଡ଼ିଶା ରାଜ୍ୟ ଉଚ୍ଚଶିକ୍ଷା ପରିଷଦ, ଉଚ୍ଚଶିକ୍ଷା ବିଭାଗର ଆନୁକୂଲ୍ୟରେ ଓଡ଼ିଶାରେ ଉଚ୍ଚଶିକ୍ଷା କ୍ଷେତ୍ରରେ ସ୍ନାତକ ସ୍ତରରେ ଜାତୀୟ ଶିକ୍ଷାନୀତି ୨୦୨୦ ପ୍ରଣୟନ କରିବା ନିମନ୍ତେ ଏକ ଆଲୋଚନଚକ୍ର ଆୟୋଜିତ ହୋଇଯାଇଛି। ଆଲୋଚନା ଚକ୍ରରେ ଓଡ଼ିଶା [...]