Search for:
  • Home/
  • Month: August 2024

୮ଟି ଜିଲ୍ଲାରେ ୧୪ଟି ନୂତନ ସରକାରୀ ସ୍ନାତକ ମହାବିଦ୍ୟାଳୟର ଉଦ୍‌ଘାଟନ

୮ଟି ଜିଲ୍ଲାରେ ୧୪ଟି ନୂତନ ସରକାରୀ ସ୍ନାତକ ମହାବିଦ୍ୟାଳୟର ଉଦ୍‌ଘାଟନ ଉପାନ୍ତ ଅଞ୍ଚଳରେ ନବନିର୍ମିତ ସରକାରୀ ସ୍ନାତକ ମହାବିଦ୍ୟାଳୟ ଆଣିବ ଶିକ୍ଷାକ୍ଷେତ୍ରରେ ବିପ୍ଳବ : ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଭୁବନେଶ୍ୱର, (0୯/0୮) : ଆଜି ଉଚ୍ଚଶିକ୍ଷା ବିଭାଗ ଆନୁକୂଲ୍ୟରେ ରେ ଆଭାସୀ ମାଧ୍ୟମରେ ୮ଟି ଜିଲ୍ଲାରେ ୧୪ଟି ନୂତନ ସରକାରୀ ସ୍ନାତକ ମହାବିଦ୍ୟାଳୟର ଉଦ୍‌ଘାଟନ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଉଚ୍ଚଶିକ୍ଷା ବିଭାଗର ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ କାର୍ଯ୍ୟକ୍ରମରେ ମୁଖ୍ୟଅଥିତି [...]

ରାଜଧାନୀରେ ଖୋଲିଲା ୨୪ ଘଣ୍ଟିଆ ଶସ୍ୟ ଏଟିଏମ୍, ଉପଲବ୍ଧ ହେବ ଚାଉଳ ଓ ଗହମ

ରାଜଧାନୀରେ ଖୋଲିଲା ୨୪ ଘଣ୍ଟିଆ ଶସ୍ୟ ଏଟିଏମ୍, ଉପଲବ୍ଧ ହେବ ଚାଉଳ ଓ ଗହମ ଭୁବନେଶ୍ୱର: ଏଣିକି ଏଟିଏମରୁ ଖାଦ୍ୟଶସ୍ୟ ବାହାରିବ। ଏହି କ୍ରମରେ ରାଜଧାନୀ ଭୁବନେଶ୍ୱରର ମଞ୍ଚେଶ୍ୱରରେ ଏକ ‘ଶସ୍ୟ ଏଟିଏମ୍’ ସ୍ଥାପନ କରାଯାଇଛି । ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏହି ଏଟିଏମ୍‌କୁ ଉଦ୍‌ଘାଟନ କରିଛନ୍ତି । ଏହି ଏଟିଏମରେ ୨୪ ଘଣ୍ଟିଆ ଚାଉଳ / ଗହମ ଉପଲବ୍ଧ ହେବ [...]

Every Driver is a Member of My Family: Ministe

Every Driver is a Member of My Family: Ministe Bhubaneswar, 08-08-2024″Every driver is a member of my family. I always take their welfare seriously,” said Bibhuti Bhusan Jena, Minister of Commerce and Transport, while addressing the gathering during a felicitation program organized by the Driver’s Federation at the office of [...]

ଉତ୍ତରପ୍ରଦେଶରୁ ଆଳୁ ଆସିବା ପ୍ରକ୍ରିୟା ତ୍ୱରାନ୍ୱିତ:ଯୋଗାଣ ମନ୍ତ୍ରୀ ଶ୍ରୀ ପାତ୍ର

ଉତ୍ତରପ୍ରଦେଶରୁ ଆଳୁ ଆସିବା ପ୍ରକ୍ରିୟା ତ୍ୱରାନ୍ୱିତ:ଯୋଗାଣ ମନ୍ତ୍ରୀ ଶ୍ରୀ ପାତ୍ର ରାଜ୍ୟ ବ୍ୟବସାୟୀ ଓ ଶୀତଳ ଭଣ୍ଡାର ସଙ୍ଘ ସହ ଆଲୋଚନା ଭୁବନେଶ୍ୱର-୦୯/୦୮/୨୦୨୪:ରାଜ୍ୟରେ ଆଳୁ ସଙ୍କଟର ସମାଧାନ ପାଇଁ ରାଜ୍ୟ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏଣିକି ଉତ୍ତରପ୍ରଦେଶରୁ ଓଡ଼ିଶାକୁ ଆଳୁ ଆଣିବା ବ୍ୟବସ୍ଥା କରାଯିବ । ଏ ସଂକ୍ରାନ୍ତରେ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ଅଧ୍ୟକ୍ଷତାରେ ରାଜ୍ୟ [...]

ନା୍ଫେଡ ମାଧ୍ୟମରେ ଉତ୍ତରପ୍ରଦେଶରୁ ଆସିବ ଆଳୁ ଖାଉଟିଙ୍କୁ ମିଳିବ କିଲୋଗ୍ରାମ ପ୍ରତି ୩୦ ଟଙ୍କାରେ

ନା୍ଫେଡ ମାଧ୍ୟମରେ ଉତ୍ତରପ୍ରଦେଶରୁ ଆସିବ ଆଳୁ ଖାଉଟିଙ୍କୁ ମିଳିବ କିଲୋଗ୍ରାମ ପ୍ରତି ୩୦ ଟଙ୍କାରେ ଭୁବନେଶ୍ୱର-ତା. ୦୮.୦୮.୨୦୨୪- ରାଜ୍ୟରେ ଆଳୁ ସଙ୍କଟ ଦୂର କରିବା ପାଇଁ ସରକାର ବିଧିବଦ୍ଧ ଭାବେ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏଣିକି ରାଜ୍ୟ ସରକାର ନା୍ଫେଡ ମାଧ୍ୟମରେ ଆଳୁ କିଣିବା ସହ ଖାଉଟି ମାନଙ୍କୁ କିଲୋଗ୍ରାମ ପିଛା ୩୦ ଟଙ୍କାରେ ଯୋଗାଇ ଦେବେ । ଏହାଦ୍ୱାରା ଖାଉଟି ମାନଙ୍କୁ ସୁଲଭ ଦରରେ ଆଳୁ ଉପଲବ୍ଧ [...]

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓଡିଶା ଖଣି ନିଗମର ବିଭିନ୍ନ କାର୍ଯ୍ୟର ସମୀକ୍ଷା

ଓଡ଼ିଶା ଖଣି ନିଗମର ବିଭିନ୍ନ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର: ଆଜି ଭୁବନେଶ୍ୱର ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓଡିଶା ଖଣି ନିଗମର ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ଖଣି ନିଗମ ରାଜ୍ୟ ସରକାରଙ୍କର ଏକ ଗୁରୁତ୍ୱପୂର୍ଣ୍ଣ ନିଗମ । ଖଣି କ୍ଷେତ୍ରକୁ ଆହୁରି ଦକ୍ଷତାର ସହ ପରିଚାଳନା କଲେ ଅଧିକ ରାଜସ୍ୱ [...]

ନଭେମ୍ବରରୁ ସାରା ରାଜ୍ୟ ଗସ୍ତ କରିବେ ନବୀନ ପଟ୍ଟନାୟକ.

ବିଜୁ ଜନତା ଦଳର ସଭାପତିଙ୍କୁ ଭେଟିଲେ ରାଜ୍ୟସ୍ତରିୟ ସମନ୍ୱୟ କମିଟି ସାଙ୍ଗଠନିକ ପୁନର୍ଗଠନ ପାଇଁ ଦେଲେ ପ୍ରସ୍ତାବ ନଭେମ୍ବରରୁ ସାର ରାଜ୍ୟ ଗସ୍ତ କରିବେ ନବୀନ ପଟ୍ଟନାୟକ. ସୋସିଆଲମିଡିଆରେ ସକ୍ରିୟ ରହିବା ପାଇଁ ସଭାପତି ଦେଲେ ପରାମର୍ଶ ଭୁବନେଶ୍ୱର ତା ୦୮/୦୮/୨୦୨୪ ରିଖ –ଶ୍ରୀ ଦେବୀ ପ୍ରସାଦ ମିଶ୍ରଙ୍କ ଅଧ୍ୟକ୍ଷତାରେ ଗଠିତ ବିଜୁ ଜନତା ଦଳର ରାଜ୍ୟସ୍ତରୀୟ ସମନ୍ୱୟ କମିଟିର ସଦସ୍ୟମାନେ ଆଜି ସଂନ୍ଧ୍ୟାରେ ବିଜୁ ଜନତା ଦଳ ସଭାପତି [...]

ମୁସଲମାନମାନଙ୍କର ସ୍ବାଥର୍ର ସୂରକ୍ଷା ପାଇଁ ବିଜୁ ଜନତା ଦଳ ପ୍ରତିଶ୍ରୁତିବଦ୍ଧ – ନବୀନ ପଟ୍ଟନାୟକ

  ବିଜୁ ଜନତା ଦଳ ସଭାପତି ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ଖୋର୍ଦ୍ଧା, କେନ୍ଦ୍ରାପଡ଼ା ଓ ପୁରୀ ଜିଲ୍ଲାର ସଂଖ୍ୟାଲଘୁ ସଂପ୍ରଦାୟ । Waqf Board ରେ ମୁସଲମାନମାନଙ୍କର ସ୍ବାଥର୍ର ସୂରକ୍ଷା ପାଇଁ ବିଜୁ ଜନତା ଦଳ ପ୍ରତିଶ୍ରୁତିବଦ୍ଧ – ନବୀନ ପଟ୍ଟନାୟକ ଭୁବନେଶ୍ବର ତା ୦୮/୦୮/୨୦୨୪ ରିଖ –ଆଜି ସଂନ୍ଧ୍ୟାରେ ନବୀନ ନିବାସରେ ପୂରୀ, ଖୋର୍ଦ୍ଧା ଓ କେନ୍ଦ୍ରାପଡ଼ା ଜିଲ୍ଲାର ମୁସଲମାନ ବନ୍ଧୁମାନେ ବିଜୁ ଜନତା ଦଳ ସଭାପତି [...]

ରୋଟାରି କ୍ଲବ ଏକାମ୍ର କ୍ଷେତ୍ର ଏବଂ ପ୍ରଶାନ୍ତି ଏଜୁକେସନାଲ ଆଣ୍ଡ ଚାରିଟେବଲ ଟ୍ରଷ୍ଟ ତରଫରୁ ବିଶ୍ବ ବରିଷ୍ଠ ନାଗରିକ ଦିବସ ପାଳନ:

ରୋଟାରି କ୍ଲବ ଏକାମ୍ର କ୍ଷେତ୍ର ଏବଂ ପ୍ରଶାନ୍ତି ଏଜୁକେସନାଲ ଆଣ୍ଡ ଚାରିଟେବଲ ଟ୍ରଷ୍ଟ ତରଫରୁ ବିଶ୍ବ ବରିଷ୍ଠ ନାଗରିକ ଦିବସ ପାଳନ: ଭୁବନେଶ୍ୱର:ତା08.08.24— ରୋଟାରି କ୍ଲବ ଭୁବନେଶ୍ବର ଏକାମ୍ର କ୍ଷେତ୍ର ଏବଂ ପ୍ରଶାନ୍ତି ଏଜୁକେସନାଲ ଆଣ୍ଡ ଚାରିଟେବଲ ଟ୍ରଷ୍ଟ ଆନୁକୁଲ୍ୟରେ ଆଇ.ଆର୍.ସି. ଭିଲେଜ ସ୍ଥିତ ରାମେଶ୍ଵର ମନ୍ଦିର ପାର୍ଶସ୍ଥ ଶ୍ରୀ ରାମେଶ୍ଵର ବରିଷ୍ଠ ନାଗରିକ ସଂଘ ପରିସରରେ ଅନୁଷ୍ଠିତ ହୋଇ ଯାଇଛି। ରୋଟାରି କ୍ଲବର (ପୂର୍ବତନ) ସଭାପତି ପ୍ରଫେସର ରାଜଲକ୍ଷ୍ମୀ [...]

“ହର ଘର ତ୍ରିରଙ୍ଗା” ଅଭିଯାନ ପ୍ରସ୍ତୁତିର ସମୀକ୍ଷା କଲେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ସଚିବ

“ହର ଘର ତ୍ରିରଙ୍ଗା” ଅଭିଯାନ ପ୍ରସ୍ତୁତିର ସମୀକ୍ଷା କଲେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ସଚିବ ଭୁବନେଶ୍ୱର, ୦୮ । ୦୮ : ଆସନ୍ତା ୭୭ତମ ସ୍ୱାଧୀନତା ଦିବସକୁ ଦୃଷ୍ଟିରେ ରଖି ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀ ରାଜ୍ୟବ୍ୟାପୀ ପୌର ସଂସ୍ଥାଗୁଡିକର ପ୍ରସ୍ତୁତି ର ସମୀକ୍ଷା କରିଛନ୍ତି। ଭିଡିଓ କନଫରେନ୍ସିଂ ଜରିଆରେ ଅନୁଷ୍ଠିତ ଏହି ବୈଠକରେ ଡିଏମ୍ଏ ଦେବାଶିଷ [...]