କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତିଙ୍କୁ ଆକ୍ରମଣ ଓ ଗୁଣ୍ଡାରାଜ ପ୍ରତିବାଦରେ ପ୍ରଦେଶ ଯୁବ କଂଗ୍ରେସ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନ ଘେରାଉ
କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତିଙ୍କୁ ଆକ୍ରମଣ ଓ ଗୁଣ୍ଡାରାଜ ପ୍ରତିବାଦରେ ପ୍ରଦେଶ ଯୁବ କଂଗ୍ରେସ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନ ଘେରାଉ ଭୁବନେଶ୍ୱର ତା. ୧୩.୩- ଆଜି ପ୍ରଦେଶ ଯୁବ କଂଗ୍ରେସ ପକ୍ଷରୁ ରଣଜିତ ପାତ୍ରଙ୍କ ନେତୃତ୍ୱରେ ଯୁବ କଂଗ୍ରେସର ଏକ ବିଶାଳ ରାଲି ଭୁବନେଶ୍ୱର କ୍ଲବ ଠାରୁ ବାହାରି ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନ ପର୍ଯ୍ୟନ୍ତ ଯାଇଥିଲା । ସେହିଠାରେ ଯୁବକଂଗ୍ରେସ କର୍ମୀମାନେ ପୋଲିସ ବାରିକେଡ ଭାଙ୍ଗି ମୁଖ୍ୟମନ୍ତ୍ରୀଙ୍କ ବାସଭବନ [...]