Search for:
  • Home/
  • ରାଜ୍ୟ/
  • ତୃତୀୟ ଦିନରେ ପ୍ରଚାର ମଇଦାନରେ ପାଣ୍ଡିଆନ

ତୃତୀୟ ଦିନରେ ପ୍ରଚାର ମଇଦାନରେ ପାଣ୍ଡିଆନ

Spread the love

Loading

 

ଭୁବନେଶ୍ୱର:• ତୃତୀୟ ଦିନରେ ପ୍ରଚାର ମଇଦାନରେ ପାଣ୍ଡିଆନ

• ଖଡିଆଳ ରୋଡରୁ ନୂଆପଡା ୧୨ କିଲୋମିଟର, ବିରାଟ ରୋଡ ସୋ

• ଆପଣଙ୍କ ଜୋସ୍‌, ବିଶାଳ ଉପସ୍ଥିତି ଦେଖି ବିରୋଧୀଙ୍କ ନିଦ ହଜୁଛି

• ନା ଡବଲ, ନା ସିଙ୍ଗଲ, ଓଡିଶାରେ ସବୁବେଳେ ନବୀନ ବାବୁଙ୍କ ଇଞ୍ଜିନ ଚାଲିବ

• ନବୀନ ଇଞ୍ଜିନ ସବୁଠାରୁ ମଜବୁତ

• ଡବଲ ଇଞ୍ଜିନ ଯଦି ଏତେ ଭଲ, ତାହେଲେ ପଡୋଶୀ ଛତିଶଗଡରେ ବାରମ୍ବାର ଇଞ୍ଜିନ ବଦଳୁଛି କାହିଁକି ?

• ଆପଣଙ୍କ MP ୫ ବର୍ଷରେ କଣ କରିଛନ୍ତି ? ନୂଆପଡା-ଭବାନୀପାଟଣା ଦେଖିଲେ ଜଣାପଡୁଛି, ଆଜି ପର୍ଯ୍ୟନ୍ତ ସେହି ଦୁଇ ଲେନ୍‌, ରାସ୍ତା ଅବସ୍ଥା ବହୁତ ଖରାପ, ଅନେକ ପଞ୍ଚାୟତରେ ମୋବାଇଲ ନେଟ୍‌ୱାର୍କ ବି ନାହିଁ

• ନବୀନ ବାବୁଙ୍କ ବିଜୁ ଏକ୍‌ସପ୍ରେସ ୱେ ଦେଖନ୍ତୁ, କେନ୍ଦ୍ର ସରକାରଙ୍କ NH ଦେଖନ୍ତୁ, ଫରକ ଜଣାପଡିବ
• ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଆମେ ଜିଲ୍ଲାଗସ୍ତରେ ଆସିଥିଲୁ, ମୁଖ୍ୟମନ୍ତ୍ରୀ ଆମକୁ ଆପଣଙ୍କ ଦରଖାସ୍ତ ଉପରେ କଣ କାମ ହୋଇଛି ହିସାବ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି।

• ନୂଆପଡା ପାଇଁ ୧୩୧ କୋଟି ଟଙ୍କାର କାମ ହେଉଛି

• କୋଭିଡ ସମୟରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ମୁଁ ନୂଆପଡା ଆସିଥିଲି, ହସ୍‌ପିଟାଲର ଉନ୍ନତି କଥା ବୁଝିକରି ଯାଇଥିଲି।

• ନୂଆପଡାରେ ଯୋଗେଶ୍ବର ମନ୍ଦିର ପାଇଁ ୪ କୋଟି, ସୁନାଦେଇ ମନ୍ଦିର ପାଇଁ ୨.୬୦ କୋଟି

• କୋନାବିରା ମେଗାଲିଫ୍ଟ ଜଳସେଚନ ପ୍ରକଳ୍ପ ପାଇଁ ୪୨ କୋଟି, ଆଉ ୫ଟି ମେଗା ଲିଫ୍ଟ ପାଇଁ ୧୩୨ କୋଟି

• ଘାଟିପଡାରୁ ସିନାପାଲ୍ଲୀ ବିଜୁ ଏକ୍‌ସପ୍ରେସ ୱେ ୨୦୮ କୋଟି

• ୧୦ ହଜାର ପିଲାଙ୍କ ପାଇଁ ୯୩ଟି ଟ୍ରାଇବାଲ ହଷ୍ଟେଲ

• ୩୧୦୦ ମିଶନ ଶକ୍ତି ଗ୍ରୁପକୁ ୧୩୦ କୋଟି ଟଙ୍କାର ବିନା ସୁଧରେ ଋଣ

• ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ୮୪ ହଜାର ହିତାଧିକାରୀଙ୍କୁ ସାମିଲ

• ୧୨ କୋଟି ଟଙ୍କା ବିନିଯୋଗରେ ନୂଆପଡା ଓ ଖଡିଆଳ ଠାରେ ବହୁମୁଖୀ ଇଣ୍ଡୋର ହଲ୍‌

• ୪୨,୫୦୦ କେନ୍ଦୁପତ୍ର ହିତାଧିକାରୀଙ୍କୁ ୬.୩ କୋଟି ଟଙ୍କାର ସହାୟତା ପ୍ରଦାନ

• ୩୬ଟି ଆମ ବ୍ୟାଙ୍କ କାର୍ଯ୍ୟକ୍ଷମ

Leave A Comment

All fields marked with an asterisk (*) are required