Search for:
  • Home/
  • ରାଜ୍ୟ/
  • କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ଓ ଅର୍ଥ ମନ୍ତ୍ରୀଙ୍କୁ ଉପ ମୁଖ୍ୟମନ୍ତ୍ରୀଙ୍କ ସୌଜନ୍ୟମୂଳକ ସାକ୍ଷତ

କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ଓ ଅର୍ଥ ମନ୍ତ୍ରୀଙ୍କୁ ଉପ ମୁଖ୍ୟମନ୍ତ୍ରୀଙ୍କ ସୌଜନ୍ୟମୂଳକ ସାକ୍ଷତ

Spread the love

Loading

କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ଓ ଅର୍ଥ ମନ୍ତ୍ରୀଙ୍କୁ ଉପ ମୁଖ୍ୟମନ୍ତ୍ରୀଙ୍କ ସୌଜନ୍ୟମୂଳକ ସାକ୍ଷତ
ଭୁବନେଶ୍ୱର:କେନ୍ଦ୍ର ଓ ଓଡିଶାରେ ନୂଆ ସରକାର ଗଠନ ପରେ ଓଡିଶାର ନବନିଯୁକ୍ତ ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକବର୍ଦ୍ଧନ ସିଂ ଦେଓ କେନ୍ଦ୍ର ଅର୍ଥମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀତାରମଣ ଏବଂ ପ୍ରତିରକ୍ଷା ମନ୍ତ୍ରୀ ଶ୍ରୀ ରାଜନାଥ ସିଂ ଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଏହି ଅବସରରେ ଉପ ମୁଖ୍ୟମନ୍ତ୍ରି ଶ୍ରୀ ସିଂହ ନୂଆ ସରକାରଙ୍କ ଗଠନମୂଳକ ଆଭିମୁଖ୍ୟ ଉପରେ ମନ୍ତ୍ରୀଙ୍କୁ ଅବଗତ କରାଇଥିଲେ

Leave A Comment

All fields marked with an asterisk (*) are required