ଦଳବିରୋଧୀ କାର୍ଯ୍ୟ କାରଣରୁ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ
ଦଳବିରୋଧୀ କାର୍ଯ୍ୟ କାରଣରୁ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର, ତା.୦୧/୦୭: ଦଳବିରୋଧୀ କାର୍ଯ୍ୟ ଏବଂ ଦଳୀୟ ଅନୁଶାସନ ଭଙ୍ଗ କାରଣରୁ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ର୍ନିେଶକ୍ରମେ ଉତର-ଭୁବନେଶ୍ୱର ବିଧାନସଭା ନିର୍ବାଚନମଳୀର ତଥା ଭୁବନେଶ୍ୱର ମହାନଗର ନିଗମ ଓ୍ôାର୍ଡ ନଂ-୪ କର୍ପୋରେଟର ଶ୍ରୀ ସୁକୁମାର ସାହୁଙ୍କୁ ଦଳରୁ ବହିଷ୍କାର କରାଗଲା ବୋଲି ରାଜ୍ୟ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ ।