Search for:
  • Home/
  • ରାଜ୍ୟ/
  • ୨୪ ଲକ୍ଷରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀଙ୍କ ଭବିଷ୍ୟତକୁ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ଅନ୍ଧାକରୁ ଠେଲି ଦେଇଛି

୨୪ ଲକ୍ଷରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀଙ୍କ ଭବିଷ୍ୟତକୁ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ଅନ୍ଧାକରୁ ଠେଲି ଦେଇଛି

Spread the love

Loading

ଭୁବନେଶ୍ୱର ତା. ୦୨.୭- ନିଟ ୟୁଜି ମେଡିକାଲ ପ୍ରବେଶିକା ପରୀକ୍ଷାରେ ପ୍ରଶ୍ନପତ୍ର ଲିକ କରି ୨୪ ଲକ୍ଷରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀଙ୍କ ଭବିଷ୍ୟତକୁ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ଅନ୍ଧାକରୁ ଠେଲି ଦେଇଛି ଓ ସମସ୍ତ ଛାତ୍ର ଛାତ୍ରୀଙ୍କୁ ନ୍ୟାୟ ପ୍ରଦାନ ଦାବୀରେ ଓଡ଼ିଶା ପ୍ରଦେଶ ଛାତ୍ର କଂଗ୍ରେସ ଉପସଭାପତି ଆଦିତ୍ୟ ପ୍ରୀତମ ଦାସଙ୍କ ନେତୃତ୍ୱରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାସଭବନ ଘେରାଉ କରି ବିକ୍ଷୋଭ ପ୍ରଦର୍ଶନ କରିବା ସହ ତାଙ୍କର ଇସ୍ତଫା ଦାବୀ କରାଗାଲା । ବିକ୍ଷୋଭ ପ୍ରଦର୍ଶନ ସମୟରେ ଛାତ୍ର କଂଗ୍ରେସ କାର୍ଯ୍ୟକର୍ତାଙ୍କୁ ଯେଉଁଭଳି ଭାବେ ଧର୍ମେନ୍ଦ୍ର ପ୍ରଧାନଙ୍କ କଥାରେ ପୋଲିସ ଗିରଫ କରିଛି ତାକୁ ଛାତ୍ର କଂଗ୍ରେସ ପକ୍ଷରୁ ଦୃଢ଼ ନିନ୍ଦା କରାଯାଇଛି ଓ ଆଗାମୀ ଦିନରେ ଯଦି ଛାତ୍ର ଛାତ୍ରୀଙ୍କୁ ନ୍ୟାୟ ପ୍ରଦାନ କରାନଯାଏ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଅଣ୍ଡା ଓ ଟମାଟୋ ମାରି ଛାତ୍ର କଂଗ୍ରେସ ସ୍ୱାଗତ କରିବ ।

Leave A Comment

All fields marked with an asterisk (*) are required