ରାସନ_କାର୍ଡ: ଖୁବ୍ ଶୀଘ୍ର ନୂଆ ତାଲିକା
ରାସନ_କାର୍ଡ: ଖୁବ୍ ଶୀଘ୍ର ନୂଆ ତାଲିକା
-ମାସେ ଭିତରେ ନୂଆ ହିତାଧିକାରୀ ରାସନ କାର୍ଡ ପାଇବେ
ଖାଦ୍ୟ ଯୋଗାଣ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ସୂଚନା-‘ପ୍ରାୟ ୮ ଲକ୍ଷ ନୂଆ ହିତାଧିକାରୀ ନୂଆ ରାସନ କାର୍ଡ ପାଇପାରନ୍ତି’
ଏଥିସହ ଅଯୋଗ୍ୟ ହିତାଧିକାରୀଙ୍କୁ ବାଦ ପ୍ରକ୍ରିୟା ବି ଆରମ୍ଭ ହୋଇଛି’
‘ବର୍ତ୍ତମାନ KYC ଅପଡେଟ୍ କରିବା ପ୍ରକ୍ରିୟା ଜାରି ରହିଛି’
ମୋଟ ୬ ଲକ୍ଷ ୧୯ ହଜାର ୮୩୬ ପରିବାର ନୂଆ ଆବେଦନ କରିଛନ୍ତି’
‘୧୨ଟି ସ୍ବତଃ ଯୋଗ ହେବା ମାନଦଣ୍ଡ, ୧୦ ବାଦ ମାନଦଣ୍ଡ ନିର୍ଦ୍ଧାରିତ’
ତଥ୍ୟାବଳୀକୁ ସ୍ବଚ୍ଛ ପାଇଁ ଆଧାର ଭିତ୍ତିକ ଇ-KYC ଯାଞ୍ଚ ଆରମ୍ଭ ହୋଇଛି
ଅଯୋଗ୍ୟ ହିତାଧିକାରୀଙ୍କୁ କାଟିବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ’
-‘ଘର ଘର ବୁଲି ସର୍ଭେ ଚାଲିଛି, ମାସେ ଭିତରେ ନୂଆ ତାଲିକା ଚୂଡ଼ାନ୍ତ’