Search for:
  • Home/
  • ରାଜ୍ୟ/
  • ଆସନ୍ତା ୧୫ ତାରିଖ ଦିନ ପାଳନ ହେବାକୁ ଥିବା ସ୍ବାଧିନତା ଦିବସକୁ ଆଖି ଆଗରେ ରଖି ଭୁବନେଶ୍ଵର କମିଶନରେଟ ପୁଲିସ ତରଫରୁ ଗତ କାଲି “ସେଫ ସିଟି ଡ୍ରାଇଭ“ ଅଧୀନରେ ନୟପଲ୍ଲୀ ଥାନା, ମୈତ୍ରୀବିହାର ଥାନା, ଚନ୍ଦ୍ରଶେଖରପୁର ଥାନା, ଇନ୍ଫୋସିଟି ଥାନା ଏବଂ ନନ୍ଦନକାନନ ଥାନା ଆଦି ଅଞ୍ଚଳ ମଧ୍ୟରେ ଥିବା ସମସ୍ତ ହୋଟେଲ ଗୁଡ଼ିକୁ କଡାକଡି ଭାବେ ଯାଞ୍ଚ କରାଯାଇଥିଲା । ଏହି ଯାଞ୍ଚ ସମୟରେ ହୋଟେଲ ମାଲିକ ମାନଙ୍କୁ “ସରାଇ ଆପ” ବ୍ୟବହାର କରିବା ସହିତ ଉକ୍ତ ଆପ ମାଧ୍ୟମରେ ହୋଟେଲରେ ରହୁଥିବା ସମସ୍ତ ବ୍ୟକ୍ତି ବିଶେଷ ମାନଙ୍କର ତଥ୍ୟ ପ୍ରତ୍ୟେକ ଦିନ ଅପଲୋଡ କରିବା ପାଇଁ ନିର୍ଦ୍ଦେଶ ଦିଆ ଯାଇଥିଲା । ଉକ୍ତ ଆପକୁ ସେମାନେ ଡାଉନଲୋଡ କରିବା ସହ ସେଥିରେ ଗ୍ରାହକ ମାନଙ୍କ ସମସ୍ତ ବିବରଣୀ ପଞ୍ଜୀକୃତ କରିବାଲାଗି ମଧ୍ୟ ନିର୍ଦ୍ଦେଶ ଦିଆଯାଇଥିଲା । କେଉଁ ହୋଟେଲରେ କେତେ ଗ୍ରାହକ ଅଛନ୍ତି, କାହାର ଅପରାଧିକ ସମ୍ପର୍କ କାହା ସହ ଅଛିକି ନାହିଁ ଏହିସବୁ ବିଷୟରେ ପୁଙ୍ଖାନୁ ପୁଙ୍ଖ ଭାବେ ଯାଞ୍ଚ କରାଯାଇଥିଲା । ଭୁବନେଶ୍ବର ସହର ମଧ୍ୟରେ ଅପରାଧିକ କାର୍ଯକ୍ରମକୁ ନିୟନ୍ତ୍ରଣ କରିବା ସହ ହୋଟେଲରେ ଗ୍ରାହକ ମାନଙ୍କ ଦ୍ବାରା ଦିଆଯାଇଥିବା ପରିଚୟ ତଥା ଠିକଣା ସଠିକ ଅଛି କି ନାହିଁ ତାହା ଯାଞ୍ଚ କରାଯାଇଥିଲା । ଏ କ୍ଷେତ୍ରରେ ବ୍ୟତିକ୍ରମ ହେଲେ ହୋଟେଲ ମାଲିକ ମାନଙ୍କ ବିରୋଧରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନିଆଯିବା ଲାଗି ମଧ୍ୟ ସୂଚିତ କରାଯାଇଥିଲା ।

ଆସନ୍ତା ୧୫ ତାରିଖ ଦିନ ପାଳନ ହେବାକୁ ଥିବା ସ୍ବାଧିନତା ଦିବସକୁ ଆଖି ଆଗରେ ରଖି ଭୁବନେଶ୍ଵର କମିଶନରେଟ ପୁଲିସ ତରଫରୁ ଗତ କାଲି “ସେଫ ସିଟି ଡ୍ରାଇଭ“ ଅଧୀନରେ ନୟପଲ୍ଲୀ ଥାନା, ମୈତ୍ରୀବିହାର ଥାନା, ଚନ୍ଦ୍ରଶେଖରପୁର ଥାନା, ଇନ୍ଫୋସିଟି ଥାନା ଏବଂ ନନ୍ଦନକାନନ ଥାନା ଆଦି ଅଞ୍ଚଳ ମଧ୍ୟରେ ଥିବା ସମସ୍ତ ହୋଟେଲ ଗୁଡ଼ିକୁ କଡାକଡି ଭାବେ ଯାଞ୍ଚ କରାଯାଇଥିଲା । ଏହି ଯାଞ୍ଚ ସମୟରେ ହୋଟେଲ ମାଲିକ ମାନଙ୍କୁ “ସରାଇ ଆପ” ବ୍ୟବହାର କରିବା ସହିତ ଉକ୍ତ ଆପ ମାଧ୍ୟମରେ ହୋଟେଲରେ ରହୁଥିବା ସମସ୍ତ ବ୍ୟକ୍ତି ବିଶେଷ ମାନଙ୍କର ତଥ୍ୟ ପ୍ରତ୍ୟେକ ଦିନ ଅପଲୋଡ କରିବା ପାଇଁ ନିର୍ଦ୍ଦେଶ ଦିଆ ଯାଇଥିଲା । ଉକ୍ତ ଆପକୁ ସେମାନେ ଡାଉନଲୋଡ କରିବା ସହ ସେଥିରେ ଗ୍ରାହକ ମାନଙ୍କ ସମସ୍ତ ବିବରଣୀ ପଞ୍ଜୀକୃତ କରିବାଲାଗି ମଧ୍ୟ ନିର୍ଦ୍ଦେଶ ଦିଆଯାଇଥିଲା । କେଉଁ ହୋଟେଲରେ କେତେ ଗ୍ରାହକ ଅଛନ୍ତି, କାହାର ଅପରାଧିକ ସମ୍ପର୍କ କାହା ସହ ଅଛିକି ନାହିଁ ଏହିସବୁ ବିଷୟରେ ପୁଙ୍ଖାନୁ ପୁଙ୍ଖ ଭାବେ ଯାଞ୍ଚ କରାଯାଇଥିଲା । ଭୁବନେଶ୍ବର ସହର ମଧ୍ୟରେ ଅପରାଧିକ କାର୍ଯକ୍ରମକୁ ନିୟନ୍ତ୍ରଣ କରିବା ସହ ହୋଟେଲରେ ଗ୍ରାହକ ମାନଙ୍କ ଦ୍ବାରା ଦିଆଯାଇଥିବା ପରିଚୟ ତଥା ଠିକଣା ସଠିକ ଅଛି କି ନାହିଁ ତାହା ଯାଞ୍ଚ କରାଯାଇଥିଲା । ଏ କ୍ଷେତ୍ରରେ ବ୍ୟତିକ୍ରମ ହେଲେ ହୋଟେଲ ମାଲିକ ମାନଙ୍କ ବିରୋଧରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନିଆଯିବା ଲାଗି ମଧ୍ୟ ସୂଚିତ କରାଯାଇଥିଲା ।

Spread the love

Loading

ଭୁବନେଶ୍ୱର:ଆସନ୍ତା ୧୫ ତାରିଖ ଦିନ ପାଳନ ହେବାକୁ ଥିବା ସ୍ବାଧିନତା ଦିବସକୁ ଆଖି ଆଗରେ ରଖି ଭୁବନେଶ୍ଵର କମିଶନରେଟ ପୁଲିସ ତରଫରୁ ଗତ କାଲି “ସେଫ ସିଟି ଡ୍ରାଇଭ“ ଅଧୀନରେ ନୟପଲ୍ଲୀ ଥାନା, ମୈତ୍ରୀବିହାର ଥାନା, ଚନ୍ଦ୍ରଶେଖରପୁର ଥାନା, ଇନ୍ଫୋସିଟି ଥାନା ଏବଂ ନନ୍ଦନକାନନ ଥାନା ଆଦି ଅଞ୍ଚଳ ମଧ୍ୟରେ ଥିବା ସମସ୍ତ ହୋଟେଲ ଗୁଡ଼ିକୁ କଡାକଡି ଭାବେ ଯାଞ୍ଚ କରାଯାଇଥିଲା । ଏହି ଯାଞ୍ଚ ସମୟରେ ହୋଟେଲ ମାଲିକ ମାନଙ୍କୁ “ସରାଇ ଆପ” ବ୍ୟବହାର କରିବା ସହିତ ଉକ୍ତ ଆପ ମାଧ୍ୟମରେ ହୋଟେଲରେ ରହୁଥିବା ସମସ୍ତ ବ୍ୟକ୍ତି ବିଶେଷ ମାନଙ୍କର ତଥ୍ୟ ପ୍ରତ୍ୟେକ ଦିନ ଅପଲୋଡ କରିବା ପାଇଁ ନିର୍ଦ୍ଦେଶ ଦିଆ ଯାଇଥିଲା । ଉକ୍ତ ଆପକୁ ସେମାନେ ଡାଉନଲୋଡ କରିବା ସହ ସେଥିରେ ଗ୍ରାହକ ମାନଙ୍କ ସମସ୍ତ ବିବରଣୀ ପଞ୍ଜୀକୃତ କରିବାଲାଗି ମଧ୍ୟ ନିର୍ଦ୍ଦେଶ ଦିଆଯାଇଥିଲା । କେଉଁ ହୋଟେଲରେ କେତେ ଗ୍ରାହକ ଅଛନ୍ତି, କାହାର ଅପରାଧିକ ସମ୍ପର୍କ କାହା ସହ ଅଛିକି ନାହିଁ ଏହିସବୁ ବିଷୟରେ ପୁଙ୍ଖାନୁ ପୁଙ୍ଖ ଭାବେ ଯାଞ୍ଚ କରାଯାଇଥିଲା । ଭୁବନେଶ୍ବର ସହର ମଧ୍ୟରେ ଅପରାଧିକ କାର୍ଯକ୍ରମକୁ ନିୟନ୍ତ୍ରଣ କରିବା ସହ ହୋଟେଲରେ ଗ୍ରାହକ ମାନଙ୍କ ଦ୍ବାରା ଦିଆଯାଇଥିବା ପରିଚୟ ତଥା ଠିକଣା ସଠିକ ଅଛି କି ନାହିଁ ତାହା ଯାଞ୍ଚ କରାଯାଇଥିଲା । ଏ କ୍ଷେତ୍ରରେ ବ୍ୟତିକ୍ରମ ହେଲେ ହୋଟେଲ ମାଲିକ ମାନଙ୍କ ବିରୋଧରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନିଆଯିବା ଲାଗି ମଧ୍ୟ ସୂଚିତ କରାଯାଇଥିଲା ।

Leave A Comment

All fields marked with an asterisk (*) are required