Search for:
  • Home/
  • ରାଜ୍ୟ/
  • ମୋଦି ସରକାର ଙ୍କ ନୂଆ ନିୟମ ଗହମ ବନ୍ଦ କଲେ ଫୁଣି ଦେବେ ଚାଉଳ ସହିତ ମିଳିବ ଗହମ

ମୋଦି ସରକାର ଙ୍କ ନୂଆ ନିୟମ ଗହମ ବନ୍ଦ କଲେ ଫୁଣି ଦେବେ ଚାଉଳ ସହିତ ମିଳିବ ଗହମ

Spread the love

Loading

ହିତାଧିକାରୀଙ୍କୁ ଚାଉଳ ସହିତ ମିଳିବ ଗହମ
ଭୁବନେଶ୍ୱର: ହିତାଧିକାରୀଙ୍କୁ ଚାଉଳ ସହିତ ମିଳିବ ଗହମ। ଯେତିକି ଚାଉଳ ମିଳୁଛି ତାହାର ୨୦ ପ୍ରତିଶତ ଗହମ ଯୋଗାଇ ଦିଆଯିବ। ରାଜ୍ୟ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ଏ ନେଇ କେନ୍ଦ୍ର ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ ନିକଟରେ ଦାବି କରାଯାଇଥିବା ମନ୍ତ୍ରୀ ପାତ୍ର ଜଣାଇଛନ୍ତି। ବର୍ତ୍ତମାନ ହିତାଧିକାରୀଙ୍କୁ ମୁଣ୍ଡ ପିଛା ୫ କିଲୋଗ୍ରାମ ଲେଖାଏଁ ଚାଉଳ ଯୋଗାଇ ଦିଆଯାଉଥିଲା। କିନ୍ତୁ ଗହମ ପାଇଁ ଲୋକଙ୍କ ଚାହିଦା ରହିଥିବାରୁ ତାହାକୁ ଦୃଷ୍ଟିରେ ରଖି କେନ୍ଦ୍ର ମନ୍ତ୍ରୀଙ୍କ ନିକଟରେ ଦାବି ଉପସ୍ଥାପନ କରାଯାଇଥିବା ମନ୍ତ୍ରୀ କହିଛନ୍ତି।

Leave A Comment

All fields marked with an asterisk (*) are required