Search for:
  • Home/
  • ରାଜ୍ୟ/
  • ସମଲେଇ ପ୍ରକଳ୍ପ ଲୋକାର୍ପଣ ଦିନକୁ ସ୍କୁଲ କଲେଜ ପାଇଁ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ସମଲେଇ ପ୍ରକଳ୍ପ ଲୋକାର୍ପଣ ଦିନକୁ ସ୍କୁଲ କଲେଜ ପାଇଁ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

Spread the love

Loading

 

ସମଲେଇ ପ୍ରକଳ୍ପ ଲୋକାର୍ପଣ ଦିନକୁ ସ୍କୁଲ କଲେଜ ପାଇଁ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

 

ଭୁବନେଶ୍ବର,ତା.25 01.2024ଓଡ଼ିଶାର ପ୍ରମୁଖ ଶକ୍ତି ପୀଠ ତଥା ପଶ୍ଚିମ ଓଡିଶାର ଅଧିଷ୍ଠାତ୍ରୀ ଦେବୀ ମା ସମଲେଶ୍ବରୀ ଙ୍କ ପୀଠର ବିକାଶ ପାଇଁ କରାଯାଇଥିବା ସମଲେଇ ପ୍ରକଳ୍ପ ର ଲୋକାର୍ପଣ ଉତ୍ସବ ଜାନୁୟାରୀ 27 ରେ ବିପୁଳ ଉତ୍ସାହ ଓ ଭକ୍ତି ଭାବନା ସହ ଅନୁଷ୍ଠିତ ହେଉଛି.

ଏହି କାର୍ଯ୍ୟକ୍ରମ ରେ ଭକ୍ତମାନେ ଆନନ୍ଦର ସହ ଯୋଗଦାନ କରି ମା ଙ୍କ ଉଦ୍ଦେଶ୍ୟରେ ଭକ୍ତି ନିବେଦନ ପ୍ର କରିପାରିବେ.

ସମଲେଇ ପ୍ରକଳ୍ପ ଲୋକାର୍ପଣ ଉତ୍ସବ କୁ ଦୃଷ୍ଟିରେ ରଖି ଆସନ୍ତା ଜାନୁଆରୀ 27 ତାରିଖ ଦିନ ସାରା ରାଜ୍ୟ ର ସ୍କୁଲ ଓ କଲେଜ ବନ୍ଦ ରହିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଘୋଷଣା କରିଛନ୍ତି.

ସୂଚନାଯୋଗ୍ୟ ଯେ ଚତୁର୍ଥ ଶନିବାର ଯୋଗୁଁ ସେଦିନ ସମସ୍ତ ସରକାରୀ ଅଫିସ ମଧ୍ଯ ବନ୍ଦ ରହୁଛି

Leave A Comment

All fields marked with an asterisk (*) are required