Search for:
  • Home/
  • ରାଜ୍ୟ/
  • ପୁରୀ ଜିଲ୍ଲା ସତ୍ୟବାଦୀ ସ୍ଥିତ ଓଡ଼ିଆ ବିଶ୍ୱବିଦ୍ୟାଳୟ ନୂଆ କ୍ୟାମ୍ପସ୍‌ର ଲୋକାର୍ପଣ

ପୁରୀ ଜିଲ୍ଲା ସତ୍ୟବାଦୀ ସ୍ଥିତ ଓଡ଼ିଆ ବିଶ୍ୱବିଦ୍ୟାଳୟ ନୂଆ କ୍ୟାମ୍ପସ୍‌ର ଲୋକାର୍ପଣ

Spread the love

Loading

ପୁରୀ ଜିଲ୍ଲା ସତ୍ୟବାଦୀ ସ୍ଥିତ ଓଡ଼ିଆ ବିଶ୍ୱବିଦ୍ୟାଳୟ ନୂଆ କ୍ୟାମ୍ପସ୍‌ର ଲୋକାର୍ପଣ

ଭୁବନେଶ୍ୱର:୯.୬୦ ଏକର ପରିମିତ ଅଞ୍ଚଳରେ ନିର୍ମିତ ଏହି ବିଶ୍ଵ ବିଦ୍ୟାଳୟକୁ ଅତ୍ୟାଧୁନିକ ସ୍ଥାପତ୍ୟ ଶୈଳୀ ଓ ଟେକ୍ନୋଲୋଜିରେ ନିର୍ମାଣ କରାଯାଇଛି। ପ୍ରଶାସନିକ ବିଲ୍ଡିଂ ରେ ସ୍ଥାପିତ ଓଡ଼ିଆ ବର୍ଣ୍ଣମାଳା ଅତୀବ ମନୋରମ ପରିଦୃଶ୍ୟ ହେଉଛି। ଏଥିରେ ସ୍କୁଲ ଅଫ ଲର୍ଣିଂ, ଗ୍ରନ୍ଥାଗାର, ହଷ୍ଟେଲ, ରାଧାକୁଣ୍ଡ ପୁଷ୍କରିଣୀ, କାଫେଟେରିଆ, ଫାଉଣ୍ଟେନ୍ ଇତ୍ୟାଦି ରହିଛି। ଏ ସବୁ ନିର୍ମାଣ ଅତ୍ୟନ୍ତ ଚିତ୍ତାକର୍ଷକ ହୋଇଛି। ଏହା ସହିତ ମୁକ୍ତ ପରିବେଶରେ ପାଠ ପଢ଼ାର ବ୍ୟବସ୍ଥା ମଧ୍ୟ ଅଛି।

Leave A Comment

All fields marked with an asterisk (*) are required