Search for:

୪୩ତମ ବିଶ୍ୱ କବି ସମ୍ମିଳନୀ ଅଚ୍ୟୁତ ସାମନ୍ତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ

୪୩ତମ ବିଶ୍ୱ କବି ସମ୍ମିଳନୀ ଅଚ୍ୟୁତ ସାମନ୍ତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ ଭୁବନେଶ୍ୱର, ୨୧ ।୧୧: ୪୩ତମ ବିଶ୍ୱ କବି ସମ୍ମିଳନୀ ଅବସରରେ ଶିକ୍ଷାବିତ୍‍ ଓ ସମାଜସେବୀ ତଥା କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ ଓ ରବୀନ୍ଦ୍ର ନାଥ ଟାଗୋର ସମ୍ମାନ ପ୍ରଦାନ କରାଯାଇଛି। ଶିକ୍ଷା, ସମାଜସେବ. କଳା, ସଂସ୍କୃତି ଓ ସାହିତ୍ୟ କ୍ଷେତ୍ରରେ ବିକାଶ ଆଣିବା ଦିଗରେ ଉଲ୍ଲେଖନୀୟ କାର୍ଯ୍ୟ କରିଆସୁଥିବା [...]

ଝିଣ୍ଟିକା ମାରି ବଣି ପୋଷିବାକୁ ଉଦ୍ୟମ କରୁଛି ବିଏମ୍‌ସି: ଫରୱାର୍ଡ଼ ବ୍ଳକ୍

ବି.ଏମ.ସିରେ ଅନିୟମିତତା ଓ ଦୁର୍ନୀତିର ଗନ୍ଧ ବାରିହେଉଛି : ଫରୱାର୍ଡ଼ ବ୍ଳକ୍ · ସମାନ କାମକୁ ସମାନ ମଜୁରି ଦାବି · ଝିଣ୍ଟିକା ମାରି ବଣି ପୋଷିବାକୁ ଉଦ୍ୟମ କରୁଛି ବିଏମ୍‌ସି ଭୁବନେଶ୍ଵର (ତା, ୨୧.୧୧.୨୦୨୪):- ଭୁବନେଶ୍ୱରକୁ ସବୁଜ ସୁନ୍ଦର ରଖିବା ପାଇଁ ଭୁବନେଶ୍ଵର ମହାନଗର ନିଗମ କାର୍ଯ୍ୟ କରିବା କଥା । କିନ୍ତୁ ଅତ୍ୟନ୍ତ ଦୁଃଖ ଓ ପରିତାପର ବିଷୟ ବି.ଏମ.ସି ଅଧିକାରୀମାନଙ୍କର ମେରୀରାୟ ନୀତି ଓ ବିଭିନ୍ନ [...]

ଓଡ଼ିଶା କଳା ଓ କ୍ରୀଡ଼ା ଶିକ୍ଷକଙ୍କୁ ନିୟମିତ କରିବା ପାଇଁ ଦାବି

ଓଡ଼ିଶା କଳା ଓ କ୍ରୀଡ଼ା ଶିକ୍ଷକଙ୍କୁ ନିୟମିତ କରିବା ପାଇଁ ଦାବି ଭୁବନେଶ୍ୱର, ୨୦.୧୧ : ଓଡ଼ିଶା କଳା ଓ କ୍ରୀଡ଼ା ପ୍ରଶିକ୍ଷକ ପ୍ରଶିକ୍ଷିକା ଦୀର୍ଘ ୨୦୧୩ ମସିହାରୁ ପର୍ଯ୍ୟାୟକ୍ରମେ ବିଭିନ୍ନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ମାନଙ୍କରେ ନିଯୁକ୍ତି ପାଇ ର୍ବମାନ ୪୭୮୧ଜଣ ଶିକ୍ଷକ ଶିକ୍ଷୟିତ୍ରୀ କାର୍ଯ୍ୟରତ ଅଛନ୍ତି । କେନ୍ଦ୍ର ସରକାରଙ୍କ ଆରଟିଇ-ଏସ୍‌ଏସ୍‌ଏ ଅଧିନରେ ନିଯୁକ୍ତି ପାଇଥିଲୁ । କଳା ଓ କ୍ରୀଡ଼ା ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ଦିଆଯାଉଥିବା କାର୍ଯ୍ୟ [...]

ସୈନିକ ସ୍କୁଲ୍ ଡମ୍ପିଂୟାର୍ଡ ସ୍ଥାନାନ୍ତରଣ ଦାବିରେ ଛାତ୍ର କଂଗ୍ରେସର ବିକ୍ଷୋଭ

ସୈନିକ ସ୍କୁଲ୍ ଡମ୍ପିଂୟାର୍ଡ ସ୍ଥାନାନ୍ତରଣ ଦାବିରେ ଛାତ୍ର କଂଗ୍ରେସର ବିକ୍ଷୋଭ ଭୁବନେଶ୍ୱର, ୨୦.୧୧ : ସୈନିକ ସ୍କୁଲ୍ ଡମ୍ପିଂୟାର୍ଡ ସ୍ଥାନାନ୍ତରଣ ଦାବିରେ ବୁଧବାର ପ୍ରଦେଶ ଛାତ୍ର କଂଗ୍ରେସ ସଭାପତି ଶ୍ରୀ ଉଦିତ ପ୍ରଧାନଙ୍କ ନେତୃତ୍ୱରେ ପ୍ରଦେଶ ଛାତ୍ର କଂଗ୍ରେସ ପକ୍ଷରୁ ସୈନିକ ସ୍କୁଲ୍ ନିକଟସ୍ଥ ଡମ୍ପିଂୟାର୍ଡ ମୁଖ୍ୟ ଫାଟକ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା । ପ୍ରଦେଶ ଛାତ୍ର କଂଗ୍ରେସର ସଭାପତି ଶ୍ରୀ ପ୍ରଧାନ କହିଥିଲେ ଯେ, ଭୁବନେଶ୍ୱର ମହାନଗର [...]

କ୍ୟାପିଟାଲ ହସ୍ପିଟାଲରେ ବଢିବ ଆଇସିୟୁ ବେଡ୍।

ଭୁବନେଶ୍ୱର:କ୍ୟାପିଟାଲ ହସ୍ପିଟାଲରେ ବଢିବ ଆଇସିୟୁ ବେଡ୍। ଖୁବଶୀଘ୍ର ୪୦ ଆଇସିୟୁ ବେଡ୍ ବିଶିଷ୍ଟ ହେବ କ୍ୟାପିଟାଲ ହସ୍ପିଟାଲ। ଏନେଇ ସୂଚନା ଦେଇଛନ୍ତି କ୍ୟାପିଟାଲ ହସ୍ପିଟାଲ ରୋଗୀ କଲ୍ୟାଣ ସମିତି ଅଧ୍ୟକ୍ଷା ତଥା ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ। ଏବେ କ୍ୟାପିଟାଲ ହସପିଟାଲରେ ୧୬ଟି ଆଇସିୟୁ ବେଡ୍ ରହିଛି। ଖୁବଶୀଘ୍ର ଆଉ ୨୪ଟି ନୂଆ ଆଇସିୟୁ ବେଡ୍ ସାମିଲ ହେବ ବୋଲି ରୋଗୀ କଲ୍ୟାଣ ସମିତି ବୈଠକରେ ନିଷ୍ପତ୍ତି ହୋଇଛି। ଆଜି [...]

କିସ୍‍ ଓ କିଟରେ ବଲିଉଡ୍‍ ଅଭିନେତା ଉତ୍କର୍ଷ ଶର୍ମା

କିସ୍‍ ଓ କିଟରେ ବଲିଉଡ୍‍ ଅଭିନେତା ଉତ୍କର୍ଷ ଶର୍ମା ଭୁବନେଶ୍ୱର, ୧୯ ।୧୧: ବଲିଉଡ୍‍ ଅଭିନେତା ଉତ୍କର୍ଷ ଶର୍ମା ଆଜି କିଟ୍‍ ଓ କିସ୍‍ ପରିଦର୍ଶନ କରି ଫେରିଯାଇଛନ୍ତି । କିସ୍‍ର ୪୦ ହଜାର ପିଲାଙ୍କ ମଧ୍ୟରେ ତାଙ୍କ ଅଭିନୀତ ଚଳଚ୍ଚିତ୍ର ‘ବନବାସ’ର ପ୍ରଚାର ପାଇଁ ସେ ମୁମ୍ବାଇର କିସ୍‍ ଆସିଥିଲେ । ଡିସେମ୍ବର ୨୦ରେ ମୁକ୍ତିଲାଭ କରିବ ‘ବନବାସ’ । ଉତ୍କର୍ଷଙ୍କ ପିତା ତଥା ବିଶିଷ୍ଟ ବଲିଉଡ୍‍ ନିର୍ଦ୍ଦେଶକ [...]

ବସ୍ତିବାସିନ୍ଦାଙ୍କ ପାଇଁ ସୁଲଭ ଆବାସ ପ୍ରକଳ୍ପ (ଏଏଚପି)ର ହିତାଧିକାରୀଙ୍କୁ ଆବଣ୍ଟନ ପତ୍ର ବଣ୍ଟନ

ଗୃହ ନିର୍ମାଣ ଓ ନଗର ଉନ୍ନୟନ, ସାଧାରଣ ଉଦ୍ୟୋଗ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)ର ଅଧ୍ୟକ୍ଷ ଡ. କୃଷ୍ଣଚନ୍ଦ୍ର ମହାପାତ୍ର ଆଜି ଇଡ଼କଲ ଅଡିଟୋରିୟମରେ ବସ୍ତିବାସିନ୍ଦାଙ୍କ ପାଇଁ ସୁଲଭ ଆବାସ ପ୍ରକଳ୍ପ (ଏଏଚପି)ର ହିତାଧିକାରୀଙ୍କୁ ଆବଣ୍ଟନ ପତ୍ର ବଣ୍ଟନ କରିଥିଲେ। ସମୁଦାୟ ୧୧୬ ଜଣ ହିତାଧିକାରୀ ସେମାନଙ୍କ ଆବଣ୍ଟନ ପତ୍ର ପାଇଛନ୍ତି। ଚନ୍ଦ୍ରଶେଖରପୁର ଏଏଚପି ପାଇଁ ୪୭, ନୀଳମାଧବ ଆବାସ ଏଏଚପି ପାଇଁ ୩୬ ଓ ସୁବୁଦ୍ଧିପୁର [...]

ଐତିହାସିକ, ଗବେଷକ ଡ. ପ୍ରଫୁଲ୍ଲ ଚନ୍ଦ୍ର ତ୍ରିପାଠୀଙ୍କ କଥା ସୌରଭ ଲୋକାର୍ପିତ

ଐତିହାସିକ, ଗବେଷକ ଡ. ପ୍ରଫୁଲ୍ଲ ଚନ୍ଦ୍ର ତ୍ରିପାଠୀଙ୍କ କଥା ସୌରଭ ଲୋକାର୍ପିତ ୩ ସାରସ୍ୱତ ପ୍ରତିଭାଧାରୀ ସମ୍ବର୍ଦ୍ଧିତ ଭୁବନେଶ୍ୱର, ୧୯.୧୧ : ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନ, ଓଡ଼ିଶା ନାଗରିକ ମହାମର ମିଳିତ ଉଦ୍ୟମରେ ଭୁବନେଶ୍ୱର ଗୀତଗୋବିନ୍ଦ ସଦନଠାରେ ବିଶିଷ୍ଟ ଐତିହାସିକ, ଗବେଷକ, ସ୍ତମ୍ଭକାର, ସାରସ୍ୱତପ୍ରାଣ ଡ. ପ୍ରଫୁଲ୍ଲ ଚନ୍ଦ୍ର ତ୍ରିପାଠୀଙ୍କ ୮୪ତମ ଜନ୍ମଦିବସ ଅବସରରେ ତାଙ୍କ ସ୍ୱରଚିତ ‘କଥା ସୌରଭ’ ପୁସ୍ତକ ଲୋକାର୍ପିତ ହୋଇଯାଇଛି । ପ୍ରାରମ୍ଭରେ ଜୟଦେବଙ୍କ [...]

ପିସିସି ପକ୍ଷରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଜୟନ୍ତୀ ପାଳିତ

ପିସିସି ପକ୍ଷରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଜୟନ୍ତୀ ପାଳିତ ଭୁବନେଶ୍ୱର, ତା. ୧୯/୧୧ ରିଖ: ଆଜି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଶ୍ରୀମତୀ ଇନ୍ଦିରା ଗାନ୍ଧୀଙ୍କ ଜୟନ୍ତୀ ଉତ୍ସବ ଭୁବନେଶ୍ୱରସ୍ଥ କଂଗ୍ରେସ ଭବନ ଠାରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ସକାଳେ ପିସିସି ପକ୍ଷରୁ କଂଗ୍ରେସ ଭବନ ପରିସରରେ ଥିବା ଇନ୍ଦିରାଜୀ ପ୍ରତିମୁର୍ତିରେ କଂଗ୍ରେସ ନେତୃବୃନ୍ଦ ମାଲ୍ୟାର୍ପଣ କରିଥିଲେ । ପରେ [...]