ଅକ୍ଷୟ ଯୁବ ସଂଘ ତରଫରୁ ମେଧାବୀ ଛାତ୍ରଙ୍କୁ ସମ୍ବର୍ଦ୍ଧନା
ଅକ୍ଷୟ ଯୁବ ସଂଘ ତରଫରୁ ମେଧାବୀ ଛାତ୍ରଙ୍କୁ ସମ୍ବର୍ଦ୍ଧନା ବାଙ୍କୀ -ଚଳିତବର୍ଷ ମାଟ୍ରିକ୍ ପରୀକ୍ଷାରେ ଡମପଡା ବ୍ଲକ ଅନ୍ତର୍ଗତ ଦୁଲଣାପୁର ଗ୍ରାମର ଧିରେନ୍ଦ୍ର ପରିଡ଼ା ଙ୍କ ପୁତ୍ର ଦିବ୍ୟଜିତ୍ ପରିଡ଼ା ଏ-1 ପାଇଥିବାରୁ ତାକୁ ସମ୍ବର୍ଦ୍ଧିତ କରାଯାଇଛି। ସାମାଜିକ ଅନୁଷ୍ଠାନ ଅକ୍ଷୟ ଯୁବ ସଂଘ ର ଆବାହକ ଅବିନାଶ ପଟ୍ଟନାୟକ ଶ୍ରୀ ପରିଡ଼ା ଙ୍କ ଦୁଲଣାପୁର ସ୍ଥିତ ବାସଭବନରେ ପୁଷ୍ପବୃଛ ଓ ଉତ୍ତରୀୟ ଦେଇ ସମ୍ବର୍ଦ୍ଧିତ କରିଥିଲେ। ଏହି କାର୍ଯ୍ୟକ୍ରମରେ [...]