ତରୁଣକାନ୍ତି ମିଶ୍ର ପାଇବେ ‘ସତ୍ୟବାଦୀ ସାରସ୍ୱତ ସମ୍ମାନ’
ତରୁଣକାନ୍ତି ମିଶ୍ର ପାଇବେ ‘ସତ୍ୟବାଦୀ ସାରସ୍ୱତ ସମ୍ମାନ’ ଭୁବନେଶ୍ୱର:- ବାବାଜୀ ଚରଣ ପଟ୍ଟନାୟକ, ମମତା ଦାଶ, ଶରତ ଚନ୍ଦ୍ର ଶତପଥୀ, ରମେଶ ପତ୍ରୀ, ହରିହର ଶୁକ୍ଳ ଓ ନାରାୟଣ ଶତପଥୀଙ୍କୁ ‘ସତ୍ୟବାଦୀ ସାହିତ୍ୟ ସମ୍ମାନ’ ଭୁବନେଶ୍ବର,୧୭ା୪: ବହୁଳ ପ୍ରସାରିତ ଉଚ୍ଚାଙ୍ଗ ସାହିତ୍ୟ ପତ୍ରିକା ‘ଗୋପବନ୍ଧୁଙ୍କ ସତ୍ୟବାଦୀ’ ପକ୍ଷରୁ ସାହିତ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ପ୍ରଦାନ କରାଯାଉଥିବା ‘ସତ୍ୟବାଦୀ ସାରସ୍ୱତ ସମ୍ମାନ ୨୦୨୪’ ଲବ୍ଧପ୍ରତିଷ୍ଠ କଥାଶିଳ୍ପୀ ତଥା ପୂର୍ବତନ ମୁଖ୍ୟ [...]