ନାରୀ ନିର୍ଯ୍ୟାତନା ଓ ଜାଳେଣୀ ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ପକ୍ଷରୁ ମଶାଲ ଶୋଭାଯାତ୍ରା
ନାରୀ ନିର୍ଯ୍ୟାତନା ଓ ଜାଳେଣୀ ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ପକ୍ଷରୁ ମଶାଲ ଶୋଭାଯାତ୍ରା ଭୁବନେଶ୍ୱର, ତା. ୧୫/୦୪ ରିଖ : ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ଭକ୍ତ ଚରଣ ଦାସଙ୍କ ଆହ୍ୱାନ କ୍ରମେ ଆଜି ଭୁବନେଶ୍ଵର ଜିଲ୍ଲା କଂଗ୍ରେସ ପକ୍ଷରୁ ଜିଲ୍ଲା କଂଗ୍ରେସ ସଭାପତି ଶ୍ରୀ ବିଶ୍ଵଜିତ ଦାସଙ୍କ ନେତୃତ୍ୱରେ ଓଡ଼ିଶାର ନାରୀ ନିର୍ଯ୍ୟାତନା, ଦୁଷ୍କର୍ମ, ଗଣଦୁଷ୍କର୍ମ, ହତ୍ୟା ଓ ରନ୍ଧନ ଗ୍ୟାସ [...]