ବର୍ଷାରେ ଆଗ୍ରହ ବଢ଼ୁଛି ଅଜନ୍ତା ସର୍କସ, ସ୍କୁଲ ଓ କଲେଜ ଛାତ୍ରଛାତ୍ରୀଙ୍କୁ ରିହାତି
ବର୍ଷାରେ ଆଗ୍ରହ ବଢ଼ୁଛି ଅଜନ୍ତା ସର୍କସ, ସ୍କୁଲ ଓ କଲେଜ ଛାତ୍ରଛାତ୍ରୀଙ୍କୁ ରିହାତି ଭୁବନେଶ୍ୱର,୧/୭ – ସ୍କୁଲ ଓ କଲେଜ ଛାତ୍ରଛାତ୍ରୀଙ୍କୁ ଟିକଟର ମୂଲ୍ୟ ଶତକଡ଼ା ୫୦ ମୂଲ୍ୟ ଛାଡ଼ ପାଇଁ ଅଜନ୍ତା ସର୍କସ ପକ୍ଷରୁ ସାମ୍ବାଦିକ ସମ୍ମିଳନୀରେ ଘୋଷଣା କରାଯାଇଛି । ଦିର୍ଘ ୮ବର୍ଷ ପରେ ରାଜଧାନୀ ୟୁନିଟ୍ ୩ ପଦର୍ଶନୀ ପଡ଼ିଆରେ ଚିତାକର୍ଷକ ରୋମାଂକାରୀ ଅଜନ୍ତା ସର୍କସ ଦିନକୁ ଦିନ ଲୋକଙ୍କ ଆଗ୍ରହ ବୃଦ୍ଧି ପାଉଛି । [...]