ପିସିସି ପକ୍ଷରୁ ଓଡ଼ିଶା ଦିବସ ପାଳିତ
ପିସିସି ପକ୍ଷରୁ ଓଡ଼ିଶା ଦିବସ ପାଳିତ ଭୁବନେଶ୍ଵର, ତା. ୦୧.୦୪ ରିଖ : ଆଜି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଓଡ଼ିଶା ଦିବସ କଂଗ୍ରେସ ଭବନ ଭୁବନେଶ୍ୱର ଠାରେ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ସକାଳେ ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀଯୁକ୍ତ ଭକ୍ତ ଚରଣ ଦାସଙ୍କ ନେତୃତ୍ୱରେ କଂଗ୍ରେସ ଭବନ ପରିସରରେ ଥିବା ମହାମନିଷୀ ମାନଙ୍କ ପ୍ରତିମୂର୍ତ୍ତୀରେ ମାଲ୍ୟାର୍ପଣ କରାଯାଇଥିଲା। ପରେ କଂଗ୍ରେସ ଭବନ କାର୍ଯ୍ୟାଳୟରେ ଉତ୍କଳ [...]