Search for:
  • Home/
  • ମହାନଗର/
  • ଘନଘନ ଲଘୁଚାପ ସୃଷ୍ଟି ସହ ଏଗୁଡ଼ିକ ଶକ୍ତିଶାଳୀ ହେବା ପାଇଁ ବଙ୍ଗୋପସାଗରରେ ସ୍ଥିତି ଅନୁକୂଳ ହେବ ବର୍ଷା

ଘନଘନ ଲଘୁଚାପ ସୃଷ୍ଟି ସହ ଏଗୁଡ଼ିକ ଶକ୍ତିଶାଳୀ ହେବା ପାଇଁ ବଙ୍ଗୋପସାଗରରେ ସ୍ଥିତି ଅନୁକୂଳ ହେବ ବର୍ଷା

Spread the love

Loading

 

ଭୁବନେଶ୍ୱର:୧୪.୦୭ ଆଜି ରାଜଧାନୀ ବିଭିନ୍ନ ସ୍ଥାନ ରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ହେଉଛି।ଲଘୁଚାପ ଆଣିଲା ବର୍ଷା ଓ              ବଡ଼ ବର୍ଷା । ରାଜ୍ୟରେ ଆଗକୁ ଆସୁଛି ଆହୁରି  ବଡ଼ ବର୍ଷା । କିଛି ଦିନର ବିରତି ପରେ ଜୁଲାଇ ତୃତୀୟ ସପ୍ତାହରୁ ଆରମ୍ଭ ହେବ ବର୍ଷା । ଘନଘନ ଲଘୁଚାପ ସୃଷ୍ଟି ସହ ଏଗୁଡ଼ିକ ଶକ୍ତିଶାଳୀ ହେବା ପାଇଁ ବଙ୍ଗୋପସାଗରରେ ସ୍ଥିତି ଅନୁକୂଳ ହେଉଛି । ଲଘୁଚାପ ସୃଷ୍ଟି ହେବା ପରେ ଏହା ଅଧିକ ଘନୀଭୂତ ହୋଇ ଅବପାତ କିମ୍ବା ଗଭୀର ଅବପାତରେ ପରିଣତ ହେବା ସମ୍ଭାବନା ରହିଛି ।ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା କରାଯାଇଛି ।୧୮ ତାରିଖରୁ ବର୍ଷାର ପରିମାଣ ବୃଦ୍ଧି ହୋଇ ମାସ ଶେଷ ପର୍ଯ୍ୟନ୍ତ ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ରହିଛି । ପ୍ରଥମ ଲଘୁଚାପ ୧୮ ତାରିଖରେ ସୃଷ୍ଟି ହେବା ସମ୍ଭାବନା ରହିଛି । ୨୪ ତାରିଖରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ପରେ ଏହା ଅଧିକ ଘନୀଭୂତ ହୋଇ ଭଲ ବର୍ଷା କରାଇବ ବୋଲି ପୂର୍ବାନୁମାନ କରାଯାଇଛି ।

Leave A Comment

All fields marked with an asterisk (*) are required