Search for:
  • Home/
  • ରାଜ୍ୟ/
  • ଶଙ୍ଖ ଭବନ ଠାରେ ଦଳର ସାଂଗଠନିକ ସମ୍ପାଦକ ଶ୍ରୀଯୁକ୍ତ ପ୍ରଣବ ପ୍ରକାଶ ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକ

ଶଙ୍ଖ ଭବନ ଠାରେ ଦଳର ସାଂଗଠନିକ ସମ୍ପାଦକ ଶ୍ରୀଯୁକ୍ତ ପ୍ରଣବ ପ୍ରକାଶ ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକ

Spread the love

Loading

ଭୁବନେଶ୍ୱର:ଶଙ୍ଖ ଭବନ ଠାରେ ଦଳର ସାଂଗଠନିକ ସମ୍ପାଦକ ଶ୍ରୀଯୁକ୍ତ ପ୍ରଣବ ପ୍ରକାଶ ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଖୋର୍ଦ୍ଧା ଜିଲ୍ଲାର ବିଭିନ୍ନ ନିର୍ବାଚନ ମଣ୍ଡଳୀର ଦଳୀୟ ସଂଗଠନ ଏବଂ ଆଗାମୀ ନିର୍ବାଚନ ରଣନୀତି ସମ୍ପର୍କରେ ଆଲୋଚନା କଲୁ । ଏହି ଅବସରରେ ମାନ୍ୟବର ମନ୍ତ୍ରୀ ଶ୍ରୀଯୁକ୍ତ ଅଶୋକ ଚନ୍ଦ୍ର ପଣ୍ଡା, ଖୋର୍ଦ୍ଧାର ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ଜ୍ୟୋତିନ୍ଦ୍ର ନାଥ ମିତ୍ର, ବେଗୁନିଆର ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ରାଜେନ୍ଦ୍ର କୁମାର ସାହୁ, ଭୁବନେଶ୍ୱର ମଧ୍ୟର ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ଅନନ୍ତ ନାରାୟଣ ଜେନା, ଭୁବନେଶ୍ୱର ଉତ୍ତରର ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ସୁଶାନ୍ତ ରାଉତ, ଜିଲ୍ଲା ସଭାପତି ଶ୍ରୀଯୁକ୍ତ ବିଭୂତି ବଳବନ୍ତ ରାୟ, ଭୁବନେଶ୍ୱର ଲୋକସଭା ପ୍ରାର୍ଥୀ ଶ୍ରୀଯୁକ୍ତ ମନ୍ମଥ ରାଉତରାୟ, ବେଗୁନିଆ ନିର୍ବାଚନ ମଣ୍ଡଳୀର ନେତା ଶ୍ରୀଯୁକ୍ତ ପ୍ରଦୀପ କୁମାର ସାହୁ, ଜୟଦେବ ନିର୍ବାଚନ ମଣ୍ଡଳୀର ନେତା ଶ୍ରୀଯୁକ୍ତ ଚନ୍ଦନ କୁମାର ପାତ୍ର ଓ ଅନ୍ୟ ନେତୃବୃନ୍ଦ ଉପସ୍ଥିତ ଥିଲେ ।

Leave A Comment

All fields marked with an asterisk (*) are required