Search for:
  • Home/
  • ରାଜ୍ୟ/
  • ବିଜେଡିର ଅଷ୍ଟମ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା,

ବିଜେଡିର ଅଷ୍ଟମ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା,

Spread the love

Loading

ବିଜେଡିର ଅଷ୍ଟମ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା, ଭୋଗରାଇରୁ ନିର୍ବାଚନ ଲଢିବେ ଗୌତମବୁଦ୍ଧ ଦାସ

ଭୁବନେଶ୍ବର: ୨୦୨୪ ସାଧାରଣ ନିର୍ବାଚନ ପାଇଁ ଅଷ୍ଟମ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ଘୋଷଣା କରିଛି ବିଜୁ ଜନତା ଦଳ। ସୁପ୍ରିମୋ ନବୀନ ପଟ୍ଟନାୟକ ଅଷ୍ଟମ ପର୍ଯ୍ୟାୟରେ ୩ ବିଧାନସଭା ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି।

ଭୋଗରାଇ: ଗୌତମବୁଦ୍ଧ ଦାସ
ବେଗୁନିଆ: ପ୍ରଦୀପ କୁମାର ସାହୁ

ଖୋର୍ଦ୍ଧା: ରାଜେନ୍ଦ୍ର କୁମାର ସାହୁ
ସୂଚନାଯୋଗ୍ୟ, ବିଜେଡି ବର୍ତ୍ତମାନ ସୁଦ୍ଧା ସମସ୍ତ ୨୧ ଲୋକସଭା ଓ ୧୪୪ ଟି ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରିଛି। ତେବେ ମୋଟ ୧୪୭ ବିଧାନସଭା ଆସନ ମଧ୍ୟରୁ ଆଉ ୩ ବିଧାନସଭା ଆସନରେ ବିଜେଡିର ପ୍ରାର୍ଥୀ ଘୋଷଣା ହୋଇନାହିଁ।

Leave A Comment

All fields marked with an asterisk (*) are required