Search for:
  • Home/
  • ରାଜ୍ୟ/
  • ଦଳବିରୋଧୀ କାର୍ଯ୍ୟ କାରଣରୁ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ

ଦଳବିରୋଧୀ କାର୍ଯ୍ୟ କାରଣରୁ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ

Spread the love

Loading

ଦଳବିରୋଧୀ କାର୍ଯ୍ୟ କାରଣରୁ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର, ତା.୦୧/୦୭: ଦଳବିରୋଧୀ କାର୍ଯ୍ୟ ଏବଂ ଦଳୀୟ ଅନୁଶାସନ ଭଙ୍ଗ କାରଣରୁ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ର୍ନିେଶକ୍ରମେ ଉତର-ଭୁବନେଶ୍ୱର ବିଧାନସଭା ନିର୍ବାଚନମଳୀର ତଥା ଭୁବନେଶ୍ୱର ମହାନଗର ନିଗମ ଓ୍‌ôାର୍ଡ ନଂ-୪ କର୍ପୋରେଟର ଶ୍ରୀ ସୁକୁମାର ସାହୁଙ୍କୁ ଦଳରୁ ବହିଷ୍କାର କରାଗଲା ବୋଲି ରାଜ୍ୟ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ ।

Leave A Comment

All fields marked with an asterisk (*) are required