Search for:
  • Home/
  • ରାଜ୍ୟ/
  • ଆସନ୍ତାକାଲି ବସିବ ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦ ବୈଠକ ।

ଆସନ୍ତାକାଲି ବସିବ ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦ ବୈଠକ ।

Spread the love

Loading

ଭୁବନେଶ୍ୱର:ଆସନ୍ତାକାଲି ବସିବ ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆସନ୍ତାକାଲି ସଂଧ୍ୟାରେ ବୈଠକ ବସିବ । ମନ୍ତ୍ରୀ ପରିଷଦ ବୈଠକରେ ଅତିରିକ୍ତ ବଜେଟ୍‌କୁ ଅନୁମୋଦନ ମିଳିବା ସମ୍ଭାବନା ରହିଛି । ଆସନ୍ତା ୨୨ ତାରିଖରେ ଆରମ୍ଭ ହେବାକୁ ଥିବା ବିଧାନସଭାର ମୌସୁମୀ ଅଧିବେଶନରେ ଅତିରିକ୍ତ ବଜେଟ୍ ୨୦୨୩-୨୪ ଆଗତ ହେବ । ଆସନ୍ତାକାଲିର କ୍ୟାବିନେଟ ବୈଠକରେ ବିଭିନ୍ନ ବିଭାଗର ବହୁ ଗୁରୁତ୍ୱପୁର୍ଣ୍ଣ ପ୍ରସ୍ତାବରେ ମୋହର ଲାଗିବା ସମ୍ଭାବନା ଅଛି । କୃଷି, ମହିଳା ଓ ଯୁବ ବିକାଶ ଏବଂ ସାମାଜିକ କଲ୍ୟାଣ କ୍ଷେତ୍ରରେ ବିକାଶ କ୍ୟାବିନେଟ୍ ବୈଠକର ଏଜେଣ୍ଡାରେ ରହିବା ସୂତ୍ରରୁ ଜଣାପଡିଛି

Leave A Comment

All fields marked with an asterisk (*) are required