Search for:
  • Home/
  • ରାଜ୍ୟ/
  • ୨୮୨୦୦ କୋଟିର ଅତିରିକ୍ତ ବଜେଟ୍ ଉପସ୍ଥାପିତ

୨୮୨୦୦ କୋଟିର ଅତିରିକ୍ତ ବଜେଟ୍ ଉପସ୍ଥାପିତ

Spread the love

Loading

ଭୁବନେଶ୍ୱର: ଆଜି ଓଡ଼ିଶା ବିଧାନସଭାରେ ୨୮୨୦୦ କୋଟି ଟଙ୍କାର ବଜେଟ୍ ଉପସ୍ଥାପନ କରିଛନ୍ତି ଅର୍ଥ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ । ଅତିରିକ୍ତ ବଜେଟ୍ ରେ ବିପର୍ଯ୍ୟୟ ପରିଚାଳନା ପାଇଁ ସର୍ବାଧିକ ୪୬୯୮ କୋଟି ଟଙ୍କାର ବ୍ୟୟବରାଦ ହୋଇଛି। ପଞ୍ଚାୟତିରାଜ ବିଭାଗ ପାଇଁ ୪ ହଜାର ୮୩ କୋଟି, ଗଣଶିକ୍ଷା ବିଭାଗ ପାଇଁ ୨୮୮୨ କୋଟି, ଜଳସମ୍ପଦ ପାଇଁ ୨୪୦୭ କୋଟି ବ୍ୟୟବରାଦ ହୋଇଛି । ସେହିପରି, ନୂଆ ଯୋଜନା ଆମ ଓଡ଼ିଶା ନବୀନ ଓଡ଼ିଶା ପାଇଁ ୨୩୦୨ କୋଟି ଓ ମେଟ୍ରୋ ରେଳ ପ୍ରକଳ୍ପ ନିମନ୍ତେ ୨୧୦ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି ।

Leave A Comment

All fields marked with an asterisk (*) are required