Search for:
  • Home/
  • ରାଜ୍ୟ/
  • ସଚେତନତା ଓ ସତର୍କତା ଦ୍ଵାରା ହିଁ ସାଇବର ଅପରାଧକୁ ରୋକିହେବ

ସଚେତନତା ଓ ସତର୍କତା ଦ୍ଵାରା ହିଁ ସାଇବର ଅପରାଧକୁ ରୋକିହେବ

Spread the love

Loading

ସଚେତନତା ଓ ସତର୍କତା ଦ୍ଵାରା ହିଁ ସାଇବର ଅପରାଧକୁ ରୋକିହେବ କ୍ଷ ଏହି ବାର୍ତ୍ତାଟି
ରାଜ୍ୟର ଘରେ ଘରେ ଏବଂ ପ୍ରତିଟି ଜନସାଧାରଣଙ୍କ ନିକଟରେ ପହଞ୍ଚାଇବା ଉଦ୍ଦେଶ୍ୟ ନେଇ
ସାଇବର ସୁରକ୍ଷା ରଥ ନିଜର ଅଭିଯାନ ଜାରି ରଖିଛି କ୍ଷ ଆଜି ଦ୍ଵିତୀୟ ଦିନରେ ସାଇବର ସୁରକ୍ଷା
ରଥ ରାଜ୍ୟର ସମସ୍ତ ଜିଲ୍ଲାରେ ଗାଁ ଠାରୁ ଆରମ୍ଭ କରି ସହର, ବଜାର, ହାଟ, କଲେଜ ତଥା
ଶିକ୍ଷାନୁଷ୍ଠାନ ଗୁଡିକରେ ସାଇବର ଠକେଇ ସମ୍ପର୍କରେ ସଚେତନତାର ବାର୍ତ୍ତା ବାଣ୍ଟି ଚାଲିଛି କ୍ଷ
ସାଇବର ସୁରକ୍ଷା ରଥକୁ ପ୍ରତିଟି ସ୍ଥାନରେ ସ୍ଥାନୀୟ ବାସିନ୍ଦାଙ୍କ ଦ୍ଵାରା ଭବ୍ୟ ସ୍ଵାଗତ
କରାଯିବା ସହ ସେଥିରେ ପ୍ରଦର୍ଶିତ ହେଉଥିବା ସଚେତନତା ବାର୍ତ୍ତାକୁ ଲୋକମାନେ ଆଗ୍ରହର
ସହ ଦେଖୁଥିବା ପରିଲକ୍ଷିତ ହେଉଛି କ୍ଷ ବିଶେଷକରି ବୈଷୟିକ ଶିକ୍ଷାନୁଷ୍ଠାନ ଗୁଡିକରେ ପାଠ
ପଢୁଥିବା ଛାତ୍ରଛାତ୍ରୀମାନେ ସାଇବର ଠକ୍ଟକ୍ଷଙ୍କଦ୍ଭଗ୍ଧରରକ୍ସ ଭାବେ ଯୋଡି ହୋଇ ସଚେତନତା ବାର୍ତ୍ତା
ଗାଁ ଗହଳି ପର୍ୟ୍ୟନ୍ତ ପହଞ୍ଚାଉଛନ୍ତି କ୍ଷ ଏହା ବ୍ୟତୀତ ରାଜ୍ୟସ୍ତରୀୟ କୁଇଜ ପ୍ରତିଯୋଗୀତା
ମଧ୍ୟ ଅନଲାଇନ ମାଧ୍ୟମରେ ଅନୁଷ୍ଠିତ ହେଉଛି କ୍ଷ ଏଥିରେ ଅଂଶଗ୍ରହଣ କରି ପୁରସ୍କାର ଜିତିବା
ସହ ସାଇବର ସଚେତନ ହେବା ପାଇଁ ଓଡିଶା ପୋଲିସ ତରଫରୁ ଅଭିନବ ପ୍ରୟାସ କରାଯାଇଛି କ୍ଷ
ଏହି କୁଇଜ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବାକୁ ଜନସାଧାରଣଙ୍କୁ ଅନୁରୋଧ କରାଯାଉଛି କ୍ଷ
ଆଜି ରାଜ୍ୟର ବିଭିନ୍ନ କଲେଜ ତଥା ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀମାନେ କୁଇଜ ଏବଂ
ଚିତ୍ରାଙ୍କନ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ସଚେତନତା କାର୍ୟ୍ୟକ୍ରମକୁ ଆହୁରି ବ୍ୟାପକ
କରିଛନ୍ତି କ୍ଷ ଏହି ଅବସରରେ କୃତୀ ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ପ୍ରଦାନ ମଧ୍ୟ କରାଯାଉଛି
କ୍ଷ ଏହା ସହ ବିଭିନ୍ନ ସ୍ଥାନରେ ଜନସଚେତନତା ମୂଳକ ନାଟକ, ଲୋକନୃତ୍ୟ ପରିବେଷଣ ସହ
କୁନିକୁନି ପିଲାଙ୍କ ଦ୍ଵାରା ସଙ୍ଗୀତ ପରିବେଷଣର କାର୍ୟ୍ୟକ୍ରମ ମଧ୍ୟ ଆୟୋଜନ କରାଯାଉଛି କ୍ଷ
ଯାହାକି ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ବେଶ ଆଦୃତ ହେଉଛି କ୍ଷ ଏହି ସଚେତନତା
ଙଊଓଝଐଇ ଚଙଖଓଉଋ
ଝଞଇଞଋ ଐଋଇଊଛଟଇଜଞଋଜଝ
ଉଟଞଞଇଉକ.

କାର୍ୟ୍ୟକ୍ରମର ଅନ୍ୟତମ ଆକର୍ଷଣ ସାଜିଛି “ସାଇରା” କ୍ଷ ସ୍କୁଲ ଓ କଲେଜର ଛାତ୍ରଛାତ୍ରୀ
ମାନେ “ସାଇରା” ସହ ସେଲଫି ଓ ଫଟୋ ଉଠାଇବାକୁ ନେଇ ସେମାନଙ୍କ ମଧ୍ୟରେ ଆଗ୍ରହ
ପରିଲକ୍ଷିତ ହୋଇଥିବାବେଳେ “ସାଇରା” ସଚେତନତା ଧର୍ମୀ ଲିଫଲେଟ ଲୋକମାନଙ୍କୁ ବାଣ୍ଟି
ସଚେତନ କରିବା ଦୃଶ୍ୟ ସମସ୍ତଙ୍କୁ ଆକର୍ଷିତ କରିଛି କ୍ଷ
ରାଜ୍ୟର ପ୍ରତିଟି ଅଞ୍ଚଳରେ ସାଇବର ସୁରକ୍ଷା ରଥକୁ ସ୍ଥାନୀୟ ଲୋକ ପ୍ରତିନିଧି,
ବରିଷ୍ଠ ନାଗରିକ, ଛାତ୍ରଛାତ୍ର, ସରକାରୀ ଅଧିକାରୀ, ପଞ୍ଚାୟତ ପ୍ରତିନିଧି, ମିଶନ ଶକ୍ତିର
କର୍ମକର୍ତ୍ତାଗଣ ସ୍ଵାଗତ କରୁଛନ୍ତି କ୍ଷ ଜିଲ୍ଲାର ଏସ.ପି.ଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ
ଏହି ସାଇବର ରଥ ସଫଳତାର ସହ ସଚେତନତା କାର୍ୟ୍ୟକ୍ରମ ସମାପନ ହେଉଛି କ୍ଷ
ଉଲ୍ଲେଖଯୋଗ୍ୟଯେ, ଅକ୍ଟୋବର ୧୫ ତାରିଖ ପର୍ୟ୍ୟନ୍ତ ସବୁ ଜିଲ୍ଲାରେ ୩୪ଟି ସାଇବର
ସୁରକ୍ଷା ରଥ ବୁଲି ଲୋକଙ୍କୁ ସଚେତନ କରିବ

Leave A Comment

All fields marked with an asterisk (*) are required