ଭୁବନେଶ୍ୱର ପଦ୍ମକେଶରୀପୁରରେ ଶାନ୍ତି ଫେରାଇବାକୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ, ଗତକାଲି ସନ୍ଧ୍ୟାରେ ଗାଁକୁ ଯାଇ ସ୍ଥିତି ପରଖିଥିବା ଦର୍ଶାଇଲେ, ଗାଁର ୧୫୦ ଲୋକଙ୍କୁ ଗିରଫ କରି ୩ ମାସ ହେଲା ଜେଲ୍ ପଠାଯାଇଛି, ଗାଁରେ ଅଳ୍ପ କିଛି ମହିଳା ଓ ଶିଶୁ ଅଛନ୍ତି, ଭୟର ବାତାବରଣ ରହିଛି।