Search for:
  • Home/
  • ରାଜ୍ୟ/
  • ରକ୍ତଦାନ ଶିବିରରେ ୨୦୪ ୟୁନିଟ ରକ୍ତ ସଂଗ୍ରହ କଲେ ଯୁବ ଓ ଛାତ୍ର ବିଜେଡ଼ି କର୍ମକର୍ତ୍ତା।

ରକ୍ତଦାନ ଶିବିରରେ ୨୦୪ ୟୁନିଟ ରକ୍ତ ସଂଗ୍ରହ କଲେ ଯୁବ ଓ ଛାତ୍ର ବିଜେଡ଼ି କର୍ମକର୍ତ୍ତା।

Spread the love

Loading

 

କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ସ୍ବେଛାକୃତ ରକ୍ତଦାନ ଶିବିର ଆୟୋଜନ।

ରକ୍ତଦାନ ଶିବିରରେ ୨୦୪ ୟୁନିଟ ରକ୍ତ ସଂଗ୍ରହ କଲେ ଯୁବ ଓ ଛାତ୍ର ବିଜେଡ଼ି କର୍ମକର୍ତ୍ତା।

ଭୁବନେଶ୍ୱର:ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ୫ ଟି ଏବଂ ନବୀନ ଓଡିଶା ଅଧ୍ୟକ୍ଷ ଭି.କେ ପାଣ୍ଡିଆନ ତତ୍ତ୍ଵାବଧାନରେ ଏକ ସ୍ବେଛାକୃତ ରକ୍ତଦାନ ଶିବିର ଆୟୋଜନ କରାଯାଇଥିଲା। ଏହି ରକ୍ତଦାନ ଶିବିର ବିଜୁ ଜନତା ଦଳ ସାଂଗଠାନିକ ସମ୍ପାଦକ ଶ୍ରୀ ପ୍ରଣବ ପ୍ରକାଶ ଦାସଙ୍କ ନେତୃତ୍ୱରେ ଅୟୋଜନ କରାଯାଇଥିଲା।
ଏହି ରକ୍ତଦାନ ଶିବିରରେ ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ୨୦୪ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିଲା।
ଏହି ଶିବିରକୁ ବିଜୁ ଜନତା ଦଳର ରାଜ୍ୟ ସାଧାରଣ ସମ୍ପାଦକ (ଯୁବ ଓ ଛାତ୍ର ବ୍ୟାପାର) ପ୍ରଣବ ବଳବନ୍ତରାୟ ଏବଂ ବିଜୁ ଛାତ୍ର ଜନତା ଦଳ ରାଜ୍ୟ ସଭାପତି ଦେବୀ ରଞ୍ଜନ ତ୍ରିପାଠୀ ପ୍ରମୁଖ ପ୍ରମୁଖ ପରିଚାଳନା କରିଥିଲେ।

ଏହି ଅବସରରେ ବିଜୁ ଯୁବ ଓ ଛାତ୍ର ଜନତା ଦଳ ସମେତ ସମସ୍ତ ରାଜ୍ୟ କର୍ମକର୍ତ୍ତା ସମେତ ଜିଲ୍ଲା ସଭାପତି ଅନେକ ପ୍ରମୁଖ କର୍ମକର୍ତ୍ତା ଯୋଗଦାନ କରି କାର୍ଯ୍ୟକ୍ରମକୁ ସଫଳ କରାଇଥିଲେ।

 

Leave A Comment

All fields marked with an asterisk (*) are required