Search for:
  • Home/
  • ରାଜ୍ୟ/
  • ଉମରକୋଟରେ ୨୧୨ କୋଟି ଟଙ୍କାର ବିକାଶ କାମ ଚାଲିଛି ପେଣ୍ଡେରାଣୀ ମନ୍ଦିର କାମ ଶେଷ ହୋଇଛି

ଉମରକୋଟରେ ୨୧୨ କୋଟି ଟଙ୍କାର ବିକାଶ କାମ ଚାଲିଛି ପେଣ୍ଡେରାଣୀ ମନ୍ଦିର କାମ ଶେଷ ହୋଇଛି

Spread the love

Loading

ଉମରକୋଟରେ କାର୍ତ୍ତିକ ପାଣ୍ଡିଆନ

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ବିକାଶ କାମର ହିସାବ ଦେଲେ ପାଣ୍ଡିଆନ

ଉମରକୋଟରେ ୨୧୨ କୋଟି ଟଙ୍କାର ବିକାଶ କାମ ଚାଲିଛି

ପେଣ୍ଡେରାଣୀ ମନ୍ଦିର କାମ ଶେଷ ହୋଇଛି

୩ କୋଟି ଟଙ୍କାରେ ଶିବ ମନ୍ଦିର ରାସ୍ତା ଚାଲିଛି

କିଡ୍‌ନୀ ରୋଗ ଚିକିତ୍ସା ପାଇଁ ଉମରକୋଟରେ ଖୋଲିଛି ଡାଇଲିସିସ ସେଣ୍ଟର

୫୦ କୋଟିରେ ୫ଟି ରାସ୍ତା କାମ ଚାଲିଛି

୫ କୋଟି ଟଙ୍କା ଭାସ୍କେଲ ଡ୍ୟାମ ପାଇଁ

ମୁଖ୍ୟମନ୍ତ୍ରୀଙ୍କର ବିଶାଳ ହୃଦୟ
ଜନଜାତି ଭାଇ ଭଉଣୀ ମାନଙ୍କ ପାଇଁ ତାଙ୍କ ହୃଦୟରେ ସ୍ୱତନ୍ତ୍ର ସ୍ଥାନ ରହିଛି.

ସବୁବେଳେ ଆପଣଙ୍କ ପଛରେ ଦୃଢ ଭାବରେ ଠିଆ ହୋଇଛନ୍ତି

BSKYରେ ଚିକିତ୍ସା ପାଇଁ ସିପ୍ରା ପାଇଲେ ୭ ଲକ୍ଷ ୨୦ ହଜାର, ପ୍ରଦୀପ ବାବୁ ୪ ଲକ୍ଷ ଟଙ୍କା

BSKYକୁ ବନ୍ଦ କରିବାକୁ ମଧ୍ୟ କେନ୍ଦ୍ରମନ୍ତ୍ରୀ ଚକ୍ରାନ୍ତ କରୁଛନ୍ତି

କେନ୍ଦ୍ର ନେତା କେବଳ ବଡ ବଡ କଥା କୁହନ୍ତି
ସେ ଚାହିଁଥିଲେ ନଵରଙ୍ଗପୁର ରେ ଦୁଇ ତିନୋଟି କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିପାରି ଥାନ୍ତେ.
କେନ୍ଦ୍ର ମନ୍ତ୍ରୀ ଆସିଲେ ତାଙ୍କୁ ଆପଣ ମାନେ ଏ ବିଷୟରେ ପ୍ରଶ୍ନ କରନ୍ତୁ.

ରାଜ୍ୟ ସରକାର ୫-ଟିରେ ୮୦୦୦ ସ୍କୁଲର କରିଛନ୍ତି ରୂପାନ୍ତର

ମହିଳା ସଶକ୍ତିକରଣକୁ ବିରୋଧ କରୁଛନ୍ତି କେନ୍ଦ୍ର ମନ୍ତ୍ରୀ

ମିଶନ ଶକ୍ତି ମା ମାନଙ୍କ ଦୁବାଇ ଗସ୍ତକୁ ଷଡଯନ୍ତ୍ର କରି ବନ୍ଦ କଲେ

ମୁଖ୍ୟମନ୍ତ୍ରୀ ଆପଣଙ୍କ ସୁଖ ଦୁଃଖରେ ଅଛନ୍ତି

ଯୋଡି ଶଙ୍ଖରେ ଭୋଟ ଦେଇ ତାଙ୍କୁ ଆଶୀର୍ବାଦ କରନ୍ତୁ |

Leave A Comment

All fields marked with an asterisk (*) are required