Search for:
  • Home/
  • ରାଜ୍ୟ/
  • ବବି ଦାସଙ୍କ ମା’ ସନ୍ଧ୍ୟାରାଣୀ ଦାସଙ୍କୁ କୋରେଇ ଟିକେଟ ଦେଲା ବିଜେଡି

ବବି ଦାସଙ୍କ ମା’ ସନ୍ଧ୍ୟାରାଣୀ ଦାସଙ୍କୁ କୋରେଇ ଟିକେଟ ଦେଲା ବିଜେଡି

Spread the love

Loading

ବବି ଦାସଙ୍କ ମା’ ସନ୍ଧ୍ୟାରାଣୀ ଦାସଙ୍କୁ କୋରେଇ ଟିକେଟ ଦେଲା ବିଜେଡି

ଭୁବନେଶ୍ୱର:ଦଳର ସଂଗଠନ ସଂପାଦକ ପ୍ରଣବ ପ୍ରକାଶ ଦାସଙ୍କ ମା’ ସନ୍ଧ୍ୟାରାଣୀ ଦାସଙ୍କୁ ଟିକେଟ ମିଳିଛି। ଦଳ ତାଙ୍କୁ କୋରେଇରୁ ପ୍ରାର୍ଥୀ କରିଛି।

କୋରେଇରୁ ବବିଙ୍କ ମା’ଙ୍କୁ ଟିକେଟ ଦିଆଯାଇଥିବା ବେଳେ ଖଣ୍ଡପଡ଼ାରୁ ସାବିତ୍ରୀ ପ୍ରଧାନ ଓ ନୀଳଗିରିରୁ ସୁକାନ୍ତ କୁମାର ନାୟକଙ୍କୁ ପ୍ରାର୍ଥୀ କରାଯାଇଛି। ସେହିପରି ଦେବଗଡ଼ ବିଧାନସଭା ଆସନରେ ପ୍ରାର୍ଥୀଙ୍କୁ ବଦଳାଇଛି ବିଜେଡି। ଦଳ ପୂର୍ବରୁ ଅରୁନ୍ଧତୀ ଦେବୀଙ୍କୁ ପ୍ରାର୍ଥୀ କରିଥିବା ବେଳେ ଆଜି ତାଙ୍କୁ ବଦଳାଇ ରୋମାଞ୍ଚ ରଞ୍ଜନ ବିଶ୍ୱାଳଙ୍କୁ ଦଳ ପ୍ରାର୍ଥୀ ଘୋଷଣା କରିଛି।

Leave A Comment

All fields marked with an asterisk (*) are required