Search for:

ଆଦାନୀକୁ ତୁରନ୍ତ ଗିରଫ କରାଯାଉ – ଶ୍ରୀକାନ୍ତ ଜେନା

ଭୁବନେଶ୍ୱର:ଭ୍ରଷ୍ଟାଚାରୀ ଗୌତମ ଆଦାନୀକୁ ଘଣ୍ଟ ଘୋଡ଼ାଉଛି ମୋଦି ସରକାର – ପ୍ରଦେଶ କଂଗ୍ରେସ ଆଦାନୀକୁ ତୁରନ୍ତ ଗିରଫ କରାଯାଉ – ଶ୍ରୀକାନ୍ତ ଜେନା ଗନ୍ଧମାର୍ଦ୍ଧନ ପର୍ବତକୁ ଆଦାନୀକୁ ଟେକିଦେବା ପ୍ରସଙ୍ଗରେ ସ୍ପଷ୍ଟୀକରଣ ରଖନ୍ତୁ ମୁଖ୍ୟମନ୍ତ୍ରୀ – ସନ୍ତୋଷ ସିଂ ସାଲୁଜା 2,000 କୋଟି ଲାଞ୍ଚ ମାମଲାରେ ଆଦାନୀ ଗ୍ରୁପ୍ର ସମ୍ପୃକ୍ତି ଏବଂ ଆମେରିକାର କର୍ତ୍ତୃପକ୍ଷଙ୍କ ଅଭିଯୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସରକାର ଏବଂ କର୍ପୋରେଟ୍ ସ୍ୱାର୍ଥ ମଧ୍ୟରେ ଗଭୀର ସମ୍ପର୍କ [...]

କ୍ୟାନସର୍ ପୀଡ଼ିତଙ୍କ ପାଇଁ ଉତ୍ସାର୍ଗ କଲେ ବିବାହରେ ମିଳିଥିବା ଉପହାର ଅର୍ଥ

କ୍ୟାନସର୍ ପୀଡ଼ିତଙ୍କ ପାଇଁ ଉତ୍ସାର୍ଗ କଲେ ବିବାହରେ ମିଳିଥିବା ଉପହାର ଅର୍ଥ ବିବାହ ଉତ୍ସବରେ କର୍କଟ ପିଡୀତଙ୍କ ପାଇଁ ସମାଜମଙ୍ଗଳ ହୁଣ୍ଡି ପ୍ରତିଷ୍ଠା। ବାଙ୍କୀ/ ଡମପଡା ବ୍ଲକ ଅନ୍ତର୍ଗତ ଦୁଲଣାପୁର ଗ୍ରାମ ର ଯୁବ ସମାଜସେବୀ ମୁକେଶ ରାଉତ ଓ ମିକି ରାଉତଙ୍କ ବିବାହ ଗତକାଲି ଅନୁଷ୍ଠିତ ହେଇଥିଲା । ବିବାହ ଉତ୍ସବରେ ବନ୍ଧୁବାନ୍ଧବ ତଥା ସାଙ୍ଗସାଥୀଙ୍କ ଠାରୁ ମିଳିଥିବା ଉପହାର ଅର୍ଥରାଶି କୁ ସମାଜମଙ୍ଗଳ ହୁଣ୍ଡିରେ ପକାଯାଇଥିଲା । [...]

ଟେଣ୍ଡର ପାଇଥିବା ରଞ୍ଜିତ ବିଲ୍‌କନ ଏକ କଳା ତାଲିକାଭୁକ୍ତ କମ୍ପାନୀ

ଭୁବନେଶ୍ୱର ମେଟ୍ରୋ ରେଳବାଇ ନିର୍ମାଣ ଟେଣ୍ଡରକୁ ବାତିଲ କରାଯାଉ : ୟାସିର ନୱାଜ ଟେଣ୍ଡର ପାଇଥିବା ରଞ୍ଜିତ ବିଲ୍‌କନ ଏକ କଳା ତାଲିକାଭୁକ୍ତ କମ୍ପାନୀ ଭୁବନେଶ୍ୱର, ୨୧.୧୧ : ଭୁବନେଶ୍ୱର ସଂସଦୀୟ କ୍ଷେତ୍ରର କଂଗ୍ରେସ ଲୋକସଭା ପ୍ରାର୍ଥୀ ସୟଦ ୟାସିର ନୱାଜ ଗୁରୁବାର ଦିନ ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ଏକ ସାମ୍ବାଦିକ ସମ୍ମିଳନୀରେ ଅଭିଯୋଗ କରିଛନ୍ତି ଯେ, ଓଡ଼ିଶା ସରକାର ଯେଉଁ କମ୍ପାନୀ ଉପରେ ଭୁବନେଶ୍ୱର ମେଟ୍ରୋ ରେଳପଥ ଦାୟିତ୍ୱ [...]

ଦୁଇଜଣ ଭିନ୍ନକ୍ଷମଙ୍କୁ କୃତ୍ରିମ ଅଙ୍ଗ ଯୋଗାଇଲା ଓଡ଼ିଶା-ମୋ ପରିବାର

ଦୁଇଜଣ ଭିନ୍ନକ୍ଷମଙ୍କୁ କୃତ୍ରିମ ଅଙ୍ଗ ଯୋଗାଇଲା ଓଡ଼ିଶା-ମୋ ପରିବାର ଓଡ଼ିଶା-ମୋ ପରିବାର ମାଧ୍ୟମରେ ବିଭିନ୍ନ ଦୁର୍ଘଟଣାରେ ନିଜର ଅଙ୍ଗ ହରାଇଥିବା ଦୁଇଜଣ ଭିନ୍ନକ୍ଷମଙ୍କୁ କୃତ୍ରିମ ଅଙ୍ଗ ଯୋଗାଇ ଦିଆଯାଇଛି । ସୂଚନାନୁସାରେ, କଟକ ଜିଲ୍ଲାର ସାଲେପୁର ଅଞ୍ଚଳର ଆନନ୍ଦ ବାରିକ (୪୩ବର୍ଷ) ଏକ ଛୋଟ ପାନ ଦୋକାନ କରି ପରିବାର ଚଳାନ୍ତି । ୧୯୯୬ ମସିହାରେ ଏକ ପିରକ କଣ୍ଟା ତାଙ୍କ ବାମ ପାଦରେ ଫୁଟି ସେପ୍ଟିକ ହୋଇଯାଇଥିଲା । [...]

ମୁମ୍ବାଇରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ (ମୃତଦେହ ଜନ୍ମମାଟିକୁ ଫେରାଇ ଆଣିଲା ଓଡ଼ିଶା-ମୋ ପରିବାର)

ମୁମ୍ବାଇରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ (ମୃତଦେହ ଜନ୍ମମାଟିକୁ ଫେରାଇ ଆଣିଲା ଓଡ଼ିଶା-ମୋ ପରିବାର) ଭୁବନେଶ୍ୱର:ଗଞ୍ଜାମ ଜିଲ୍ଲାର ବାସିନ୍ଦା ସିଦ୍ଧାନ୍ତ ସାହୁ (୨୬ବର୍ଷ) ଗତ ୮ବର୍ଷ ଧରି ମୁମ୍ବାଇରେ ରହି ପାଣି ପାଇପ୍ କାମ କରିଆସୁଥିଲେ । ଗତ ଅଗଷ୍ଟ ୩୦ତାରିଖରେ ସେ କାମ କରୁଥିବା ବେଳେ ତାଙ୍କର ମୃତ୍ୟୁ ହୋଇଥିଲା । ସିଦ୍ଧାନ୍ତ, କାମ କରୁଥିବା କମ୍ପାନୀ ତାଙ୍କ ମୃତଦେହକୁ ବିମାନ ଯୋଗେ ମୁମ୍ବାଇରୁ ଓଡ଼ିଶା ପଠାଇବାର ସମସ୍ତ ବ୍ୟବସ୍ଥା [...]