Search for:

ଆଦାନୀ-ସୌରଶକ୍ତି ଚୁକ୍ତି ଲା କାରବାର ପ୍ରସଙ୍ଗରେ ପ୍ରଦେଶ ଯୁବ କଂଗ୍ରେସର ବିକ୍ଷୋଭ

ଆଦାନୀ-ସୌରଶକ୍ତି ଚୁକ୍ତି ଲା କାରବାର ପ୍ରସଙ୍ଗରେ ପ୍ରଦେଶ ଯୁବ କଂଗ୍ରେସର ବିକ୍ଷୋଭ ଭୁବନେଶ୍ୱର, ୨୨.୧୧ : ପ୍ରଦେଶ ଯୁବ କଂଗ୍ରେସ ପକ୍ଷରୁ ଶୁକ୍ରବାର ରଣଜିତ ପାତ୍ରଙ୍କ ନେତୃତ୍ୱରେ ଆଦାନୀ-ଲା କାରବାର ପ୍ରତିବାଦରେ ଏକ ବିକ୍ଷୋଭ ଶୋଭାଯାତ୍ରା କଂଗ୍ରେସ ଭବନରୁ ବାହାରି ମାଷ୍ଟର କ୍ୟାିନ ଛକ ପର୍ଯ୍ୟନ୍ତ ଯାଇଥିଲା । ସେଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ତାଙ୍କର ପ୍ରିୟ ଶିଳ୍ପପତି ଗୌତମ ଆଦାନୀଙ୍କ କୁଶ ପୁଳିକା ଦାହ କରିବା ସହ [...]

ରାଜ୍ୟସ୍ତରୀୟ ଶହୀଦ ଲକ୍ଷ୍ମଣ ନାଏକଙ୍କ ଜୟନ୍ତୀ ପାଳନ

ଭୁବନେଶ୍ୱର:ଆଜି ରାଜ୍ୟସ୍ତରୀୟ ଶହୀଦ ଲକ୍ଷ୍ମଣ ନାଏକଙ୍କ ଜୟନ୍ତୀ ପାଳନ କରାଯାଉଛି । ଏହି ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ମନ୍ତ୍ରୀ ଶ୍ରୀଯୁକ୍ତ ନିତ୍ୟାନନ୍ଦ ଗଣ୍ଡଙ୍କ ଉପସ୍ଥିତିରେ ଆଦିବାସୀ ପ୍ରଦର୍ଶନୀ ପଡ଼ିଆ ଏବଂ କଳିଙ୍ଗ ହସ୍ପିଟାଲ ଛକ ନିକଟରେ ଥିବା ଶହୀଦ ଲକ୍ଷ୍ମଣ ନାଏକଙ୍କ ପ୍ରତିମୂର୍ତ୍ତୀରେ [...]

ଆଦାନୀକୁ ତୁରନ୍ତ ଗିରଫ କରାଯାଉ – ଶ୍ରୀକାନ୍ତ ଜେନା

ଭୁବନେଶ୍ୱର:ଭ୍ରଷ୍ଟାଚାରୀ ଗୌତମ ଆଦାନୀକୁ ଘଣ୍ଟ ଘୋଡ଼ାଉଛି ମୋଦି ସରକାର – ପ୍ରଦେଶ କଂଗ୍ରେସ ଆଦାନୀକୁ ତୁରନ୍ତ ଗିରଫ କରାଯାଉ – ଶ୍ରୀକାନ୍ତ ଜେନା ଗନ୍ଧମାର୍ଦ୍ଧନ ପର୍ବତକୁ ଆଦାନୀକୁ ଟେକିଦେବା ପ୍ରସଙ୍ଗରେ ସ୍ପଷ୍ଟୀକରଣ ରଖନ୍ତୁ ମୁଖ୍ୟମନ୍ତ୍ରୀ – ସନ୍ତୋଷ ସିଂ ସାଲୁଜା 2,000 କୋଟି ଲାଞ୍ଚ ମାମଲାରେ ଆଦାନୀ ଗ୍ରୁପ୍ର ସମ୍ପୃକ୍ତି ଏବଂ ଆମେରିକାର କର୍ତ୍ତୃପକ୍ଷଙ୍କ ଅଭିଯୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସରକାର ଏବଂ କର୍ପୋରେଟ୍ ସ୍ୱାର୍ଥ ମଧ୍ୟରେ ଗଭୀର ସମ୍ପର୍କ [...]

କ୍ୟାନସର୍ ପୀଡ଼ିତଙ୍କ ପାଇଁ ଉତ୍ସାର୍ଗ କଲେ ବିବାହରେ ମିଳିଥିବା ଉପହାର ଅର୍ଥ

କ୍ୟାନସର୍ ପୀଡ଼ିତଙ୍କ ପାଇଁ ଉତ୍ସାର୍ଗ କଲେ ବିବାହରେ ମିଳିଥିବା ଉପହାର ଅର୍ଥ ବିବାହ ଉତ୍ସବରେ କର୍କଟ ପିଡୀତଙ୍କ ପାଇଁ ସମାଜମଙ୍ଗଳ ହୁଣ୍ଡି ପ୍ରତିଷ୍ଠା। ବାଙ୍କୀ/ ଡମପଡା ବ୍ଲକ ଅନ୍ତର୍ଗତ ଦୁଲଣାପୁର ଗ୍ରାମ ର ଯୁବ ସମାଜସେବୀ ମୁକେଶ ରାଉତ ଓ ମିକି ରାଉତଙ୍କ ବିବାହ ଗତକାଲି ଅନୁଷ୍ଠିତ ହେଇଥିଲା । ବିବାହ ଉତ୍ସବରେ ବନ୍ଧୁବାନ୍ଧବ ତଥା ସାଙ୍ଗସାଥୀଙ୍କ ଠାରୁ ମିଳିଥିବା ଉପହାର ଅର୍ଥରାଶି କୁ ସମାଜମଙ୍ଗଳ ହୁଣ୍ଡିରେ ପକାଯାଇଥିଲା । [...]

ଟେଣ୍ଡର ପାଇଥିବା ରଞ୍ଜିତ ବିଲ୍‌କନ ଏକ କଳା ତାଲିକାଭୁକ୍ତ କମ୍ପାନୀ

ଭୁବନେଶ୍ୱର ମେଟ୍ରୋ ରେଳବାଇ ନିର୍ମାଣ ଟେଣ୍ଡରକୁ ବାତିଲ କରାଯାଉ : ୟାସିର ନୱାଜ ଟେଣ୍ଡର ପାଇଥିବା ରଞ୍ଜିତ ବିଲ୍‌କନ ଏକ କଳା ତାଲିକାଭୁକ୍ତ କମ୍ପାନୀ ଭୁବନେଶ୍ୱର, ୨୧.୧୧ : ଭୁବନେଶ୍ୱର ସଂସଦୀୟ କ୍ଷେତ୍ରର କଂଗ୍ରେସ ଲୋକସଭା ପ୍ରାର୍ଥୀ ସୟଦ ୟାସିର ନୱାଜ ଗୁରୁବାର ଦିନ ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ଏକ ସାମ୍ବାଦିକ ସମ୍ମିଳନୀରେ ଅଭିଯୋଗ କରିଛନ୍ତି ଯେ, ଓଡ଼ିଶା ସରକାର ଯେଉଁ କମ୍ପାନୀ ଉପରେ ଭୁବନେଶ୍ୱର ମେଟ୍ରୋ ରେଳପଥ ଦାୟିତ୍ୱ [...]

କେବଳ ପିସିସି ସଭାପତିମାନେ କାମଚନା ଦାୟିତ୍ୱରେ ରହିବେ

ହଟିଲେ ଶରତ, କାଡ଼ାମ ହେଲେ ବିଧାୟକ ଦଳ ନେତା ଭୁବନେଶ୍ୱର : ଏଆଇସିସି ପକ୍ଷରୁ ଓଡ଼ିଶା କଂଗ୍ରେସର ସମସ୍ତ କମକିଟିକୁ ଭାଙ୍ଗି ଦିଆଯାଇଛି । ପିସିସିର ସବୁ ପଦାଧିକାରୀଙ୍କୁ ବାଦ୍ ଦିଆଯାଇଛି । ଜିଲ୍ଲା, ବ୍ଲକ୍ ଓ ମଣ୍ଡଳ ସ୍ତରର କମିଟି, ସମସ୍ତ ଛାମୁଆ (ମହିଳା, ଯୁବ, ଛାତ୍ର, ସେବାଦଳ) ସଂଗଠନ ଏବଂ ସେଲ୍ ଗୁଡ଼ିକୁ ଭଙ୍ଗ କରାଯାଇଛି । ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ ପଦବୀର ହଟାଇ ଦିଆଯାଇଛି [...]

ଦୁଇ ପ୍ରକାର ଆଇନ ଗୋଟିଏ ସାଧାରଣ ଲୋକଙ୍କ ପାଇଁ, ଆଉ ଗୋଟିଏ କ୍ଷମତାଶାଳୀ ଲୋକଙ୍କ ପାଇଁ : ୟାସିର

ଏଏସ୍‌ଓ ବୈକୁଣ୍ଠ ନାଥ ପ୍ରଧାନଙ୍କୁ ମାଡ଼ ପ୍ରସଙ୍ଗ ରାଜଭବନ ସମ୍ମୁଖରେ ଧାରଣା ଦେଲେ ପ୍ରଦେଶ ଛାତ୍ର କଂଗ୍ରେସ ଓ ପ୍ରଦେଶ ଯୁବ କଂଗ୍ରେସ ମୋହନ ସରକାରରେ ଦୁଇ ପ୍ରକାର ଆଇନ : ଗୋଟିଏ ସାଧାରଣ ଲୋକଙ୍କ ପାଇଁ, ଆଉ ଗୋଟିଏ କ୍ଷମତାଶାଳୀ ଲୋକଙ୍କ ପାଇଁ : ୟାସିର ଭୁବନେଶ୍ୱର ତା. ୧୬/୦୭ : ଆଜି ପ୍ରଦେଶ ଛାତ୍ର କଂଗ୍ରେସ ସଭାପତି ୟାସିର ନୱାଜ ଓ ପ୍ରଦେଶ ଯୁବ କଂଗ୍ରେସ ସଭାପତି [...]

ଗଠନମୂଳକ ବିରୋଧିଦଳ ଭାବେ ସଂସଦ, ବିଧାନସଭା ଓ ରାଜରାସ୍ତାରେ ଲଢ଼ିବ କଂଗ୍ରେସ

ପ୍ରଦେଶ କଂଗ୍ରେସ କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ବୈଠକରେ ଯୋଗ ଦେଲେ ସମସ୍ତ ଜିଲ୍ଲା କଂଗ୍ରେସ କମିଟି ସଭାପତି ଓଡ଼ିଶାବାସୀଙ୍କ ସ୍ୱାର୍ଥ ଓ ଓଡ଼ିଆ ଅସ୍ମିତାର ଲଢ଼େଇ ଲଢ଼ିବ କଂଗ୍ରେସ : ଶରତ ପଟ୍ଟନାୟକ ଶାନ୍ତିପ୍ରିୟ ରାଜ୍ୟରେ ଅଶାନ୍ତି ସୃଷ୍ଟି କରୁଛି ବିଜେପି ଗଠନମୂଳକ ବିରୋଧିଦଳ ଭାବେ ସଂସଦ, ବିଧାନସଭା ଓ ରାଜରାସ୍ତାରେ ଲଢ଼ିବ କଂଗ୍ରେସ ଭୁବନେଶ୍ୱର,୧୭ା୭: ଆଜି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସମସ୍ତ ଜିଲ୍ଲା ସଭାପତି, ଛାମୁଆ [...]

ଶରତ ପଟ୍ଟନାୟକଙ୍କୁ କାଳିମାଡ଼.

ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼ ଭୁବନେଶ୍ବର: ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼ । କଂଗ୍ରେସ ଭବନରେ ପଶି ଅସନ୍ତୁଷ୍ଟ ଗୋଷ୍ଠୀ କାଳିମାଡ଼ କରିଥିବା ଜଣାପଡ଼ିଛି। ଆଜି କଂଗ୍ରେସ ଭବନରେ ଚାମ୍ବରରେ ବସିଥିଲେ ପିସିସି ସଭାପତି ଶରତ ପଟ୍ଟନାୟକ । ଏହି ସମୟରେ ତାଙ୍କୁ କାଳିମାଡ଼ ହୋଇଥିବା ସୂଚନା । କାଳିମାଡ଼ରେ ଦବିଯିବିନି ବୋଲି ଶରତ କହିଛନ୍ତି। ଏହା ମୋ ପାଇଁ ନୂଆ ନୁହେଁ । ପୂର୍ବଥର ପିସିସି [...]

ଓଡ଼ିଶାରେ ତାମିଲ ଶାସନ ଚଳିବ ନାହିଁ : ଶରତ ପଟ୍ଟନାୟକ

ଓଡ଼ିଶାରେ ତାମିଲ ଶାସନ ଚଳିବ ନାହିଁ : ଶରତ ପଟ୍ଟନାୟକ ଭୁବନେଶ୍ୱର, ୦୨/୦୯ : ଆଜି କନ୍ଧମାଳ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ବାଲିଗୁଡ଼ା ଠାରେ ଜିଲ୍ଲା କଂଗ୍ରେସ ସଭାପତି ଶ୍ରୀ ଅନାମ ନାୟକ ଅଧ୍ୟକ୍ଷତାରେ ଜନଜାଗରଣ ସଭା ଅନୁଷ୍ଠିତ ହୋଇଯାଇଛି । ବାଲିଗୁଡ଼ା ମେଡ଼ିକାଲ ଛକ ଠାରୁ ଏକ ବିଶାଳ ଶୋଭାଯାତ୍ରାରେ ଏଆଇସିସି ପ୍ରଭାରୀ ଡଃ ଚେଲ୍ଲାକୁମାର, ପିସିସି ସଭାପତି ଶ୍ରୀ ଶରତ ପଟ୍ଟନାୟକ, ରାଜ୍ୟର ବରିଷ୍ଠ ନେତୃବୃନ୍ଦ [...]