କେନ୍ଦ୍ର ସରକାରଙ୍କ କୃଷକ କଲ୍ୟାଣକାରୀ ଯୋଜନାକୁ ରାଜ୍ୟ ସରକାରଙ୍କ ବାଟମାରଣା ପ୍ରତିବାଦରେ ବିକ୍ଷୋଭ ଓ ସିବିଆଇ ତଦନ୍ତ ଦାବି
ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଭୁବନେଶ୍ୱର ଅତିରିକ୍ତ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କେନ୍ଦ୍ର ସରକାରଙ୍କ କୃଷକ କଲ୍ୟାଣକାରୀ ଯୋଜନାକୁ ରାଜ୍ୟ ସରକାରଙ୍କ ବାଟମାରଣା ପ୍ରତିବାଦରେ ବିକ୍ଷୋଭ ଓ ସିବିଆଇ ତଦନ୍ତ ଦାବି ଭୁବନେଶ୍ୱର,ତା.୦୧/୦୯: ଓଡ଼ିଶାରେ କୃଷି ଯନ୍ତ୍ରପାତି ଓ ଧାନକିଣା କାରବାରରେ ବ୍ୟାପକ ଦୁର୍ନୀତିର ସିବିଆଇ ତଦନ୍ତ ଦାବି ଓ ସାର କାରବାରରେ ବ୍ୟାପକ କଳାବଜାର ପ୍ରତିବାଦରେ ଆଜି ବିଜେପି କୃଷକମୋର୍ଚ୍ଚ ରାଜ୍ୟ ସଭାପତି ମହେଶ୍ୱର ସାହୁଙ୍କ ନେତୃତ୍ୱରେ ଶତାଧିକ କାର୍ଯ୍ୟକର୍ତା ପାୱାରହାଉସ [...]