ରବିବାର ସନ୍ଧ୍ୟାରୁ ଶ୍ରୀଲିଙ୍ଗରାଜ ମନ୍ଦିର ନିକଟରେ କାଉଡ଼ିଆଙ୍କ ଭିଡ଼
ଆଜି ଶ୍ରାବଣ ମାସର ପ୍ରଥମ ସୋମବାର, ଚଳଚଞ୍ଚଳ ଲିଙ୍ଗରାଜଙ୍କ ପୀଠ ଭୁବନେଶ୍ୱର : ୧୦.୦୭ ଆଜି ଶ୍ରାବଣ ମାସର ପ୍ରଥମ ସୋମବାର। ଏଥିପାଇଁ ରବିବାର ସନ୍ଧ୍ୟାରୁ ଶ୍ରୀଲିଙ୍ଗରାଜ ମନ୍ଦିର ନିକଟରେ କାଉଡ଼ିଆଙ୍କ ଭିଡ଼ ଜମିବାରେ ଲାଗିଛି। ତେଣୁ ଏକାମ୍ର କ୍ଷେତ୍ର ଚଳଚଞ୍ଚଳ ହୋଇପଡ଼ିଛି। ବିଭିନ୍ନ ନଦୀ ଘାଟରୁ ପାଣି ଉଠାଇ କାଉଡ଼ିଆମାନେ ଏକାମ୍ର କ୍ଷେତ୍ରକୁ ଛୁଟି ଆସିଛନ୍ତି।ସମାଜ ସେବୀ ମାନି ପଣ୍ଡା କହିଲେ ଏକାମ୍ର କ୍ଷେତ୍ର ରେ ମହିଳା ଙ୍କୁ [...]