ଭିନ୍ନକ୍ଷମଙ୍କୁ କୃତ୍ରିମ ଅଙ୍ଗ ଯୋଗାଇଲା ଓଡ଼ିଶା-ମୋ ପରିବାର
ତିନି ଜଣ ଭିନ୍ନକ୍ଷମଙ୍କୁ କୃତ୍ରିମ ଅଙ୍ଗ ଯୋଗାଇଲା ଓଡ଼ିଶା-ମୋ ପରିବାର। ଭୁବନେଶ୍ୱର:ଆଜି ଓଡ଼ିଶା-ମୋ ପରିବାର ମାଧ୍ୟମରେ ବିଭିନ୍ନ ଦୁର୍ଘଟଣାରେ ନିଜର ଅଙ୍ଗ ହରାଇଥିବା ତିନି ଜଣ ଭିନ୍ନକ୍ଷମଙ୍କୁ କୃତ୍ରିମ ଅଙ୍ଗ ଯୋଗାଇ ଦିଆଯାଇଛି । ସୂଚନାନୁସାରେ, ୨୦୨୧ ମସିହା ଜୁନ ମାସରେ ଭୁବନେଶ୍ୱରର ଜଣେ ୧୩ବର୍ଷର ବାଳକ କୃଷ୍ଣ ମୁଣ୍ଡା ଏକ ଗଛ ଉପରକୁ ଚଢିବାକୁ ଚେଷ୍ଟା କରୁଥିବାବେଳେ ତଳେ ପଡ଼ିଯାଇଥିଲେ। ଡାକ୍ତରଖାନା ଯିବା ପରିବର୍ତ୍ତେ ତାଙ୍କ ପରିବାର ବର୍ଗ [...]