Search for:

ଇଞ୍ଜିନିୟରିଂ ଅନ୍ଲାଇନ୍ ପ୍ରବେଶିକା ପରୀକ୍ଷା ସମ୍ପର୍କିତ ପୋଷ୍ଟର ଉନ୍ମୋଚନ ।

ଭୁବନେଶ୍ୱର:କେଏଲ ବିଶ୍ୱବିଦ୍ୟାଳୟ ଆନୁକୂଲ୍ୟରେ ଡିସେମ୍ବର ୬ତାରିଖରୁ ୫ ଦିନ ଧରି ଜାତୀୟସ୍ତରରେ ଅନୁଷ୍ଠିତ ହେବାକୁ ଥିବା ଇଞ୍ଜିନିୟରିଂ ଅନ୍ଲାଇନ୍ ପ୍ରବେଶିକା ପରୀକ୍ଷା ସମ୍ପର୍କିତ ପୋଷ୍ଟର କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉନ୍ମୋଚନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଇଞ୍ଜିନିୟରିଂ ସହ ବିଶ୍ୱବିଦ୍ୟାଳୟ ଦ୍ୱାରା ପରିଚାଳିତ ହେବାକୁ ଥିବା ବିଭିନ୍ନ ପ୍ରବେଶିକା ପରୀକ୍ଷା ସମ୍ପର୍କିତ ପୋଷ୍ଟର ଉନ୍ମୋଚନ କରିଥିଲେ। ମେଧାବୀ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିବା [...]

Odisha observed the 165th Income Tax Day, 2024

Bhubaneswar:The Income Tax Department, Odisha observed the 165th Income Tax Day, 2024 on July 24th. The day commenced with the telecast of message of the CBDT’s Chairman Shri Ravi Agarwal. The function was organised at Jayadev Bhawan, Ashok Nagar, Bhubanewar. The Pr. Chief Commissioner of Income Tax, Odisha Region, Bhubaneswar [...]

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଧନ୍ୟବାଦ ଦେଲେ ଉଠାଦୋକାନୀ ମହାସଂଘର

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଧନ୍ୟବାଦ ଦେଲେ ଉଠାଦୋକାନୀ ମହାସଂଘର ରାଜ୍ୟ ସଭାପତି ପ୍ରତାପ ସାହୁ ଭୁବନେଶ୍ୱର ତା.୨୩.୦୭ : ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦୀଙ୍କ ସରକାରରେ ଆଜି ପ୍ରଥମ ବଜେଟ୍‌ରେ ଉଠାଦୋକାନୀମାନଙ୍କ ରୋଜଗାର ପାଇଁ ସଂସଦରେ ବିଲ୍ ଆସିଥିବାରୁ ନିଖିଳ ଓଡ଼ିଶା ରାସ୍ତାପାଶ୍ୱର୍ ଉଠାଦୋକାନୀ ମହାସଂଘର ପ୍ରତିଷ୍ଠାତା ସଭାପତି ପ୍ରତାପ କୁମାର ସାହୁ ମାନ୍ୟବର ପ୍ରଧାନମନ୍ତ୍ରୀ ଏବଂ ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ, ଶିକ୍ଷା ମନ୍ତ୍ରୀ ଶ୍ରୀଯୁକ୍ତ ଧର୍ମେନ୍ଦ୍ର [...]

ଏଣିକି ପାଠ୍ୟପୁସ୍ତକ ଓଡ଼ିଆ ଭାଷାରେ ଲେଖାହେବ:କୁଳପତି

ଏଣିକି ପାଠ୍ୟପୁସ୍ତକ ଓଡ଼ିଆ ଭାଷାରେ ଲେଖାହେବ:କୁଳପତି ‘ବିଶ୍ୱ ଦକ୍ଷିଣାଞ୍ଚଳ ସାହିତ୍ୟ ଅନୁବାଦ : ଆହ୍ୱାନ, ପ୍ରଶ୍ନ ଏବଂ ବିତର୍କ’ ଶୀର୍ଷକ ଆନ୍ତର୍ଜାତିକ ସମ୍ମିଳନୀ ଉଦଘାଟିତ ଭୁବନେଶ୍ବର:  ଏଣିକି ପାଠ୍ୟପୁସ୍ତକ ଓଡ଼ିଆ ଭାଷାରେ ଲେଖାହେବ ଓଡ଼ିଆ ଭାଷାରେ ପାଠ୍ୟପୁସ୍ତକ ଲେଖିବା ପାଇଁ ଉତ୍କଳ ବିଶ୍ବବିଦ୍ୟାଳୟକୁ ଭାଷା ସାହିତ୍ୟ ସମିତିର ନୋଡାଲ ବିଶ୍ବବିଦ୍ୟାଳୟ ହୋଇଛି। କେନ୍ଦ୍ର ସରକାରଙ୍କ ପକ୍ଷରୁ ୨୨ଟି ଆଞ୍ଚଳିକ ଭାଷାରେ ପାଠ୍ୟପୁସ୍ତକ ଲେଖିବା ପାଇଁ ଯୋଜନା ପ୍ରସ୍ତୁତ କରାଯାଇଛି। କେନ୍ଦ୍ର ସରକାରଙ୍କ ପକ୍ଷରୁ ଅନୁବାଦ ନୁହେଁ ଆଞ୍ଚଳିକ ଭାଷାରେ ପୁସ୍ତକ ଲେଖିବାକୁ ସରକାର ଯୋଜନା କରିଛନ୍ତି ବୋଲି ଉତ୍କଳ ବିଶ୍ବବିଦ୍ୟାଳୟ କୁଳପତି ପ୍ରକାଶ କରିଛନ୍ତି।ଉତ୍କଳ [...]

ପ୍ରଧାନମନ୍ତ୍ରୀ ମୋଦୀଙ୍କ ରୋଡ୍ ସୋ ବିଜେପି ଅଫିସରୁ ବାଣୀବିହାର ଛକ ଲୋକାରଣ୍ୟ

ପ୍ରଧାନମନ୍ତ୍ରୀ ମୋଦୀଙ୍କ ରୋଡ୍ ସୋ ଭୁବନେଶ୍ୱର:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭୁବନେଶ୍ୱରରେ ମେଗା ରୋଡ୍ ସୋ କରିଛନ୍ତି । ବିଜେପି ରାଜ୍ୟ କାର୍ଯ୍ୟାଳୟରୁ ବାଣୀବିହାର ଛକ ପର୍ଯ୍ୟନ୍ତ ଅଢ଼େଇ କିମିର ଏହି ରୋଡ୍ ସୋ ଘଣ୍ଟାଏ କାଳ ଚାଲିଥିଲା । ପ୍ରଧାନମନ୍ତ୍ରୀଙ୍କ ଝଲକ ପାଇବା ପାଇଁ ରାସ୍ତାର ଉଭୟ ପାଶ୍ୱର୍ରେ ହଜାର ହଜାର ବିଜେପି କର୍ମୀ ଏବଂ ସାଧାରଣ ଜନତା ଭିଡ଼ ଜମାଇଥିଲେ । ଆସନ୍ତାକାଲି ଫୁଲବାଣୀ, ବଲାଙ୍ଗୀର ଏବଂ [...]

ଜିକିତ୍ସା ହେଲଥକେୟାର ଲିମିଟେଡ ଏବଂ ଡିଏମଇଟି ପକ୍ଷରୁ ଶୂନ୍ୟ ମୃତ୍ୟୁ ସପ୍ତାହ ପାଳିତ

ଜିକିତ୍ସା ହେଲଥକେୟାର ଲିମିଟେଡ ଏବଂ ଡିଏମଇଟି ପକ୍ଷରୁ ଶୂନ୍ୟ ମୃତ୍ୟୁ ସପ୍ତାହ ପାଳିତ ଭୁବନେଶ୍ୱର: ରାଜ୍ୟରେ ଜରୁରୀକାଳୀନ ୧୦୮ ଆମ୍ବୁଲାନ୍ସ ପରିଚାଳନା ସଂସ୍ଥା ଜିକିତ୍ସା ହେଲଥକେୟାର ଲିମିଟେଡ ଏବଂ ଡାଇରେକ୍ଟରେଟ ମେଡିକାଲ ଏଜୁକେସନ ଆଣ୍ଡ ଟ୍ରେନିଙ୍ଗ, ଓଡ଼ିଶାର ଏକ ମିଳିତ ପଦକ୍ଷେପରେ ଆଜି ଭୁବନେଶ୍ୱର ଡିଏମଇଟି କାର୍ଯ୍ୟାଳୟ ଠାରେ ଜିରୋ ଫାଟାଲିଟି ୱିକ୍ ପାଳନ କରାଯାଇଛି । ଏହି କାର୍ଯ୍ୟକ୍ରମର ପ୍ରାଥମିକ ଲକ୍ଷ୍ୟ ହେଉଛି ଏକ ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ [...]

ନୂଆଦିଲ୍ଲୀସ୍ଥିତ ପ୍ରଗତି ମୈଦାନରେ ଆରମ୍ଭ ହୋଇଛି ୪୨ତମ ଭାରତ ଆନ୍ତର୍ଜାତିକ ବାଣିଜ୍ୟ ମେଳା।

ନୂଆଦିଲ୍ଲୀସ୍ଥିତ ପ୍ରଗତି ମୈଦାନରେ ଆରମ୍ଭ ହୋଇଛି ୪୨ତମ ଭାରତ ଆନ୍ତର୍ଜାତିକ ବାଣିଜ୍ୟ ମେଳା। ମେଳା ପରିସର ସ୍ଥିତ ଓଡ଼ିଶା ପାଭିଲିୟନକୁ ମଙ୍ଗଳବାର ଦିନ ଉଦଘାଟନ କରିଥିଲେ ଓଡ଼ିଶା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ, ବିଜ୍ଞାନ ଓ ବୈଷୟିକ ତଥା ସାଧାରଣ ଉଦ୍ୟୋଗ ବିଭାଗର ମାନ୍ୟବର ମନ୍ତ୍ରୀ ଶ୍ରୀଯୁକ୍ତ ଅଶୋକ ଚନ୍ଦ୍ର ପଣ୍ଡା। ଭାରତ ସରକାରଙ୍କ ବାଣିଜ୍ୟ ମନ୍ତ୍ରାଳୟ ପକ୍ଷରୁ ଦିଲ୍ଲୀରେ ପ୍ରତିବର୍ଷ ଆୟୋଜିତ ହେଉଛି ଏହି ‘ଭାରତ ଆନ୍ତର୍ଜାତିକ [...]

ଭୁବନେଶ୍ୱର ଜିଲ୍ଲା କଂଗ୍ରେସର “ସଂକୀର୍ତ୍ତନ ସତ୍ୟାଗ୍ରହ

ଭୁବନେଶ୍ୱର ଜିଲ୍ଲା କଂଗ୍ରେସର “ସଂକୀର୍ତ୍ତନ ସତ୍ୟାଗ୍ରହ ଭୁବନେଶ୍ୱର ତା. ୦୯.୧୧- ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ଶରତ ପଟ୍ଟନାୟକଙ୍କ ଆହ୍ୱାନକ୍ରମେ ଭୁବନେଶ୍ୱର ଜିଲ୍ଲା କଂଗ୍ରେସ କମିଟି ସଭାପତି ଶ୍ରୀ ବିଶ୍ୱଜିତ ଦାଶଙ୍କ ନେତୃତ୍ୱରେ ଆଜି ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟ ସମ୍ମୁଖରେ ଚତୁର୍ଦ୍ଧା ମୁରତୀଙ୍କ ସମ୍ମୁଖରେ “ସଂକୀର୍ତନ ସତ୍ୟାଗ୍ରହ” ସକାଳ ୯ ଟାରୁ ମଧ୍ୟାହ୍ନ ୧୨ ଟା ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ପ୍ରଦେଶ କଂଗ୍ରେସ [...]

ଶ୍ରୀକ୍ରିଷ୍ଣା ଇଌକ୍ଷଗ୍ଧ;ରନ୍ୟାସନାଲ ସ୍କୁଲରେ ଗୁରୁଦିବସ ଓ ଜନ୍ମାଷ୍ଟମୀ ପାଳିତ

ଶ୍ରୀକ୍ରିଷ୍ଣା ଇଌକ୍ଷଗ୍ଧ;ରନ୍ୟାସନାଲ ସ୍କୁଲରେ ଗୁରୁଦିବସ ଓ ଜନ୍ମାଷ୍ଟମୀ ପାଳିତ ଭୁବନେଶ୍ୱର,  : ଭୁବନେଶ୍ୱର ଉପକଣ୍ଠ ମଳିପଡା ସ୍ଥିତ ଶ୍ରୀକୃଷ୍ଣା ଇଌକ୍ଷଗ୍ଧ;ରନ୍ୟାସନାଲ ସ୍କୁଲରେ ଗୁରୁଦିବସ ଓ ଜନ୍ମାଷ୍ଟମୀ ପାଳିତ ହୋଇଯାଇଛି । ସ୍କୁଲର ଛାତ୍ର ଛାତ୍ରୀମାନେ ଶିକ୍ଷକ, ଶକ୍ଷୟିତ୍ରୀଙ୍କୁ ଓଡିଆ ସଂସ୍କୃତିର ପାରମ୍ପରିକ ପୂଜା ଅନୁସାରେ ପୂଜାର୍ଚ୍ଚନା କରି ଆଶୀର୍ବାଦ ଗ୍ରହଣ କରିଥିଲେ । ଏହା ପରେ ଜନ୍ମାଷ୍ଟମୀ ଉତ୍ସବ ମହାସମାରୋହରେ ପାଳନ କରାଯାଇଥିଲା । ବାଳକୃଷ୍ଣଙ୍କୁ ଯଥାବିଧି ରୀତିନୀତି ଅନୁସାରେ [...]