Search for:

ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ଗିରଫ

ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ଗିରଫ ଭୁବନେଶ୍ୱର: ନୂଆଦିଲ୍ଲୀ: ଗିରଫ ହେଲେ ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଟିଡିପି ମୁଖ୍ୟ ଚନ୍ଦ୍ରବାବୁ ନାଇଡୁ । ଶନିବାର ସକାଳୁ ନନ୍ଦୟାଲା ପୋଲିସ ସହାୟତାରେ ସିଆଇଡି ଚନ୍ଦ୍ରବାବୁ ନାଇଡଙ୍କୁ ଗିରଫ କରିଛି । ଆନ୍ଧ୍ରପ୍ରଦେଶ ଦକ୍ଷତାବିକାଶ ନିଗମ ଦୁର୍ନୀତି ମାମଲାରେ ତାଙ୍କୁ ଗିରଫ କରାଯାଇଛି । ଏହି ମାମଲାରେ ପ୍ରଥମେ ୱାରେଣ୍ଟ ଜାରି କରିଥିଲା ସିଆଇଡି । ଗିରଫ କରାଯିବା ପରେ [...]

ଅଷ୍ଟ୍ରେଲିଆରେ ପାଠ ପଢ଼ିବେ କେନ୍ଦୁଝର ସରକାରୀ ଇଞ୍ଜିନିୟରିଂ କଲେଜର 5 ଛାତ୍ରଛାତ୍ରୀ

  ଅଷ୍ଟ୍ରେଲିଆରେ ପାଠ ପଢ଼ିବେ କେନ୍ଦୁଝର ସରକାରୀ ଇଞ୍ଜିନିୟରିଂ କଲେଜର 5 ଛାତ୍ରଛାତ୍ରୀ • କର୍ଟିନ୍ ବିଶ୍ୱବିଦ୍ୟାଳୟ ସହ ଜିଲ୍ଲା ପ୍ରଶାସନର ବୁଝାମଣା • ଜିଲ୍ଲା ଖଣିଜ ପ୍ରତିଷ୍ଠାନ ବହନ କରିବ ସମସ୍ତ ଖର୍ଚ୍ଚ • ମୁଖ୍ୟମନ୍ତ୍ରୀଙ୍କୁ ନବୀନ ନିବାସରେ ଭେଟିଲେ ଛାତ୍ରଛାତ୍ରୀ • କଠିନ ପରିଶ୍ରମ କର, ନିଜର କ୍ୟାରିଅର୍ ଲକ୍ଷ୍ୟ ହାସଲ କର: ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର 5/9/23 କେନ୍ଦୁଝର ସରକାରୀ ଇଞ୍ଜିନିୟରିଂ କଲେଜରୁ ମାଇନିଂ ଇଞ୍ଜିନିୟରିଂରେ ସଫଳତାର [...]

ନୂଆଦିଲ୍ଲୀରେ ‘ଜଙ୍ଗଲ କୁଲପତି କି କଥା’ ପୁସ୍ତକର ଉନ୍ମୋଚନ କଲେ କେନ୍ଦ୍ରମନ୍ତ୍ରୀ  

ନୂଆଦିଲ୍ଲୀରେ ‘ଜଙ୍ଗଲ କୁଲପତି କି କଥା’ ପୁସ୍ତକର ଉନ୍ମୋଚନ କଲେ କେନ୍ଦ୍ରମନ୍ତ୍ରୀ   ସାହିତ୍ୟରୁ ବିଚାର ମିଳିବା ସହ ସୃଜନଶୀଳ ସୃଷ୍ଟି ହୁଏ – ଧର୍ମେନ୍ଦ୍ର ପ୍ରଧାନ • ପ୍ରସିଦ୍ଧ ଶିକ୍ଷାବିତ ଏବଂ ସାହିତ୍ୟିକ ପ୍ର. ଟିବି କଟ୍ଟମନୀଙ୍କ ଲିଖିତ ପୁସ୍ତକ ‘ଜଙ୍ଗଲ କୁଲପତି କି କଥା’ • ନିଜର ଅନୁଭବକୁ ଅଭିନବ ଉପାୟରେ ପୁସ୍ତକ ପ୍ରସ୍ତୁତ ପାଇଁ ଧନ୍ୟବାଦ ଜଣାଇଲେ କେନ୍ଦ୍ରମନ୍ତ୍ରୀ • ଉନ୍ମୋଚିତ ପୁସ୍ତକରେ ସାମାଜିକ ସଂଘର୍ଷ [...]

ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟିଲେ ଅଷ୍ଟ୍ରେଲିଆର ସ୍ୱାସ୍ଥ୍ୟ ମନ୍ତ୍ରୀ ମାର୍କ ବଟଲର୍ ଏମପି ।

ନୂଆଦିଲ୍ଲୀ ଠାରେ କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟିଲେ ଅଷ୍ଟ୍ରେଲିଆର ସ୍ୱାସ୍ଥ୍ୟ ମନ୍ତ୍ରୀ ମାର୍କ ବଟଲର୍ ଏମପି । ଏହି ଅବସରରେ ନର୍ସିଂ ଏବଂ ବରିଷ୍ଠ ନାଗରିକଙ୍କ ସ୍ୱାସ୍ଥ୍ୟସେବା ସହ ଜଡ଼ିତ ପାଠ୍ୟକ୍ରମ ଓ ପ୍ରଶିକ୍ଷଣ ଏବଂ ଦକ୍ଷତା ବିକାଶ ଉପରେ ଆଲୋଚନା କଲେ । [...]

କୌଳିକ ବୃତ୍ତିଧାରୀଙ୍କୁ ୫% ସୁଧରେ ୨ ଲକ୍ଷ ପର୍ଯ୍ୟନ୍ତ ଋଣ 

‘ପିଏମ୍ ବିଶ୍ୱକର୍ମା’ ଯୋଜନାକୁ କ୍ୟାବିନେଟ୍ ମୋହର କୌଳିକ ବୃତ୍ତିଧାରୀଙ୍କୁ ୫% ସୁଧରେ ୨ ଲକ୍ଷ ପର୍ଯ୍ୟନ୍ତ ଋଣ ଭୁବନେଶ୍ୱର:ନୂଆଦିଲ୍ଲୀ: ଗତକାଲି ଲାଲକିଲ୍ଲାରୁ ଦେଶବାସୀଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପିଏମ୍ ବିଶ୍ୱକର୍ମା ଯୋଜନା ଘୋଷଣା କରିଥିଲେ । ଆଜି ଏହା ଉପରେ କ୍ୟାବିନେଟ୍ ମୋହର ଲାଗିଛି । ଏହି ଯୋଜନାରେ କୌଳିକ ବୃତ୍ତଗତ ବ୍ୟବସାୟୀଙ୍କୁ ସର୍ବାଧିକ ୫% ସୁଧରେ ୨ ଲକ୍ଷ ଟଙ୍କାର ଋଣ ପ୍ରଦାନ କରାଯିବ । ପ୍ରଧାନମନ୍ତ୍ରୀ [...]

ଡିବିଟି ମାଧ୍ୟମରେ ୧ ଲକ୍ଷ ଆପ୍ରେଣ୍ଟିସଙ୍କୁ ୧୫ କୋଟି ଟଙ୍କା ବିତରଣ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଜାତୀୟ ଆପ୍ରେଣ୍ଟିସ-ସିପ୍ ପ୍ରୋତ୍ସାହନ ଯୋଜନାରେ ଡିବିଟିର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ ଡିବିଟି ମାଧ୍ୟମରେ ୧ ଲକ୍ଷ ଆପ୍ରେଣ୍ଟିସଙ୍କୁ ୧୫ କୋଟି ଟଙ୍କା ବିତରଣ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ • ଡିବିଟି ମାଧ୍ୟମରେ ବୃତ୍ତିରାଶି ଗ୍ରହଣ କରିଥିବା ଯୁବବର୍ଗଙ୍କୁ ଅଭିନନ୍ଦନ ଜଣାଇଲେ   • ଆପ୍ରେଣ୍ଟିସିପ୍ ପ୍ରଶିକ୍ଷଣରେ ଡିବିଟି ପ୍ରଚଳନକୁ ପ୍ରଶଂସା କଲେ କେନ୍ଦ୍ରମନ୍ତ୍ରୀ • ଏନ୍ଏପିଏସରେ ବର୍ତ୍ତମାନ ପର୍ଯ୍ୟନ୍ତ ୨୫ ଲକ୍ଷ ଯୁବକ ଯୁବତୀମାନେ ଲାଭାର୍ଥୀ ହୋଇଥିବା ବେଳେ [...]

କାର୍ଯ୍ୟକର୍ତ୍ତାଙ୍କ ପ୍ରେରଣାର ଉତ୍ସ ମଦନ ଦାସ ଜୀ

କାର୍ଯ୍ୟକର୍ତ୍ତାଙ୍କ ପ୍ରେରଣାର ଉତ୍ସ ମଦନ ଦାସ ଜୀ ନରେନ୍ଦ୍ର ମୋଦୀ, ପ୍ରଧାନମନ୍ତ୍ରୀ କିଛି ଦିନ ତଳେ ଯେତେବେଳେ ଆମେ ଶ୍ରୀ ମଦନ ଦାସ ଦେବୀ ଜୀଙ୍କୁ ହରାଇଥିଲୁ, ସେତେବେଳେ ମୋ ସମେତ ଲକ୍ଷ ଲକ୍ଷ କାର୍ଯ୍ୟକର୍ତ୍ତା ଦୁଃଖରେ ମ୍ରିୟମାଣ ହୋଇ ପଡ଼ିଥିଲେ। ମଦନ ଦାସ ଜୀଙ୍କ ପରି ପ୍ରଭାବଶାଳୀ ବ୍ୟକ୍ତିତ୍ୱ ଆଉ ଆମ ଗହଣରେ ନାହାନ୍ତି, ଏଭଳି ବିଶ୍ୱାସ କରିବା ଆମ ପାଇଁ ଏକ ଆହ୍ୱାନପୂର୍ଣ୍ଣ ବାସ୍ତବତା । ତଥାପି, [...]

ଓଡ଼ିଶା ନିବେଶକଙ୍କୁ ମିଳିବ ‘ସାହାରା’ ଟଙ୍କା, କେନ୍ଦ୍ର ସମବାୟ ମନ୍ତ୍ରଣାଳୟକୁ ତାଲିକା ଦେଲେ  ରାଜ୍ୟ ସରକାର

ଭୁବନେଶ୍ୱର :ଓଡ଼ିଶା ନିବେଶକଙ୍କୁ ମିଳିବ ‘ସାହାରା’ ଟଙ୍କା, କେନ୍ଦ୍ର ସମବାୟ ମନ୍ତ୍ରଣାଳୟକୁ ତାଲିକା ଦେଲେ  ରାଜ୍ୟ ସରକାର ସାହାରା ଗ୍ରୁପ୍‌‌ରେ ରାଜ୍ୟବାସୀଙ୍କ ନିବେଶ ୪,୬୦୦ କୋଟି ସାହାରା ଗ୍ରୁପ୍‌‌ରେ ନିବେଶ କରିଥିବା ରାଜ୍ୟର ସମସ୍ତ ନିବେଶକମାନେ ନିଜର ଟଙ୍କା ଫେରିପାଇବେ। ଏନେଇ କେନ୍ଦ୍ର ସମବାୟ ମନ୍ତ୍ରଣାଳୟକୁ ଚିଠି ଲେଖି ତଥ୍ୟ ଦାଖଲ କରିଛି ରାଜ୍ୟ ସମବାୟ ବିଭାଗ। ରାଜ୍ୟର ପ୍ରାୟ ସମସ୍ତ ଜିଲ୍ଲାରେ ସାହାରା ଗ୍ରୁପ୍‌‌ ସମବାୟ ସମିତି ଅଧୀନରେ [...]

ଶିକ୍ଷା ଓ ଦକ୍ଷତା କ୍ଷେତ୍ରରେ ଶିକ୍ଷକଙ୍କ କାପାସିଟି ବିଲଡିଂ ବଢାଇବା ପାଇଁ ହୋଇଛି ବ୍ୟାପକ ଯୋଜନା- ଧର୍ମେନ୍ଦ୍ର ପ୍ରଧାନ

ଅଖିଳ ଭାରତୀୟ ଶିକ୍ଷା ସମାଗମ’ର ଉଦଯାପନୀ ସମାରୋହରେ କେନ୍ଦ୍ରମନ୍ତ୍ରୀଙ୍କ ଉଦବୋଧନ ଶିକ୍ଷା ଓ ଦକ୍ଷତା କ୍ଷେତ୍ରରେ ଶିକ୍ଷକଙ୍କ କାପାସିଟି ବିଲଡିଂ ବଢାଇବା ପାଇଁ ହୋଇଛି ବ୍ୟାପକ ଯୋଜନା- ଧର୍ମେନ୍ଦ୍ର ପ୍ରଧାନ • ଚଳିତ ଶିକ୍ଷାବର୍ଷରେ ୧୦୦ଟି ଡାଇଟ୍ (DIET)କୁ ଉତ୍କର୍ଷ କେନ୍ଦ୍ରରେ ପରିଣତ କରାଯିବ • ୟୁଜିସି ଓ ଉଚ୍ଚ ଶିକ୍ଷାନୁଷ୍ଠାନ ବିଭାଗ ପକ୍ଷରୁ ମାଲବୀୟ ମିଶନ ଅନ୍ତର୍ଗତ ସବୁ ରାଜ୍ୟରେ ଶିକ୍ଷକ କାପାସିଟି ବିଲଡିଂ ପାଇଁ ବ୍ୟବସ୍ଥା କରାଯିବ [...]

ସମ୍ବଲପୁରୀ ଦିବସ ଅବସରରେ ସଂସଦରେ ଦେଖିବାକୁ ମିଳିଲା ସମ୍ବଲପୁରୀ ବସ୍ତ୍ରର ଝଲକ ।

ସମ୍ବଲପୁରୀ ଦିନରେ ସମ୍ବଲପୁରୀ ବସ୍ତ୍ର ପରିଧାନ କରି ସଂସଦ କାର୍ଯ୍ୟରେ ସାମିଲ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ, କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରୀ ଡକ୍ଟର ଏସ.ଜୟଶଙ୍କର ଓ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।   ଭୁବନେଶ୍ୱର:ସମ୍ବଲପୁରୀ ଦିବସ ଅବସରରେ ସଂସଦରେ ଦେଖିବାକୁ ମିଳିଲା ସମ୍ବଲପୁରୀ ବସ୍ତ୍ରର ଝଲକ । ସମ୍ବଲପୁରୀ ପୋଷାକ ପରିଧାନ କରି ସଂସଦ କାର୍ଯ୍ୟରେ ସାମିଲ ହେଲେ ବିଜେପି ରାଷ୍ଟ୍ରୀୟ [...]