Search for:

ଆପଣ କେତେ ତାରିଖରେ ଦେବେ ଭୋଟ? ଜାଣନ୍ତୁ

ଆପଣ କେତେ ତାରିଖରେ ଦେବେ ଭୋଟ? ଜାଣନ୍ତୁ ଆପଣଙ୍କ ନିର୍ବାଚନ ମଣ୍ଡଳୀରେ କେବେ ହେବ ଭୋଟ ଗ୍ରହଣ…. ଭୁବନେଶ୍ବର : ଦେଶର ସମସ୍ତ ଲୋକସଭା ସହ ଓଡ଼ିଶା ସମେତ ୪ ରାଜ୍ୟର ବିଧାନସଭା ନିର୍ବାଚନ ନେଇ ତାରିଖ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ କମିଶନ। ଦେଶରେ ୭ଟି ପର୍ଯ୍ୟାୟରେ ଲୋକସଭା ନିର୍ବାଚନ ଅନୁଷ୍ଠିତ ହେବ। ଦେଶରେ ପ୍ରଥମ ପର୍ଯ୍ୟାୟ ଭୋଟ ଏପ୍ରିଲ ୧୯ରୁ ଆରମ୍ଭ ହେବ। ସେହିପରି ଦ୍ୱିତୀୟ ପର୍ଯ୍ୟାୟ [...]

ଜଟଣୀ ଖାସମାହଲ ଜମି ସମସ୍ୟାର ସମାଧାନ କରାଯାଇ ଲୋକଙ୍କୁ ପଟ୍ଟା ଦେବାପାଇଁ ନୀତିଗତ ନିଷ୍ପତ୍ତି

  ଜଟଣୀ ଖାସମାହଲ ଜମି ସମସ୍ୟାର ସମାଧାନ କରାଯାଇ ଲୋକଙ୍କୁ ପଟ୍ଟା ଦେବାପାଇଁ ନୀତିଗତ ନିଷ୍ପତ୍ତି 5T ସଚିବଙ୍କ ଜିଲ୍ଲା ଗସ୍ତ ପରବର୍ତ୍ତୀ ଉଚ୍ଚସ୍ତରୀୟ ସମୀକ୍ଷା ଆରମ୍ଭ .ଡିସେମ୍ବରରୁ ପଟ୍ଟା ବଣ୍ଟନ ଭୁବନେଶ୍ୱର ପତିତ ଜମିର ସତ୍ତ୍ୱ ରାଜସ୍ୱ ବିଭାଗ Task Forceର SOP ଭିତ୍ତିରେ ନିର୍ଦ୍ଧାରିତ ହେବ ଭୁବନେଶ୍ୱର:ତା.୦୪.୦୯.୨୦୨୩ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଏକ ଐତିହାସକ ନିଷ୍ପତ୍ତି ନେଇ ଜଟଣୀ ଖାସମାହଲ ଜମି ସମସ୍ୟାର ସମାଧାନ [...]

ଆଜି ମୁଖ୍ୟମନ୍ତ୍ରୀ ଭୂମିହୀନ ବସ୍ତିବାସିନ୍ଦାଙ୍କୁ ଜମି ପଟ୍ଟା ବଣ୍ଟନ

ଜାଗା ମିଶନରେ ‘ଜମି ପଟ୍ଟା’ ସହ ମିଳିବ ଘର ତିଆରି ସହାୟତା ଏବଂ ବିଜୁଳି, ପାଣି, ସଡକ ଓ ଅନ୍ୟ ମୌଳିକ ସୁବିଧା : ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର : ଜାଗା ମିଶନ ଜରିଆରେ ଆଜି ମୁଖ୍ୟମନ୍ତ୍ରୀ ଭୂମିହୀନ ବସ୍ତିବାସିନ୍ଦାଙ୍କୁ ଜମି ପଟ୍ଟା ବଣ୍ଟନ କରିଛନ୍ତି । କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱର, କଟକ, ବ୍ରହ୍ମପୁର, ସମ୍ବଲପୁର ଓ ରାଉଲକେଲା- ୫ଟି ମହାନଗର [...]

ଜିଲା ପରିଷଦ ନିର୍ବାଚନରେ ଓଡିଶାର ୩୦ଟି ଜିଲ୍ଲାରେ ବିଜୁ ଜନତା ଦଳର ବିଜୟ ; ଲେନିନ୍‍ ମହାନ୍ତି ।

ଭୁବନେଶ୍ୱର: ମନମୋହନ ସାମଲ ବୋଧେ ଭୁଲି ଯାଇଛନ୍ତି ଯେ ୪.୫ କୋଟି ଲୋକ ଓଡିଶା ବିଜେପିକୁ ପରାସ୍ତ କରିଛନ୍ତି ଏବଂ ଗତବର୍ଷ ଜିଲା ପରିଷଦ ନିର୍ବାଚନରେ ଓଡିଶାର ୩୦ଟି ଜିଲ୍ଲାରେ ବିଜୁ ଜନତା ଦଳର ବିଜୟ ନିଶ୍ଚିତ କରିଥିବା କହିଛନ୍ତି ବିଜେଡି ମୁଖପାତ୍ର ଲେନିନ୍‍ ମହାନ୍ତି ।ଶ୍ରୀ ମହାନ୍ତି ଆଜି ଏଠାରେ ଗଣାମାଧ୍ୟମକୁ କହିଛନ୍ତି ଯେ ଗୋଟିଏ ପରେ ଗୋଟିଏ ଜାତୀୟ ସର୍ଭେ କହୁଛି ଯେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ [...]

ସାଢେ ଚାରି ବର୍ଷ ମଧ୍ୟରେ ସାଂସଦ ଶ୍ରୀମତୀ ଅପରାଜିତା ଷଡଙ୍ଗୀ ଭୁବନେଶ୍ୱରର ଲୋକଙ୍କ ସହ ନାହାଁନ୍ତି: ଶ୍ରୀମୟୀ ମିଶ୍ର

ଭୁବନେଶ୍ୱର: ଗତ ସାଢେ ଚାରି ବର୍ଷ ମଧ୍ୟରେ ସାଂସଦ ଶ୍ରୀମତୀ ଅପରାଜିତା ଷଡଙ୍ଗୀ ଭୁବନେଶ୍ୱରର ଲୋକଙ୍କ ସହ ନାହାଁନ୍ତି କିମ୍ବା ସେମାନଙ୍କ ଚିନ୍ତା ଏବଂ ବିକାଶ ପାଇଁ ଏକ ମିନିଟ୍‌ ସମୟ ଦେଇ ନାହାଁନ୍ତି ବୋଲି କହିଛନ୍ତି ବିଜେଡି ପ୍ରବକ୍ତା ଶ୍ରୀମୟୀ ମିଶ୍ର । ଗଣମାଧ୍ୟମକୁ ସୂଚନା ଦେଇ ଶ୍ରୀମତୀ ମିଶ୍ର କହିଛନ୍ତି ଯେ, ଏହା ସ୍ୱାଭାବିକ ଯେ ଯେତେବେଳେ ନିର୍ବାଚନ ପାଖେଇ ଆସୁଛି ଏବଂ ଶ୍ରୀମତୀ ଷଡଙ୍ଗୀ ତାଙ୍କ [...]

୫ଟି ସ୍କୁଲ ରୂପାନ୍ତର ଏକ ପ୍ରହସନ – ଭୁବନେଶ୍ୱର ଜିଲ୍ଲା କଂଗ୍ରେସ

୫ଟି ସ୍କୁଲ ରୂପାନ୍ତର ଏକ ପ୍ରହସନ – ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ଭୁବନେଶ୍ୱର ତା. ୨୫.୮ – ଆଜି ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ସଭାପତି ଶ୍ରୀ ବିଶ୍ୱଜିତ ଦାଶଙ୍କ ନେତୃତ୍ୱରେ କଂଗ୍ରେସର ଏକ ପ୍ରତିନିଧି ଦଳ ଭୁବନେଶ୍ୱରର ଏକାମ୍ର ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କଲ୍ୟାଣପୁର ଗ୍ରାମରେ ଥିବା ନୃସିଂହନାଥ ହାଇସ୍କୁଲକୁ ପରିଦର୍ଶନ କରିଥିଲେ । ସେହି ହାଇସ୍କୁଲଟି ୫ଟି ବ୍ୟବସ୍ଥାରେ ରୂପାନ୍ତରିତ ହୋଇଛି । ମୂଖ୍ୟ ପ୍ରସଙ୍ଗଟି ହେଉଛି [...]

ସମସ୍ତଙ୍କୁ ଉତ୍ତମ ସ୍ୱାସ୍ଥ୍ୟସେବା ଯୋଗାଇଦେବା ଲକ୍ଷ୍ୟରେ ଆଗକୁ ବଢୁଛି ଓଡିଶା- ମୁଖ୍ୟମନ୍ତ୍ରୀ

  ଝାରସୁଗୁଡା ଓ ଲାଇକେରାରେ ଦୁଇଟି ଡାଇଗ୍ନୋଷ୍ଟିକ ସେଣ୍ଟର ଲୋକାର୍ପିତ ବେଦାନ୍ତ ସହଯୋଗରେ ହୋଇଛି ପ୍ରତିଷ୍ଠା ସମସ୍ତଙ୍କୁ ଉତ୍ତମ ସ୍ୱାସ୍ଥ୍ୟସେବା ଯୋଗାଇଦେବା ଲକ୍ଷ୍ୟରେ ଆଗକୁ ବଢୁଛି ଓଡିଶା- ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନସ ଜରିଆରେ ଝାରସୁଗୁଡା ଓ ଲାଇକେରାରେ ଦୁଇଟି ଅତ୍ୟାଧୁନିକ ଡାଇଗ୍ନୋଷ୍ଟିକ ସେଣ୍ଟର ଉଦ୍‌ଘାଟନ କରିଛନ୍ତି। କରପୋରେଟ୍ ସଂସ୍ଥା ବେଦାନ୍ତ ସଂସ୍ଥା ସହଯୋଗରେ ଏହି ଦୁଇଟି କେନ୍ଦ୍ର ପ୍ରତିଷ୍ଠା କରାଯାଇଛି। ଏହା ଝାରସୁଗୁଡା [...]

ଧଉଳି ରେ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ

ଧଉଳି ରେ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ଭୁବନେଶ୍ୱର:ଆଜି ଧଉଳି ଗ୍ରାମପଞ୍ଚାୟତ ରେ ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପ କୁ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଏବଂ ପର୍ଯ୍ୟଟନ, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ଅଶ୍ଵିନୀ ପାତ୍ର ପ୍ରଥମେ ଧବଳେଶ୍ଵର ମନ୍ଦିରର ଚଟାଣରେ ପଥର ବିଛା କାର୍ଯ୍ୟ ର ଶିଳାନ୍ୟାସ କରିଥିଲେ। ପରେ ବିଧାୟକ ଆଞ୍ଚଳିକ ଉନ୍ନୟନ ଅନୁଦାନ ପାଣ୍ଠିରୁ ଧଉଳି ଗ୍ରାମ କଂକ୍ରିଟ ରାସ୍ତା,ଖଟୁଆ ପଡ଼ା [...]