ଇ-କେୱାଇସି ବେଳେ ୧ ଲକ୍ଷ ୭୭ ହଜାର ୬୮ ମୃତ ହିତାଧିକାରୀ ଚିହ୍ନଟ
ରାଜ୍ୟରେ ଭୂତ ଖାଉଥିଲେ ରାସନ ଚାଉଳ। ଇ-କେୱାଇସି ବେଳେ ୧ ଲକ୍ଷ ୭୭ ହଜାର ୬୮ ମୃତ ହିତାଧିକାରୀ ଚିହ୍ନଟ ହୋଇଛନ୍ତି। ବାଲେଶ୍ୱର ବିଧାୟକ ମାନସ ଦତ୍ତଙ୍କ ପ୍ରଶ୍ନରେ ଏହି ଉତ୍ତର ରଖିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ମନ୍ତ୍ରୀ ଉତ୍ତରରେ କହିଛନ୍ତି, ରାଜ୍ୟରେ ୨୦୨୪- ୨୫ ମସିହାରେ ରାସନ କାର୍ଡ ତଥ୍ୟାବଳୀକୁ ସ୍ୱଚ୍ଛ ଏବଂ ପାରଦର୍ଶୀ କରିବା ଉଦ୍ଦେଶ୍ୟରେ ଚାଲୁ କରାଯାଇଥିବା ଆଧାର [...]