ଶ୍ରୀମନ୍ଦିର ପ୍ରଶାସନକୁ ୨ କୋଟି ୫୧ ଲକ୍ଷ ଟଙ୍କା ଦାନ ଦେଇଥିଲେ। ଶ୍ରୀମନ୍ଦିର ଉତ୍ତର, ପଶ୍ଚିମ, ଦକ୍ଷିଣ ଦ୍ୱାରକୁ ସିଂହଦ୍ୱାର
ଭୁବନେଶ୍ୱର:ପ୍ରତିଷ୍ଠିତ ବ୍ୟବସାୟୀ ତଥା ରିଲାଏନ୍ସ ଚେୟାରମ୍ୟାନ୍ ମୁକେଶ ଅମ୍ବାନୀଙ୍କ ପୁଅ ଅନନ୍ତ ଅମ୍ବାନୀ ପୁରୀ ଆସି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି। ନିଜର ବିବାହ ପୂର୍ବରୁ ସେ ମହାପ୍ରଭୁଙ୍କ ଆଶୀର୍ବାଦ ନେବା ପାଇଁ ଶ୍ରୀମନ୍ଦିର ଆସିଥିଲେ। ଅନନ୍ତ ଅମ୍ବାନୀ ମଙ୍ଗଳବାର ରାତି ୧୦ଟା ୩୦ରେ ପୁରୀରେ ପହଞ୍ଚିଥିଲେ। ପରେ ଶ୍ରୀ ମନ୍ଦିର ପ୍ରଶାସନ ଅଧିକାରୀ, ପରିଚାଳନା କମିଟି ସଦସ୍ୟ, କୌଳିକ ପଣ୍ଡା ଅନନ୍ତଙ୍କୁ ସ୍ୱାଗତ କରି ଶ୍ରୀମନ୍ଦିରକୁ ନେଇଥିଲେ। ସିଂହଦ୍ୱାରରେ [...]